ସରକାରୀ ଘର ଖାଲି କରିବାକୁ ମହୁଆକୁ ମିଳିଲା ତୃତୀୟ ନୋଟିସ୍‌

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ନେତ୍ରୀ ମହୁଆ ମୈତ୍ରଙ୍କୁ ବୁଧବାର ନୂଆଦିଲ୍ଲୀରେ ତାଙ୍କ ସରକାର ଆବଣ୍ଟିତ ବାସଭବନ ଖାଲି କରିବାକୁ ପୁଣି ନୋଟିସ୍‌ ମିଳିଛି। ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରାଳୟ ଅଧୀନରେ ଥିବା ସମ୍ପତ୍ତି ନିର୍ଦ୍ଦେଶାଳୟ ପକ୍ଷରୁ ମୈତ୍ରଙ୍କୁ ତାଙ୍କ…

ଶ୍ରୀକ୍ଷେତ୍ରକୁ ଗଡ଼ିବ ଶ୍ରୀଜଗନ୍ନାଥ ଏକ୍ସପ୍ରେସ, ଆସନ୍ତାକାଲି ବସ୍ ସେବାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ପୁରୀ  : ଶ୍ରୀକ୍ଷେତ୍ରକୁ ଗଡ଼ିବ ଶ୍ରୀଜଗନ୍ନାଥ ଏକ୍ସପ୍ରେସ । ୧୮ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଏହି ବସ୍ ସେବାର ଶୁଭାରମ୍ଭ କରିବେ । ସବୁ ଜିଲ୍ଲାକୁ ପୁରୀକୁ ଗଡ଼ିବ ଲକ୍ଷ୍ମୀ ବସ୍ ଶ୍ରୀଜଗନ୍ନାଥ ଏକ୍ସପ୍ରେସ । ଏନେଇ ଓଏସଆରଟିସି ପକ୍ଷରୁ ସୂଚନା ଦିଆଯାଇଛି…

ମଝି ଆକାଶରେ କ୍ରୁ ସଦଦ୍ୟଙ୍କୁ କାମୁଡ଼ି ଦେଲେ ଯାତ୍ରୀ, ଅଧାରାସ୍ତାରୁ ଫେରିଗଲା ବିମାନ

ଦିନକୁ ଦିନ ବିମାନ ଭିତରେ ହିଂସକ ହୋଇପଡୁଛନ୍ତି ଯାତ୍ରୀ। ଏପରିକି କ୍ରୁ ସଦସ୍ୟଙ୍କୁ ମାଡ ମାରିବାକୁ ମଧ୍ୟ ପଛାଉ ନାହାନ୍ତି। ଦିଲ୍ଲୀରୁ ଗୋଆ ଯାଉଥିବା ଇଣ୍ଡିଗୋ ବିମାନ ବିଳମ୍ବ ହେବା ପରେ ପାଇଲଟଙ୍କୁ ଜଣେ ଯାତ୍ରୀ ଚାପୁଡା ମାରିବ ଘଟଣା ପରେ…

ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଲୋକାର୍ପିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ପୁରୀ: ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ଶେଷରେ ଭକ୍ତଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ । ନିର୍ଦ୍ଧାରିତ ସମୟ ଅନୁସାରେ ଗଜପତି ମହାରାଜାଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରକଳ୍ପ ଲୋକାର୍ପଣ ସହ ଫଳକ ଉନ୍ମୋଚନ ହୋଇଛି ।…

ଜାଲିକାଟ୍ଟୁ ପ୍ରତିଯୋଗିତାରେ ଅଘଟଣ; ଜଣେ ନାବାଳକଙ୍କ ସମେତ ୨ ମୃତ

ମଦୁରାଇ: ତାମିଲନାଡୁର ଶିବଗଙ୍ଗା ଜିଲ୍ଲାରେ ବୁଧବାର ଷଣ୍ଢ ପିଛା କରୁଥିବା ଖେଳ ମଞ୍ଜୁଭିରଟ୍ଟୁରେ ଜଣେ ନାବାଳକଙ୍କ ସମେତ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭୦ ଜଣ ଆହତ ହୋଇଛନ୍ତି। ଏହି କାର୍ଯ୍ୟକ୍ରମରେ ଭାଲେୟମପଟ୍ଟିର ରବି (୧୧) ଏବଂ ଜଣେ ୩୫ ବର୍ଷୀୟ…

