ନୀଳଗିରିକୁ ଗଡ଼ିବ ପ୍ରଥମ ପାସେଞ୍ଜର ଟ୍ରେନ, ଶୁଭାରମ୍ଭ କରିବେ ରେଳମନ୍ତ୍ରୀ

ଭୁବନେଶ୍ୱର: ସ୍ୱାଧୀନତାର ୭୬ବର୍ଷ ପରେ ନୀଳଗିରିକୁ ଗଡ଼ିବ ପ୍ରଥମ ପାସେଞ୍ଜର ଟ୍ରେନ। ଏହା ସହିତ ନୀଳଗିରିବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନ ପୁରଣ ହେବାକୁ ଯାଉଛି। ବାଲେଶ୍ୱରର ପୂର୍ବତନ ଜିଲ୍ଲା ମାଜିଷ୍ଟ୍ରେଟ୍ ତଥା ବର୍ତ୍ତମାନର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱାନୀ ବୈଷ୍ଣବ ଚଳିତ ମାସ…

ଟିସୁ ପେପରରେ ଆଇଲାଇନର ଜରିଆରେ ସୂଚନା ଲେଖିଥିବା ଚିଠିକୁ ପୁଲିସ କଲା ଜବତ

ନୂଆଦିଲ୍ଲୀ: ବେଙ୍ଗାଲୁରୁର ସିଇଓ ସୂଚନା ସେଠ(ବେଙ୍ଗାଲୁରୁର ସିଇଓ) ଗୋଆରେ ନିଜର ୪ ବର୍ଷର ଶିଶୁକୁ ହତ୍ୟା କରିଥିବା ଅଭିଯୋଗ‌ରେ ପୁଲିସ ହେପାଜତରେ ରଖିଛି। ମହିଳାଙ୍କ ହ୍ବାଟ୍‌ସଆପ୍‌ ଚାଟ୍‌ ପୁଲିସ୍‌ ହାତରେ ପଡ଼ିଥିବା ବେଳେ ତାଙ୍କ କିଛି ସାମଗ୍ରୀରୁ ଏକ ହାତଲେଖା ଚିଠି…

ଦିଲ୍ଲୀ ହାଇକୋର୍ଟରେ ବିଜେଡି ବିରୋଧୀ ମାମଲା ଅଗ୍ରାହ୍ୟ

ଦିଲ୍ଲୀ ହାଇକୋର୍ଟରେ ବିଜେଡି ବିରୋଧୀ ମାମଲା ଅଗ୍ରାହ୍ୟ । ବିଜେଡି ବିରୋଧରେ ମାମଲା ଗ୍ରହଣ କଲେନାହିଁ ଦିଲ୍ଲୀ ହାଇକୋର୍ଟ। ସରକାରୀ ଯୋଜନା ପ୍ରୋମୋରେ BJDର ଶଙ୍ଖ ଚିହ୍ନ ବ୍ୟବହାର ନେଇ ବିଜେଡି ବିରୋଧରେ ଅଭିଯୋଗ ହୋଇଥିଲା । ବିଜେପି ନେତା ଯତିନ…

ଭାରତର ଦୀର୍ଘତମ ସମୁଦ୍ର ସେତୁ ଲୋକାର୍ପିତ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅଟଳ ସେତୁର ଲୋକାର୍ପଣ କରିଛନ୍ତି। ଏହା ହେଉଛି ଦେଶର ଦୀର୍ଘତମ ସମୁଦ୍ର ସେତୁ। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନାଁରେ ଏହାକୁ ନାମିତ କରାଯାଇଛି। ଏହା ମୁମ୍ବାଇ ଓ ନଭି ମୁମ୍ବାଇକୁ ସଂଯୋଗ କରୁଛି। ଏହି ସେତୁର…

‘ଆକାଶ ଏନଜି’ର ସଫଳ ପରୀକ୍ଷଣ, ଲକ୍ଷ୍ୟଭେଦ କ୍ଷମତା ୪୫ରୁ ୫୦ କିଲମିଟର

ବାଲେଶ୍ଵର: ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ‘ଆକାଶ ଏନଜି’ ର ସଫଳ ପରୀକ୍ଷଣ । ଆଇଟିଆର୍ ପକ୍ଷରୁ ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରେ ଦିନ ୧୦ଟା ୩୦ ମିନିଟରେ ଏହି ପରୀକ୍ଷଣ କରାଯାଇଛି । ‘ଆକାଶ ଏନଜି’ର ଲକ୍ଷ୍ୟଭେଦ କ୍ଷମତା ୪୫ରୁ…

