ଆଗାମୀ ତିନି ଦିନ ଅଧା ଓଡ଼ିଶାରେ ହେବ ଘନକୁହୁଡ଼ି!
ଭୁବନେଶ୍ବର : ଓଡ଼ିଶା ଉପକୂଳସ୍ଥ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଗୁରୁଚାପ ବଳୟ। ଏହାର ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘନକୁହୁଡ଼ି ଦୃଶ୍ୟମାନ ହେବାର ସମ୍ଭାବନା ରହିଛି। ଆଗାମୀ ତିନି ଦିନ ଓଡ଼ିଶାରେ ଅଧିକାଂଶ ଜିଲ୍ଲାରେ ଘନ କୁହୁଡ଼ି…