ପ୍ରେମ, ବାସନା ନୁହେଁ: ନାବାଳିକା ଦୁଷ୍କର୍ମ ମାମଲାରେ ଯୁବକଙ୍କୁ ମିଳିଲା ଜାମିନ
ମୁମ୍ବାଇ : ନାବାଳିକାଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ଗିରଫ ହୋଇଥିବା ଜଣେ ୨୬ ବର୍ଷୀୟ ଯୁବକଙ୍କୁ ବମ୍ବେ ହାଇକୋର୍ଟଙ୍କ ନାଗପୁର ବେଞ୍ଚ ଜାମିନ ଦେଇଛନ୍ତି। ସେ ଜଣେ ୧୩ ବର୍ଷୀୟ ଝିଅକୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଥିଲା। ଅଭିଯୁକ୍ତଙ୍କୁ ଜାମିନ…