January 2024

ସମନ ଭିତରେ ସୋରେନ୍‌ଙ୍କ ବଡ଼ ନିର୍ଦ୍ଦେଶ, କେନ୍ଦ୍ରୀୟ ଏଜେନ୍ସିକୁ ଦିଅନି ଉତ୍ତର

ଇଡି ଜାଲରେ ଫସିଛନ୍ତି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌। ତାଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସାତ ଥର ସମନ କରିସାରିଲାଣି। ତଥାପି ସେ ଇଡି କାର୍ଯ୍ୟାଳୟରେ ହାଜର ହୋଇନାହାନ୍ତି। ଏହାରି ଭିତରେ ସେ ରାଜ୍ୟର ସବୁ ବିଭାଗକୁ ଦେଇଛନ୍ତି ଏକ ବଡ଼ ନିର୍ଦ୍ଦେଶ।…

ସପା ନେତାଙ୍କ ବିବାଦୀୟ ବୟାନ: କରସେବକଙ୍କ ଉପରେ ଗୁଳି ଚଳାଇବା ନିଷ୍ପତ୍ତି ଠିକ୍‌ ଥିଲା

ପୁଣି ଥରେ ବିବାଦ ଭିତରକୁ ଟାଣି ହେଲେ ସାମଜବାଦୀ ପାର୍ଟିର ବରିଷ୍ଠ ନେତା ତଥା ପୂର୍ବତନ କ୍ୟାବିନେଟ୍‌ ମନ୍ତ୍ରୀ ସ୍ୱାମୀ ପ୍ରସାଦ ମୌର୍ଯ୍ୟା। ସେ ପୁଣି ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। କାରସେବକମାନଙ୍କ ଉପରେ ହୋଇଥିବା ଗୁଳିକାଣ୍ଡ ଘଟଣାକୁ ସେ…

ବିଧାନସଭା ଆଗରେ ସାମୂହିକ ଆତ୍ମହତ୍ୟା ଉଦ୍ୟମ କଲେ ପୂରା ପରିବାର

ବିଧାନସଭା ଆଗରେ ପରିବାରର ସାମୂହିକ ଆତ୍ମହତ୍ୟା ଉଦ୍ୟମ। ଗୋଟିଏ ପରିବାରର ୮ ଜଣ ସଦସ୍ୟ କର୍ଣ୍ଣାଟକ ବିଧାନସଭା ଆଗରେ ଏକାଠି ଆତ୍ମାହୁତି ଉଦ୍ୟମ କରିଛନ୍ତି। ତେବେ କୌଣସି ଅଘଟଣ ଘଟିବା ପୂର୍ବରୁ ପୁଲସ ସମସ୍ତଙ୍କୁ କାବୁ କରି ନେଇଛି। ଆଜି ଅପରାହ୍ଣରେ…

ରିଲାଏନ୍‌ସ ଗୁଜୁରାଟୀ କମ୍ପାନି ଥିଲା, ଅଛି ଓ ରହିବ: ମୁକେଶ ଅମ୍ବାନୀ

ନୂଆଦିଲ୍ଲୀ: ଭାରତର ଇତିହାସରେ ନରେନ୍ଦ୍ର ମୋଦୀ ସବୁଠାରୁ ସଫଳ ପ୍ରଧାନମନ୍ତ୍ରୀ ବୋଲି କହିଛନ୍ତି ରିଲାଏନ୍‌ସ ଇଣ୍ଡଷ୍ଟ୍ରିଜ୍‌ର ଅଧ୍ୟକ୍ଷ ମୁକେଶ ଅମ୍ବାନୀ। ଗାନ୍ଧୀନଗରରେ ଆୟୋଜିତ ଭାଇବ୍ରେଣ୍ଟ ଗୁଜରାଟ ସମ୍ମିଳନୀରେ ଯୋଗ ଦେବା ଅବସରରେ ବିଶିଷ୍ଟ ଶିଳ୍ପପତି ତଥା ମୁକେଶ ଅମ୍ବାନୀ କହିଛନ୍ତି, ‘ମୁଁ…

