ପାକିସ୍ତାନରେ ବିସ୍ଫୋରଣ: ୫ ଯବାନ ମୃତ

ପାକିସ୍ତାନର ବଲୁଚିସ୍ତାନର କେଚ ଜିଲ୍ଲାରେ ଆତଙ୍କବାଦୀଙ୍କ ଆଇଇଡି ବିସ୍ଫୋରଣରେ ୫ ଜଣ ଯବାନ ନିହତ ହୋଇଛନ୍ତି। ଯବାନମାନେ ଏକ ଗାଡ଼ିରେ ଯାଉଥିବା ବେଳେ ସେମାନଙ୍କୁ ଲକ୍ଷ୍ୟ କରି ଆତଙ୍କବାଦୀମାନେ ବିସ୍ଫୋରଣ ଘଟାଇଥିଲେ। ଏହି ବିସ୍ଫୋରଣ ପରେ ଅନ୍ୟ ଯବାନମାନେ ତୁରନ୍ତ କାର୍ଯ୍ୟାନୁଷ୍ଠାନ…

ପାରାଦୀପ ବନ୍ଦରରୁ କୋକେନ୍‌ ଜବତ ଘଟଣା: ଜାହାଜରୁ ଡେଇଁଲେ କ୍ରୁ ସଦସ୍ୟ

ପାରାଦୀପ : ପାରାଦୀପ- ପିଆଇସିଟି ବର୍ଥ ଜାହାଜରୁ କୋକେନ ଜବତ ଘଟଣା ଏବେ ଏକ ଭିନ୍ନ ମୋଡ଼ ନେଇଛି । ଏମ ଭି ଦେବୀ ପାନ୍ନାମା ଜାହାଜର ଜଣେ ସଦସ୍ଯ ଜାହାଜରୁ ସମୁଦ୍ରକୁ ଖସି ପଡି ଗୁରୁତର ଆହତ ହୋଇଛନ୍ତି । ବନ୍ଦର…

ଖବରକାଗଜର ବ୍ୟୁରୋ ଚିଫ୍ ଓ ରିପୋର୍ଟରଙ୍କୁ ଅଶ୍ଲୀଳ ଭାଷାରେ ଗାଳି କରିବାକୁ ଉପଜିଲ୍ଲାପାଳଙ୍କୁ ମାଗିଲେ ଅନୁମତି

ଉତ୍ତର ପ୍ରଦେଶର ପ୍ରତାପଗଡ଼ ଉପ-ଜିଲ୍ଲାପାଳ ତଥା ସବ୍‌-ଡିଭିଜିନାଲ ମାଜିଷ୍ଟ୍ରେଟଙ୍କ ନିକଟରେ ହୋଇଥିବା ଏକ ଲିଖିତ ଆବେଦନକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଏକ ଖବରକାଗଜର ଜଣେ ବ୍ୟୁରୋ ଚିଫ୍ ଓ ଜଣେ ରିପୋର୍ଟରଙ୍କୁ ୨ ଘଣ୍ଟା ପାଇଁ ଅଶ୍ଲୀଳ ଭାଷାରେ…

ହାନୀକାରକ ମାଞ୍ଜାସୂତା ବ୍ୟବହାର ନକରିବା ପାଇଁ କମିଶନରେଟ ପୋଲିସର ଅପିଲ

ଭୁବନେଶ୍ଵର: ସୋମବାର ମକର ସଂକ୍ରାନ୍ତି ରହିଛି । ଏଥିଲାଗି ଗାଁଠୁ ସହର ଉତ୍ସବମୂଖର ହୋଇଉଠିଛି । ସବୁଠି ଗୁଡି ଉଡାକୁ ନେଇ ପ୍ରସ୍ତୁତି ଚାଲିଥିବାବେଳେ ଗୁଡି ଉଡାଇବାବେଳେ ମାଞ୍ଜା ସୂତା ବ୍ୟବହାର ନକରିବାକୁ ଅପିଲ କରାଯାଇଛି । ଏହି ସୂତା ଅନେକ…

ମୁଁ ଓବିସି ନୁହେଁ ଓଓ୍ୱେସି କହିଥିଲି : ବାବା ରାମଦେବ

ପୁଣି ବିବାଦ ଘରେରେ ଯୋଗ ଗୁରୁ ବାବା ରାମଦେବ। ତାଙ୍କର ଏକ ଭିଡିଓ ଏବେ ଭାଇରାଲ ହେଉଛି। ଏହି ଭିଡିଓକୁ ନେଇ ବିବାଦ ଉପୁଜିଛି। ରାମଦେବ ଏହି ଭାଇରାଲ ଭିଡିଓରେ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି)ର ଲୋକଙ୍କ ବିରୋଧରେ ଟିପ୍ପଣୀ କରୁଥିବା ଦେଖିବାକୁ…