ରାଜଧାନୀରୁ ବିପୁଳ ପରିମାଣର କଫ୍ ସିରଫ ଜବତ, ୨ ଗିରଫ

ଭୁବନେଶ୍ବର: ବିପୁଳ ପରିମାଣର କଫ ସିରପ ଜବତ କଲା ନୟାପଲ୍ଲୀ ପୋଲିସ । ୧୬୮୦ ଟି ବୋତଲ ଜବତ କରିବା ସହ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଦୁଇ ଅଭିଯୁକ୍ତ ହେଲେ ମହିମା ନଗର ଗାଢକଣ…

ବାଣ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ, ୧୮ ମୃତ

ବାଣ ଫ୍ୟାକ୍ଟ୍ରିରେ ହେଲା ଭୟଙ୍କର ବିସ୍ଫୋରଣ। ଚାଲିଗଲା ୧୮ ଜଣଙ୍କ ଜୀବନ। ଥାଇଲାଣ୍ଡର ସୁଫାନ ବୁରୀ ଅଞ୍ଚଳରେ ଘଟିଛି ଏଭଳି କିଛି ଦୁର୍ଘଟଣା। ଏଠାରେ ଥିବା ଏକ ବାଣ ଫ୍ୟାକ୍ଟ୍ରିରେ ହଠାତ୍‌ ବିସ୍ଫୋରଣ ହେବା ଯୋଗୁ ପାଖାପଖି ୧୮ ଜଣଙ୍କ ମୃତ୍ୟୁ…

ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣା: ଆସନ୍ତା ଦୁଇ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି

ଭୁବନେଶ୍ବର: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣା ତଦନ୍ତ କମିସନ ରିପୋର୍ଟକୁ ରାଜ୍ୟବାସୀ ଅପେକ୍ଷା କରିଛନ୍ତି। ରିପୋର୍ଟ ସାର୍ବଜନୀନ ପାଇଁ ସରକାରଙ୍କ ଆଭିମୁଖ୍ୟ ନେଇ ଆସନ୍ତା ଦୁଇ ଦିନ ମଧ୍ୟରେ ରାଜ୍ୟ ସରକାର କୋର୍ଟଙ୍କୁ ଜଣାଇବେ। ଆସନ୍ତା ଦୁଇ ସପ୍ତାହ ପରେ ମାମଲାର…

‘କଂଗ୍ରେସ କେବଳ ଗରିବି ହଟାଓ ସ୍ଲୋଗାନ ଦେଉଥିଲା…’ : ମୋଦୀ

କୋଚି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର (ଜାନୁଆରୀ ୧୭) କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ କଂଗ୍ରେସ ଗରିବୀ ହଟାଓ ସ୍ଲୋଗାନ ଦେଇଥିଲା, କିନ୍ତୁ ଆମେ (ଏ ଦିଗରେ) କାମ କରିଛୁ ଓ ଆମ କାମର ପ୍ରଭାବ ଦେଶରେ ଦେଖିବାକୁ…

ଯୁବତୀଙ୍କୁ ଅତି ନିର୍ମମ ଭାବେ ଗୁରୁତର କଲା ହତାଶିଆ ପ୍ରେମିକ

ବାଲେଶ୍ୱର: ହସ୍ପିଟାଲ ବେଡ୍ ରେ ଆଖିବୁଜି ପଡିଛନ୍ତି ଜଣେ ଯୁବତୀ । ଅବସ୍ଥା ଗୁରୁତର ଥିବାରୁ ଚାଲିଛି ଚିକିତ୍ସା । ପାଖରେ ଝିଅକୁ ଜଗି ବସିଛନ୍ତି ମା । କଣ କହିବେ କଣ କରିବେ କିଛି ବୁଝି ପାରୁନାହାନ୍ତି । ଝିଅର ଏ…