January 2024

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ପଞ୍ଚ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା, ମୁତୟନ ହୋଇଛନ୍ତି ୪୪ ପ୍ଲାଟୁନ ଫୋର୍ସ

ପୁରୀ : ନୂଆ ଶ୍ରୀକ୍ଷେତ୍ର ଦେଖୁଛି ସାରା ବିଶ୍ବ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଲୋକାର୍ପଣ ଉତ୍ସବ ପାଇଁ ସୁରକ୍ଷା ବଳୟରେ ରହିବ ପୁରୀ ସହର । ୫ ଥାକିଆ…

ରାଜ୍ୟସଭା ପାଇଁ ବାଟ ପରିଷ୍କାର, ଆପ୍‌ର ୩ ନେତା ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ

ରାଜ୍ୟସଭାକୁ ଗଲେ ଆପ୍‌ର ୩ ପ୍ରାର୍ଥୀ। ଏନେଇ ଆନୁଷ୍ଠାନିକ ଭାବେ ଘୋଷଣା ହୋଇ ନ ଥିବା ବେଳେ ସେମାନେ ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ଜଣାଯାଇଛି। ଏହି ୩ ପ୍ରାର୍ଥୀ ହେଲେ ଆଦମୀ ପାର୍ଟି ନେତା ସଞ୍ଜୟ ସିଂହ, ନାରାୟଣ ଦାସଗୁପ୍ତା ଓ…

ଘୁଞ୍ଚିଲା ସମ୍ବଲପୁର ଜିଏମ୍ ୟୁନିଭରସିଟି ପରୀକ୍ଷା

ସମ୍ବଲପୁର: ନୂଆ ‘ଓ’ କାର୍ଯ୍ୟକ୍ରମ ପାଇଁ ଘୁଞ୍ଚିଲା ସମ୍ବଲପୁର ଜିଏମ୍ ୟୁନିଭରସିଟିର ପରୀକ୍ଷା । ଜାନୁଆରୀ ୧୩ ରେ ହେବାକୁ ଥିବା ପରୀକ୍ଷା ୨୪ ତାରିଖରେ ହେବ । ଆସନ୍ତକାଲି (ଶନିବାର) ସମ୍ବଲପୁର ମନ୍ଦଲିଆ ଗ୍ରାଉଣ୍ଡରେ ନୂଆ ଓ ଯୁବ ଓଡ଼ିଶା…

ସନ୍ତାନ ପ୍ରସବ କଲା ୯ମ ଶ୍ରେଣୀ ବାଳିକା; ନିଲମ୍ବିତ ହେଲେ ହଷ୍ଟେଲ୍‌ ୱାର୍ଡେନ୍‌

ଚିକ୍କବଲ୍ଲାପୁର: ଜଣେ ୯ମ ଶ୍ରେଣୀ ଛାତ୍ରୀ ଡାକ୍ତରଖାନାରେ ସନ୍ତାନ ପ୍ରସବ କରିବା ପରେ କର୍ଣ୍ଣାଟକର ଚିକ୍କବଲ୍ଲାପୁରରେ ଜଣେ ହଷ୍ଟେଲ୍‌ ୱାର୍ଡେନ୍‌ଙ୍କୁ ନିଲମ୍ବନ କରାଯାଇଛି ବୋଲି ପୁଲିସ କହିଛି। ଏହି ଘଟଣାରେ ପୁଲିସ ‘ପୋକ୍‌ସୋ’ ମାମଲା ମଧ୍ୟ ରୁଜୁ କରିଥିବା କଥା ଜଣାପଡ଼ିଛି।…

ଶୋକାକୂଳ ପରିବେଶରେ ସିମୁଳିଆ ବିଡ଼ିଓଙ୍କ ଶେଷକୃତ୍ୟ ସମ୍ପନ୍ନ

ସିମୁଳିଆ: ଶୋକାକୂଳ ପରିବେଶ ଭିତରେ ସମ୍ପନ୍ନ ହେଲା ସିମୁଳିଆ ବିଡ଼ିଓ ବିଶ୍ବରଞ୍ଜନ ମହାନ୍ତିଙ୍କ ଶେଷକୃତ୍ୟ । ଗତକାଲି ରାତିରେ ମୃତଦେହ ବାରିପଦାସ୍ଥିତ ପୈତୃକ ଘରେ ପହଞ୍ଚିବାପରେ କାନ୍ଦବୋବାଳିରେ ଫାଟି ପଡିଥିଲା ପରିବେଶ । ତେବେ ବିଡିଓଙ୍କ ସନ୍ଦେହଜନକ ମୃତ୍ୟୁକୁ ପରିବାରଲୋକେ ସହଜରେ…

