ଟେକ୍ ଅଫ୍ ବେଳେ ରନ୍ଓ୍ୱେରେ ଧକ୍କା ହେଲା ଦୁଇ ଯାତ୍ରୀବାହୀ ବିମାନ
ଟେକ୍ ଅଫ୍ ବେଳେ ରନ୍ଓ୍ୱେରେ ଧକ୍କା ହେଲା ଦୁଇ ଯାତ୍ରୀବାହୀ ବିମାନ। ଅଳ୍ପକେ ବର୍ତ୍ତିଲେ ୨୮୦ରୁ ଅଧିକ ଯାତ୍ରୀ। ଜାପାନ ବିମାନ ବନ୍ଦରରେ ଘଟିଛି ଏଭଳି କିଛି ଅଘଟଣ। ତେବେ ଏଥିରେ କେହି ମୃତାହତ ହୋଇନାହାନ୍ତି। ଏଏଫ୍ପିର ସୂଚନା ମୁତାବକ, ମଙ୍ଗଳବାର…