ମନ୍ଦିରରେ ବସି ଭକ୍ତିରେ ’ଝାଞ୍ଜ’ ବଜାଇଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ର ଗସ୍ତରେ ଅଛନ୍ତି। ନାସିକରେ ଏକ ରୋଡ୍ ସୋ’ କରିବା ପରେ ପ୍ରଧାନମନ୍ତ୍ରୀ ମୋଦୀ ରାମ କଥା କୁଣ୍ଡ ଏବଂ କଳା ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ତାଙ୍କ ସହ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ, ଉପମୁଖ୍ୟମନ୍ତ୍ରୀ…

କଳାହାଣ୍ଡି ଜିଲ୍ଲା ଗସ୍ତରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

କଳାହାଣ୍ଡି ଜିଲ୍ଲା ଗସ୍ତରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଭବାନୀପାଟଣା ଠାରେ ବିଜେଡି ପକ୍ଷରୁ ଅନୁଷ୍ଠିତ ସମାବେଶ ରେ 5T ଅଧ୍ୟକ୍ଷ ଯୋଗୋଦାନ କରି ଲକୋଙ୍କ ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ବିଜୁ ସ୍ୱାସ୍ଥ୍ୟ କାର୍ଡ ,ଲଷ୍ମୀ ବସ ଯୋଜନା…

ଚଢ଼ାଉ ପାଇଁ ଯାଇଥିବା ବେଳେ ଇଡି ଅଧିକାରୀଙ୍କ ଉପରେ ଆକ୍ରମଣ ଘଟଣାରେ ୨ ଗିରଫ

ପଶ୍ଚିମବଙ୍ଗର ଉତ୍ତର ୨୪ ପରଗଣା ଜିଲ୍ଲାର ସନ୍ଦେଶଖାଲୀରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଅଧିକାରୀମାନଙ୍କୁ ଆକ୍ରମଣ ଘଟଣାରେ ପୁଲିସ୍ ୨ ଜଣଙ୍କୁ ଗିରଫ କରିଛି। ଏହି ଦୁଇ ଅଭିଯୁକ୍ତ ହେଉଛନ୍ତି ମେହବୁର ମୋଲ୍ଲାହ ଓ ସୁକଲାମ ସରକାର। ଇଡି ଟିମ୍‌କୁ ଆକ୍ରମଣ କରିବା…

ଆରମ୍ଭ ହେଲା ଇଣ୍ଟରନେସନାଲ୍ କ୍ରାଫ୍ଟ ସମିତ, ଯୋଗ ଦେଲେ ବଲିଉଡ଼ ଅଭିନେତା ନବାଜୁଦ୍ଦିନ୍ ସିଦ୍ଦିକି

ଯାଜପୁର: ଯାଜପୁର ଜିଲ୍ଲା ବ୍ୟାସନଗର ଠାରେ ଇଣ୍ଟରନେସନାଲ୍ କ୍ରାଫ୍ଟ ସମ୍ମିଟ୍ ବା ଆନ୍ତର୍ଜାତୀୟ ହସ୍ତଶିଳ୍ପ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଭର୍ଚୁଆଲ ମୋଡ଼ରେ ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ହସ୍ତତନ୍ତ, ବସ୍ତ୍ର ଏବଂ ହସ୍ତଶିଳ୍ପ ବିଭାଗ ପକ୍ଷରୁ…

ମଡେଲ ଦିବ୍ୟା ପାହୁଜା ହତ୍ୟା ଘଟଣାରେ ଅଭିଯୁକ୍ତ ବଲରାଜ୍‌ ଗିଲ୍‌ ଗିରଫ

ନୂଆଦିଲ୍ଲୀ/ କୋଲକାତା: ମଡେଲ ଦିବ୍ୟା ପାହୁଜା ହତ୍ୟା ଘଟଣାରେ ପ୍ରତିଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ଘଟଣାରେ ଅନ୍ୟ ଜାଣ ଅଭିଯୁକ୍ତଙ୍କୁ ଗତକାଲି ପଶ୍ଚିମବଙ୍ଗରୁ ଗିରଫ କରାଯାଇଛି। ଏହି ହତ୍ୟା ମାମଲାରେ ପଳାତକ ଅଭିଯୁକ୍ତ ବଲରାଜ ଗିଲଙ୍କୁ ପଶ୍ଚିମବଙ୍ଗ ସୀମାରୁ…