ଚାକିରି ଦୁର୍ନୀତି ମାମଲା; ପଶ୍ଚିମବଙ୍ଗ ମନ୍ତ୍ରୀଙ୍କ ଘରେ ପଶିଲା ଇଡି

ଚାକିରି ଦୁର୍ନୀତି ମାମଲାରେ ପଶ୍ଚିମବଙ୍ଗର ଜଣେ ମନ୍ତ୍ରୀଙ୍କ ଘରେ ପଶିଲା ଇଡି। ଆଜି ସକାଳୁ ସକାଳୁ ଇଡି ତାଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି। ଏହି ମନ୍ତ୍ରୀଜଣକ ହେଉଛନ୍ତି ପଶ୍ଚିମବଙ୍ଗର ଅଗ୍ନିଶମ ଓ ଜରୁରୀକାଳୀନ ସେବା ମନ୍ତ୍ରୀ…

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନସପେକ୍ଟର; ମିଳିଲା ୨୫ ଲକ୍ଷ!

ଭୁବନେଶ୍ଵର: ଗାଡ଼ିରେ ବିଡ଼ାବିଡ଼ା ନୋଟ ନେଇ ଘରକୁ ଯାଉଥିଲେ ଟ୍ରାଫିକ ଇନସପେକ୍ଟର। ବାଟରୁ ଟ୍ରାଫିକ ଇନସପେକ୍ଟରଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। ତାଳଚେର ଟ୍ରାଫିକ୍ ଇନିସପେକ୍ଟର ଜିତେନ୍ଦ୍ର ବେହେରାଙ୍କ ଗାଡ଼ିରୁ ଭିଜିଲାନ୍ସ ୧୧, ୧୫, ୪୭୦ ଟଙ୍କା ଜବତ କରିବା ସହ ତାଙ୍କ…

ପ୍ରାପ୍ତବୟସ୍କଙ୍କ ଲାଗି ଉଦ୍ଦିଷ୍ଟ ସିନେମାର ୨୪ ବର୍ଷୀୟ ଅଭିନେତ୍ରୀ ମୃତ

ତ୍ରୁଜିଲୋ: ପ୍ରାପ୍ତବୟସ୍କଙ୍କ ନିମିତ୍ତ ଉଦ୍ଦିଷ୍ଟ ଚଳଚ୍ଚିତ୍ରରେ ଅଭିନୟ କରୁଥିବା ଜଣେ ଅଭିନେତ୍ରୀଙ୍କୁ ଜାନୁଆରି ୬ ତାରିଖ ଦିନ ପେରୁ ଅନ୍ତର୍ଗତ ତ୍ରୁଜିଲୋରେ ଥିବା ତାଙ୍କ ବାସଭବନରୁ ଉଦ୍ଧାର କରାଯାଇଥିବା କଥା ପୁଲିସ କହିଛି। ମୃତା ଅଭିନେତ୍ରୀ ହେଉଛନ୍ତି, ପେରୁରେ ଥିବା ପ୍ରଖ୍ୟାତ…

ମହିଳା ସବ-ଇନ୍ସପେକ୍ଟରଙ୍କୁ ଆକ୍ରମଣ, କର୍ପୋରେଟର ଅଟକ

ଭୁବନେଶ୍ୱର : ରାଜଧାନୀରେ ମହିଳା ସବ-ଇନ୍ସପେକ୍ଟରଙ୍କୁ ଆକ୍ରମଣ । କର୍ପୋରେଟର ଅଟକ । ପୁରୀ ବାଇପାସ୍ ରାସ୍ତା କାମ ଚାଲିଥିବା ବେଳେ ଏହି କାମକୁ ଅଟକାଇଥିଲେ ୨୯ ନମ୍ବର କର୍ପୋରେଟର ଅପୂର୍ବ ରାଉତ । ଖବର ପାଇଁ ଘଟଣାସ୍ଥଳରେ ପହଞ୍ଚିଥିଲେ ମଞ୍ଚେଶ୍ବର…

ଯୋଗୀଙ୍କ କଡ଼ା ନିର୍ଦ୍ଦେଶ; ୨୨ରେ ବନ୍ଦ ରହିବ ରାଜ୍ୟର ସବୁ ମଦ ଦୋକାନ

ଆସନ୍ତା ୨୨ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ହେବ। ମନ୍ଦିରର ଗର୍ଭଗୃହରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ। ଏଥିନିମନ୍ତେ ସମସ୍ତ ପ୍ରସ୍ତୁତି ସରିଛି। ସମଗ୍ର ରାଜ୍ୟରେ ଏବେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ଏପରି ସ୍ଥିତିରେ ଉକ୍ତ ଦିନ ଅର୍ଥାତ…