ଦୁଇ କବାଡିଆଙ୍କୁ ଚାପି ଦେଲା ଟ୍ରକ୍: ଜଣେ ମୃତ, ଜଣେ ଗୁରୁତର
ଦଶପଲ୍ଲା : ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଡିହଗାଁ ଛକ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି । ଏକ ମଦ ବୋଝେଇ ଟ୍ରକ ୨ ଜଣ କବାଡିଆଙ୍କୁ ଧକ୍କା ଦେଇଥିଲା । ଫଳରେ ଜଣେ କବାଡିଆଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା…
ଦଶପଲ୍ଲା : ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଡିହଗାଁ ଛକ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି । ଏକ ମଦ ବୋଝେଇ ଟ୍ରକ ୨ ଜଣ କବାଡିଆଙ୍କୁ ଧକ୍କା ଦେଇଥିଲା । ଫଳରେ ଜଣେ କବାଡିଆଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା…
ଡ଼ାକ୍ତରଙ୍କ ପାଇଁ ଆସିଲା ନୂଆ ନିର୍ଦ୍ଦେଶନାମା । ଏଣିକି ସରକାରୀ ମେଡିକାଲରେ ପଢ଼ୁଥିବା ଡାକ୍ତରୀ ଛାତ୍ର ଅତି କମରେ ୨ ବର୍ଷ କାମ କରିବାକୁ ପଡିବ । ନହେଲେ ଗଣିବେ ଡବଲ ଫାଇନ । ଏମିତି ନିୟମ ଆଣିଛନ୍ତି ରାଜ୍ୟ ସରକାର…
ଭୁବନେଶ୍ଵର: ନିର୍ବାଚନ ପୂର୍ବରୁ କଂଗ୍ରେସ ନିଜର ଘର ସଜାଡ଼ିବାରେ ଲାଗି ପଡିଛି। ନିର୍ବାଚନ ଯେତିକି ପାଖେଇ ଆସୁଛି ଓଡ଼ିଶା କଂଗ୍ରେସ ସେତିକି ଚଳଚଞ୍ଚଳ ହୋଇ ଉଠୁଛି। ଗତକାଲି ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ଓଡ଼ିଶା ଗସ୍ତ ପରେ ଆଜି କଂଗ୍ରେସ ସାଂଗଠନିକ…
ନୂଆଦିଲ୍ଲୀ: ଦିଲ୍ଲୀରୁ ଆଜରବାଇଜାନର ରାଜଧାନୀ ବାକୁ ଯାଉଥିବା ଇଣ୍ଡିଗୋ ବିମାନର ପାଇଲଟମାନଙ୍କୁ ବିମାନ ଉଡ଼ାଣରୁ ହଟାଇ ଦିଆଯାଇଛି ଏବଂ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ଆବଶ୍ୟକ ଏୟାର ଟ୍ରାଫିକ୍ କଣ୍ଟ୍ରୋଲ (ଏଟିସି) ଅନୁମତି ବିନା ଉଡ଼ାଣ ଭରିଛି କି ନାହିଁ ତାହାର…
ଭୁବନେଶ୍ବର: ନୂଆଦିଲ୍ଲୀସ୍ଥିତ କର୍ତ୍ତବ୍ୟ ପଥରେ ଅନୁଷ୍ଠିତ ଜାତୀୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡରେ ଓଡିଶାର ପ୍ରଜ୍ଞାପନ ମେଢ ସମଗ୍ର ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଛି। ଆଜି ନୂଆଦିଲ୍ଲୀରେ ଆୟୋଜିତ ଏକ ବର୍ଣ୍ଣାଢ଼୍ୟ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ପକ୍ଷରୁ ସୂଚନା ଓ ଲୋକସମ୍ପର୍କ…
ମାଲକାନଗିରି: କିଛିଦିନର ବ୍ୟବଧାନ ପରେ ମାଓବାଦୀମାନେ ପୁଣି ରକ୍ତମୁଖା ହୋଇପଡ଼ିଛନ୍ତି। ସୁରକ୍ଷା ବାହିନୀର ଶିବିର ଉପରେ ସେମାନେ ଆକ୍ରମଣ କରିଛନ୍ତି। ଛତିଶଗଡ଼ର ବିଜାପୁର-ସୁକମା ସୀମାରେ ୩ ଯବାନ୍ ସହିଦ ହୋଇଛନ୍ତି। ଆକ୍ରମଣରେ ଅନ୍ୟ ୧୪ ଜଣ ଯବାନ ଆହତ ହୋଇଛନ୍ତି। ସୂଚନା…
ଇଡିର ଘନ ଘନ ଚଢ଼ାଉ ଭିତରେ ଝାଡ଼ଖଣ୍ଡରେ ଜାରି ରହିଛି ରାଜନୈତିକ ହଲଚଲ। ଜମି ଦୁର୍ନୀତି ମାମଲର ଅର୍ଥ ହେରଫେର ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ଙ୍କୁ ଜେରା କରିବାକୁ ଆସନ୍ତାକାଲି ଡାକିଛି। ଏହାରି ଭିତରେ ପୁଣି ଥରେ ସନ୍ଧ୍ୟାରେ…
ଲୋକସଭା ନିର୍ବାଚନର ଠିକ ପୂର୍ବରୁ ଇଣ୍ଡିଆ ମେଣ୍ଟ ଛାଡ଼ି ପୁଣି ବିଜେପି ସହ ହାତ ମିଳାଇଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ଏକଦା ଇଣ୍ଡିଆ ମେଣ୍ଟର ପ୍ରମୁଖ ଚେହେରା ପାଲଟିଥିବା ନୀତୀଶ କୁମାରଙ୍କ ହଠାତ ପଟ ପରିବର୍ତ୍ତନ ପୂରା ଦେଶରେ ହଇଚଇ…
ଭୁବନେଶ୍ୱର: ଯାଥାଶିଘ୍ର ନକଲି ଶିକ୍ଷକଙ୍କ ତଥ୍ୟ ଦେବାନେଇ ୧୧ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି । ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବାଲେଶ୍ଵର, ଭଦ୍ରକ, ବଲାଙ୍ଗୀର, ଗଜପତି, ଜଗତସିଂହପୁର, କଳାହାଣ୍ଡି, କେନ୍ଦ୍ରାପଡ଼ା, ମାଲକାନଗିରି, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାର ଶିକ୍ଷା ଅଧିକାରୀଙ୍କୁ…
ଜାନୁଆରୀ ୩୧ ତଥା ବୁଧବାର ଠାରୁ ଆରମ୍ଭ ହେବ ସଂସଦର ବଜେଟ୍ ଅଧିବେଶନ। ତେବେ ଏହି ଅଧିବେଶନ ପୂର୍ବରୁ ସମସ୍ତ ସାଂସଦଙ୍କ ନିଲମ୍ବନ ରଦ୍ଦ ହୋଇଛି। ଏନେଇ ସଂସଦୀୟ ବ୍ୟପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସୂଚନା ଦେଇଛନ୍ତି। ଶୀତ ଅଧିବେଶନ ବେଳେ…