କଂଗ୍ରେସର ଭାରତ ଯୋଡ ନ୍ୟାୟ ଯାତ୍ରାକୁ ଅନୁମତି ଦେଲେନି ସରକାର

ନୂଆଦିଲ୍ଲୀ: କଂଗ୍ରେସର ଭାରତ ଯୋଡୋ ନ୍ୟାୟ ଯାତ୍ରା ମଣିପୁରରୁ ଆରମ୍ଭ ହେବ। ଏହି ଯାତ୍ରା ଇମ୍ଫାଲରୁ ଆରମ୍ଭ ହେବ | ବୁଧବାର ଦଳ ପକ୍ଷରୁ ଏହା ସ୍ପଷ୍ଟ କରିଛି। ତେବେ କଂଗ୍ରେସ ଅଭିଯୋଗ କରିଛି ଯେ ଏହି ଯାତ୍ରା ପାଇଁ ଇମ୍ଫାଲର…

ଗଛରୁ ଝୁଲନ୍ତା ଅବସ୍ଥାରେ ନାବାଳିକାଙ୍କ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ସୁନ୍ଦରଗଡ଼ : ଗଛରୁ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଦୁଷ୍କର୍ମ ପରେ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି । ଝୁଲନ୍ତା ମୃତଦେହ ଉଦ୍ଧାର ପରେ…

ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ, ଘୋଷଣା ହୋଇଥିଲା ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି

ମାଲକାନଗିରି: ଲାଲବାହିନୀ ଛାଡିଲେ ମହିଳା ମାଓବାଦୀ। ମାଲକାନଗିରି ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି ମାଓବାଦୀ ଉଙ୍ଗି ମାଢ଼ୀ ଓରଫ ରୋଶନି। କାଙ୍ଗେର ଏରିଆ କମ୍ମିଟିର ସଦସ୍ୟ ଭାବେ ସେ ସକ୍ରିୟ କାର୍ଯ୍ୟ କରୁଥିଲେ । ତାଙ୍କୁ ଧରିବା ପାଇଁ ୧ ଲକ୍ଷ…

ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା

ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣକୁ ଆଉ ମାତ୍ର ସପ୍ତାହେ ବାକି । ବର୍ତ୍ତମାନ ସୁଦ୍ଧା ୯୯ ପ୍ରତିଶତ କାମ ସରିଗଲାଣି । ଆସନ୍ତାକାଲି ସୁଦ୍ଧା ଯାତ୍ରୀ ପରିକ୍ରମା କାମ ଶେଷ କରି ହସ୍ତାନ୍ତର କରିବ ଓବିସିସି । ଗତକାଲି…

ସାଂସଦ ଓ ବିଧାୟକଙ୍କ ବିରୋଧରେ ୪୨୩ ମାମଲା, ଖୋର୍ଦ୍ଧାରେ ସବୁଠାରୁ ଅଧିକ

ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ରାଜ୍ୟର ସାଂସଦ ଓ ବିଧାୟକଙ୍କ ବିରୋଧରେ ଅପରାଧିକ ମାମଲା ନେଇ ଏକ ଚାଞ୍ଚଲ୍ୟକର ରିପୋର୍ଟ ସାମ୍ନାକୁ ଆସିଛି। ରାଜ୍ୟରେ ସାଂସଦ ଓ ବିଧାୟକଙ୍କ ବିରୋଧରେ ୪୨୩ ମାମଲା ଏବେ ବିଚାରାଧୀନ ଅଛି। ୩୦ଟି ଜିଲ୍ଲାର ସାଂସଦ ଏବଂ…

ହାଇଟେକ୍ ଟ୍ରାଜେଡି: ମୃତଦେହ ପରିବାରକୁ ହସ୍ତାନ୍ତର ପରେ ସରିଲା ଦିଲୀପଙ୍କ ଅନ୍ତିମ ସଂସ୍କାର

ଭୁବନେଶ୍ୱର: ହାଇଟେକ୍ ହସ୍ପିଟାଲ୍ ରେ ଏସି କମ୍ପ୍ରେସର ମରାମତି ବିସ୍ଫୋରଣ ଘଟଣା । ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିବା ତୃତୀୟ ବ୍ୟକ୍ତିଙ୍କ ଡିଏନଏ ରିପୋର୍ଟ ଆସିବାପରେ ମୃତଦେହକୁ ଦିଲୀପ ସାମନ୍ତରାୟଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି । ଏହାପରେ ଦିଲ୍ଲୀପଙ୍କର ଅନ୍ତିମ…