ଅଲ୍‌ଟିମେଟ୍‌ମ ଦେଲା ଶିକ୍ଷକ ସଂଘ; ୨୭ରେ ଦାବି ପୂରଣ ନହେଲେ ୨୯ରୁ ରାସ୍ତାକୁ ଓହ୍ଲାଇବୁ

ରାଜ୍ୟ ସରକାରଙ୍କୁ ଅଲ୍‌ଟିମେଟ୍‌ ଦେଲା ଶିକ୍ଷକ ସଂଘ। ଜାନୁଆରୀ ୨୭ ସୁଦ୍ଧା ଦାବି ପୂରଣ ନହେଲେ ଆନ୍ଦୋଳନକୁ ଓହ୍ଲାଇବ ଶିକ୍ଷକ ସଂଘ। ଜାନୁଆରୀ ୨୯ ତାରିଖରୁ ଦାବି ପୂରଣ ନହେଲେ ସବୁ ବର୍ଗର ଶିକ୍ଷକ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଆଜି ଚେତାବନୀ…

କୋଇଲା ଜାଳି ଶୋଇଥିଲେ, ସକାଳୁ ବନ୍ଦ ଘରୁ ମିଳିଲା ୬ ମୃତଦେହ

ପୁଣି ଜୀବନ ନେଲା କୋଇଲା ଧୂଆଁ। ଶୀତରୁ ବଞ୍ଚିବା ପାଇଁ କୋଇଲା ଅଙ୍ଗାର ଜାଳି ଶୋଇଥିଲା ପୂରା ପରିବାର। ହେଲେ ସକାଳୁ ବନ୍ଦ ଘରୁ ମିଳିଲା ମୃତଦେହ। ଗୋଟିଏ ପରିବାରର ୪ ଜଣଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି। ରାଜଧାନୀ…

ଭଳିକିଭଳି ଫୁଲ ଦେଖିବାକୁ ଏକାମ୍ର କାନନରେ ଲୋକଙ୍କ ଭିଡ

ଭୁବନେଶ୍ୱର : ଚାରିଆଡ଼ ଫୁଲର ଭଣ୍ଡାର । ମନକୁ ଯେତିକି ମୋହିତ କରୁଛି ହୃଦୟକୁ ସେତିକି ଶାନ୍ତି ବିଦେଉଛି। ପ୍ରକୃତିର ଅବଦାନ ବି ବଡ ବିଚିତ୍ର । ବିଭିନ୍ନ ଫଳ ଫୁଲ ଗଛରେ ହସି ଉଠେ ଧରଣୀ ରାଣୀ । ଲୋକମାନେ ନିଜର…

ଦିଲ୍ଲୀରେ ପ୍ରବଳ ଥଣ୍ଡା ସାଙ୍ଗକୁ ଘନ କୁହୁଡ଼ି, ଦୃଶ୍ୟମାନ ଦୂରତା ‘ଶୂନ’କୁ ଖସିଲା

ଦିଲ୍ଲୀରେ ରବିବାର ସକାଳେ ସର୍ବନିମ୍ନ ତାପମାତ୍ରା ୩.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଏହା ସହିତ ଚଳିତ ଶୀତଋତୁରେ ଆଜିର ସକାଳଟି ଦିଲ୍ଲୀ ପାଇଁ ଥିଲା ସବୁଠୁ ଥଣ୍ଡା ସକାଳ। ଲୋଧି ରୋଡ୍ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୩.୪ ଡିଗ୍ରୀ ରେକର୍ଡ…

ଦେଢ଼ ମାସର ଶିଶୁ କନ୍ୟାକୁ ବଞ୍ଚେଇବାକୁ ଯାଇ ନିଆଁରେ ଜଳିଗଲେ ମାଆ

ଢେଙ୍କାନାଳ: ଭୁବନ ଥାନା କୃଷ୍ଣପୁର ଗାଁରେ ଅଭାବନୀୟ ଘଟଣା। ଦେଢ଼ ମାସର ଛୁଆକୁ ବଞ୍ଚାଇବାକୁ ଯାଇ ଜଳିଗଲେ ମାଆ। ଗୁରୁତର ମହିଳା ଜଣଙ୍କ ଭୁବନ ଥାନା ଯମୁନାକୋଟ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁର ଗାଁର ସୁନି ପାତ୍ର। ସୂଚନା ଅନୁସାରେ, ସୁନି ତାଙ୍କର…