ମିଆଁମାର୍‌ରୁ ଆସି ମିଜୋରାମରେ ଆଶ୍ରୟ ନେଇଛନ୍ତି ୬୦୦ ସୈନିକ

ମିଆଁମାର : ମିଆଁମାର୍‌ରେ ଦିନକୁ ଦିନ ବଢ଼ି ଚାଲିଛି ବିଦ୍ରୋହ। ଏଠାରେ ଜୁଣ୍ଟା-ଶାସନ ସହ ସେମାନଙ୍କ ଲଢ଼େଇ ଜାରି ରହିଛି। ଏହାରି ଭିତରେ ମିଆଁମାର୍‌ ସେନାର ଶହ ଶହ ସୈନିକ ଭାରତ ଆଡକୁ ପଳାୟନ କରିଛନ୍ତି। ଏନେଇ ମିଜୋରାମ ସରକାର କେନ୍ଦ୍ର…

ରାମଲଲାଙ୍କ ଭାଇରାଲ ଫଟୋକୁ ନେଇ ରାଗିଗଲେ ମୁଖ୍ୟ ପୂଜକ

ଅଯୋଧ୍ୟା : ଆଉ ଦିନକ ପରେ ଅଯୋଧ୍ୟାରେ ହେବ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା। ତେବେ ଏହା ପୂର୍ବରୁ ଭଗବାନ ରାମଙ୍କ ଫଟୋ ସୋଶାଲ ମିଡଆରେ ଜୋରେସୋର୍‌ରେ ଭାଇରାଲ ହେଉଛି। ଏହାକୁ ନେଇ ଏବେ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ରର ମୁଖ୍ୟ ପୂଜକ…

ବନ୍ଦ ହେବ ଅନୁପ୍ରବେଶ, ମିଆଁମାର ସୀମାରେ ଲାଗିବ ତାରବାଡ଼

ବନ୍ଦ ହେବ ଅନୁପ୍ରବେଶ। ଆଉ ମିଆଁମାରରୁ ଭାରତକୁ ଆସିପାରିବେନି ଅନୁପ୍ରବେଶକାରୀ। ଭାରତ-ମିଆଁମାର ସୀମାରେ ଲାଗିବ ତାରବାଡ଼। ଆଜି ଏଭଳି କିଛି ଘୋଷଣା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଦୁଇ ଦେଶ ମଧ୍ୟରେ ସହଜ ଗମନାଗମନକୁ ରୋକିବା ପାଇଁ ଏହି ପଦକ୍ଷେପ…

ବିନା ପ୍ରେସକ୍ରିପସନରେ ଆଣ୍ଟିବାୟୋଟିକ୍‌ ବିକ୍ରି କଲେ ରଦ୍ଦ ହେବ ଲାଇସେନ୍ସ

ନୂଆଦିଲ୍ଲୀ : ଆଣ୍ଟିବାୟୋଟିକ୍‌ର ଅତ୍ୟଧିକ ବ୍ୟବହାର ରୋକିବାକୁ କେନ୍ଦ୍ର ସରକାର ନୂଆ ଗାଇଡଲାଇନ୍‌ ଆଣିବା ପରେ ଆକ୍ସନ ମୁଡକୁ ଆସି ଯାଇଛନ୍ତି ରାଜ୍ୟ ସରକାର। ଏଣିକି ବିନା ପ୍ରେସକ୍ରିପସନରେ ଆଣ୍ଟିବାୟୋଟିକ୍‌ ବିକ୍ରି କରି ଧରା ପଡ଼ିଲେ ମେଡିସିନ ଦୋକାନୀଙ୍କ ଲାଇସେନ୍ସ ରଦ୍ଦ…

ଆମେରିକାରେ ଭୟଙ୍କର ବରଫ ଝଡ଼, ୪୩ ଜଣଙ୍କ ମୃତ୍ୟୁ

ପ୍ରବଳ ଶୀତରେ ୪୩ ଜଣଙ୍କ ମୃତ୍ୟୁ । ଆମେରିକାରେ ଭୟଙ୍କର ବରଫ ଝଡ଼ ଯୋଗୁ ୯ଟି ରାଜ୍ୟରେ ୪୩ ଜଣଙ୍କର ମୃତ୍ୟୁ ହେବା ସହ କୋଠାବାଡି ଭାଙ୍ଗିରୁଜି ଯାଇଛି । ଏହାସହିତ ବିଭିନ୍ନ ଅଞ୍ଚଳକୁ ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହୋଇଛି ।…

ଅର୍ପଣ ରଥ ମାମଲା: ‘ମହାପ୍ରଭୁ ଜଗନ୍ନାଥଙ୍କ ପ୍ରତି ଚରମ ଅସମ୍ମାନ, ଓଡ଼ିଶାବାସୀଙ୍କ ପାଖରେ କ୍ଷମା ମାଗନ୍ତୁ ମୁଖ୍ୟମନ୍ତ୍ରୀ’

