ରାଜଧାନୀ ଦିଲ୍ଲୀରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ଆଜି ଅପରାହ୍ନ ୨ଟା ୫୦ ମିନିଟ୍‌ରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଆଫଗାନିସ୍ତାନରେ ୬.୧ ତୀବ୍ରତାର ଏକ ଭୂକମ୍ପ ହେବା ପରେ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ଭୂକମ୍ପ…

କଂଗ୍ରେସରେ କନ୍ଦଳ, ସିଦ୍ଧୁଙ୍କୁ ତାଗିଦ କଲେ ପଞ୍ଜାବ ପ୍ରଭାରୀ

ନୂଆଦିଲ୍ଲୀ : ଲୋକସଭା ନିର୍ବାଚନ ପାଇଁ ସଜବାଜ ହେଉଛି କଂଗ୍ରେସ। ଏଥିପାଇଁ ଜୋର୍‌ସୋର୍‌ରେ ପ୍ରସ୍ତୁତି ମଧ୍ୟ ଚାଲିଛି। ଇଣ୍ଡିଆ ମେଣ୍ଟରେ ନିଜର ସହଯୋଗୀମାନଙ୍କ ସହ ସମନ୍ୱୟ ରକ୍ଷା କରିବାକୁ ଚେଷ୍ଟା କରୁଛି ଦଳ। ଏହାରି ଭିତରେ କଂଗ୍ରେସରେ ଅନ୍ତଃକନ୍ଦଳ ଆରମ୍ଭ ହୋଇଯାଇଛି।…

ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ନିମନ୍ତ୍ରଣକୁ ବିରୋଧୀଙ୍କ ନା, ବିଜେପି ପୋଷ୍ଟ କଲା ଏମିତି ପୋଷ୍ଟର

ଅଯୋଧ୍ୟା : ଅଯୋଧ୍ୟାର ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ଦିନ ଯେତିକି ପାଖେଇ ଆସୁଛି, ରାଜନୀତି ସେତେ ଜୋର ଧରୁଛି। ନିମନ୍ତ୍ରଣ ପାଇଥିବା ସତ୍ତ୍ୱେ ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଓ ସୋନିଆ ଗାନ୍ଧୀ…

ଅଳ୍ପକେ ବର୍ତ୍ତିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତି

ଶ୍ରୀନଗର : ଜମ୍ମୁ ଓ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହବୁବା ମୁଫ୍‌ତି ଆଜି ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସେ ଅନନ୍ତନାଗ ଅଭିମୁଖେ ଯାଉଥିବା ବେଳେ ତାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ତେବେ ଏହି ଦୁର୍ଘଟଣାରେ ମେହବୁବା ମୁଫ୍‌ତି…

ପ୍ରାଣ ପ୍ରତିଷ୍ଠା ପୂର୍ବରୁ ‘ମହାଯଜ୍ଞ’ କରିବେ ୨୧,୦୦୦ ପୂଜାରୀ

ଅଯୋଧ୍ୟା : ଆସନ୍ତା ୨୨ ତାରିଖରେ ହେବ ଅଯୋଧ୍ୟା ରାମ ମନ୍ଦିରରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା। ଉଦ୍‌ଘାଟନ ହେବ ଭବ୍ୟ ରାମ ମନ୍ଦିର। ଏଥିପାଇଁ ପୂରା ଦେଶ ଉତ୍ସବ ମୁଖର ହୋଇପଡିଛି। ତେବେ ଏହି ପ୍ରାଣ ପ୍ରତିଷ୍ଠା ପୂର୍ବରୁ ଅଯୋଧ୍ୟାରେ ଭିଡ଼…