ଭୁବନେଶ୍ୱର: କୋଟି କୋଟି ଓଡ଼ିଆଙ୍କ ଆରାଧ୍ୟ ଦେବତା ଜଗନ୍ନାଥଙ୍କ ପ୍ରତି ଚରମ ଅସମ୍ମାନ ହୋଇଛି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦ୍‌ଘାଟନ ପାଇଁ ରାଜ୍ୟ ତମାମ ଅର୍ପଣ ରଥ ବୁଲିଲାବେଳେ ଜଗନ୍ନାଥଙ୍କୁ ପିଲାଙ୍କ ଖେଳନାଠୁ ଆହୁରି ତୁଚ୍ଛ ଭାବରେ ପ୍ରଦର୍ଶିତ କରାଯାଇଛି…

ରାତିରେ ବୁଲିପାରିବେ ଚନ୍ଦକା ଅଭୟାରଣ୍ୟ, ଆରମ୍ଭ ହେବାକୁ ଯାଉଛି ‘ନାଇଟ ନକଚରାଲ ଟ୍ରେଲ’

ଭୁବନେଶ୍ବର: ଏଣିକି ରାତିରେ ବୁଲିହେବ ଚନ୍ଦକା ଅଭୟାରଣ୍ୟ। ଭରତପୁର ସଫାରୀରେ ଆରମ୍ଭ ହେବ ନାଇଟ ନକଚରାଲ ଟ୍ରେଲ। ଜାନୁଆରୀ ୨୯ ତାରିଖରୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହେବ ବୋଲି କହିଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ। ସେ କହିଛନ୍ତି, ଚନ୍ଦକା-କମପଡ଼ା ଅଭୟାରଣ୍ୟର…

ଶିମିଳିପାଳରୁ ମାଳ ମାଳ ଦେଶୀ ବନ୍ଧୁକ ଜବତ

ବାରିପଦା: ବେଆଇନ ବନ୍ଧୁକ କାରବାରକୁ ରୋକିବାରେ ମୟୂରଭଞ୍ଜ ପୋଲିସକୁ ବଡ ସଫଳତା । ଶିମିଳିପାଳ ଅଭୟାରଣ୍ୟର ପାଦଦେଶ ଅଞ୍ଚଳରୁ ପୁଣି ୨୩ଟି ଦେଶୀ ବନ୍ଧୁକ ଜବତ ହୋଇଛି। ଶିମିଳିପାଳ ଅଭୟାରଣ୍ୟରେ ପୁଲିସ ପକ୍ଷରୁ ନଭେମ୍ବର ଓ ଡିସେମ୍ବର ମାସରେ ସର୍ଚ୍ଚ ଅପରେସନର ତୃତୀୟ…

ଢେଙ୍କାନାଳ ପାତ୍ର ଏଜେନ୍ସିରେ ଜିଏସଟିର ରେଡ୍‌

ଢେଙ୍କାନାଳ  : ଢେଙ୍କାନାଳ ପାତ୍ର ଏଜେନ୍ସିରେ ଜିଏସଟିର ତନାଘନା ଚଢ଼ାଉ ଜାରି ରହିଛି । ଷ୍ଟେଟ ଜିଏସଟି ଏନଫୋର୍ସମେଣ୍ଟ ଟିମ ଅନୁଗୁଳ ପକ୍ଷରୁ ଏହି ଚଢାଉ କରାଯାଉଛି । ବାଜି ଚୌକ ଛକ ନିକଟରେ ଥିବା ପାତ୍ର ଏଜେନ୍ସିର ଦୁଇଟି ଚପଲ ଗୋଦାମ…

ମାଟ୍ରିମୋନି ସାଇଟରେ ସୁନ୍ଦରୀ ଝିଅଙ୍କ ପ୍ରୋଫାଇଲ୍ ତିଆରି କରି ଲୁଟ୍‌, ଜଣେ ଗିରଫ

ଭୁବନେଶ୍ଵର: ସାଇବର ଲୁଟେରାଙ୍କ ନୂଆ ତରିକା । ମାଟ୍ରିମୋନି ସାଇଟରେ ସୁନ୍ଦରୀ ଝିଅଙ୍କ ପ୍ରୋଫାଇଲ୍ ତିଆରି କରି ଲୁଟୁଛନ୍ତି ଲକ୍ଷାଧିକ ଟଙ୍କା । ଜଣେ ଲୁଟେରାଙ୍କୁ ଗିରଫ କଲା କମିଶନରେଟ ପୋଲିସ । ଗିରଫ ଯୁବକଙ୍କ ଠାରୁ ଲକ୍ଷାଧିକ ଟଙ୍କା ଜବତ…