ଭାରତୀୟ ନିର୍ବାଚନ କମିଶନଙ୍କ ‘ନ୍ୟାଶନାଲ ଆଇକନ’ ପଦରୁ ଓହରିଲେ ପଙ୍କଜ ତ୍ରିପାଠୀ

ନୂଆଦିଲ୍ଲୀ : ଭାରତୀୟ ନିର୍ବାଚନ କମିଶନଙ୍କ ‘ନ୍ୟାଶନାଲ ଆଇକନ’ ପଦରୁ ସ୍ୱେଚ୍ଛାକୃତ ଭାବେ ହଟି ଯାଇଛନ୍ତି ଅଭିନେତା ପଙ୍କଜ ତ୍ରିପାଠୀ। ଭାରତୀୟ ନିର୍ବାଚନ କମିଶନ (ECI)ଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ECIଙ୍କ ମୁଖପାତ୍ର ତାଙ୍କ ‘ଏକ୍ସ’ରେ ଏ ସଂପର୍କରେ ସୂଚନା…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ଧାର୍ଯ୍ୟ ହେଲା ଶୁଭ ସମୟ

ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ଧାର୍ଯ୍ୟ ହେଲା ସମୟ। ୧୭ ତାରିଖ ଅପରାହ୍ନ ୧ଟା ୧୫ରୁ ସାଢ଼େ ଗୋଟାଏ ଭିତରେ ପ୍ରକଳ୍ପ ଲୋକାର୍ପଣ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକଳ୍ପ ଉଦ୍‌ଘାଟନ କରିବେ। ୩ଟା ପରେ ଶ୍ରଦ୍ଧାଳୁମାନେ…

ସରକାରୀ ଘରେ ବିଡିଓଙ୍କ ଝୁଲନ୍ତା ମୃତଦେହ ଠାବ

ସିମୁଳିଆ : ସରକାରୀ ଘରୁ ମିଳିଛି ଜଣେ ବିଡିଓଙ୍କ ମୃତଦେହବ। ତାଙ୍କ ନାଁ ବିଶ୍ୱରଞ୍ଜନ ମହାନ୍ତି। ସେ ବାଲେଶ୍ୱର ଜିଲ୍ଲା ସିମୁଳିଆର ବିଡିଓ ଭାବେ ନିଯୁକ୍ତ ହୋଇଥିଲେ। ୫/୬ ମାସ ହେଲା ସେ ସିମୁଳିଆରେ ବିଡିଓ ଭାବେ ନିଯୁକ୍ତି ପାଇଥିଲେ। ଆଜି ଦିନ ୧୧ଟା ବେଳେ…

କୋଟିପତି ଏମଭିଆଇ ପଞ୍ଚାନନ ବେହେରା ଗିରଫ

ଭୁବନେଶ୍ୱର : କୋଟିପତି ଏମଭିଆଇ ଗିରଫ । ଆୟବର୍ହିଭୁତ ସଂପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ ଏମଭିଆଇ ପଞ୍ଚାନନ ବେହେରାଙ୍କୁ ଗିରଫ କରିଛି ଭିଜିଲାନ୍ସ । ତାଙ୍କ ପାଖରେ ଆୟ ଠାରୁ ୨୯୩ ପ୍ରତିଶତ ଅଧିକ ସଂପତ୍ତି ଠାବ ହୋଇଛି । ତାଙ୍କର ଭୁବନେଶ୍ବରରେ…

ପରଲୋକରେ ଆଳିର ପୂର୍ବତନ ବିଧାୟିକା ସୁଶ୍ରୀ ଦେବୀ

ଆଳି/ରାଜକନିକା : ପରଲୋକରେ ଆଳିର ପୂର୍ବତନ ବିଧାୟିକା ତଥା ଶିଳ୍ପମନ୍ତ୍ରୀ ପ୍ରତାପ ଦେବଙ୍କ ମାଆ ସୁଶ୍ରୀ ଦେବୀ। ୭୩ ବର୍ଷ ବୟସରେ ଆଜି କଟକ ସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଛି। ୧୦ ଅକ୍ଟୋବର ୧୯୫୦ରେ ଜନ୍ମ ଗ୍ରହଣ କରିଥିବା ସୁଶ୍ରୀ…