ପ୍ରାଣପ୍ରତିଷ୍ଠା ପୂର୍ବରୁ ନଗର ପରିକ୍ରମା କରିବେ ନାହିଁ ରାମଲଲା

ଲକ୍ଷ୍ନୌ: ଅଯୋଧ୍ୟାରେ ନିର୍ମିତ ଭବ୍ୟ ରାମ ମନ୍ଦିରରେ ଜାନୁଆରି ୨୨ ତାରିଖ‌ରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ । ତେବେ ଏହି  ସମାରୋହ ପୂର୍ବରୁ ଜାନୁଆରି ୧୭ରେ ପ୍ରସ୍ତାବିତ ରାମଲଲାଙ୍କ ନଗର ଭ୍ରମଣ କାର୍ଯ୍ୟକ୍ରମ ରହିଥିଲା। ଯାହାକୁ ନେଇ ରାମଭକ୍ତଙ୍କ ମଧ୍ୟରେ…

ଅଯୋଧ୍ୟା ଯିବେ ପୁରୀର ୬ ମଠାଧୀଶ

ପୁରୀ: ଅଯୋଧ୍ୟାରୁ ଆସିଛି ଡାକରା । ଅଯୋଧ୍ୟା ଯିବେ ପୁରୀର ୬ ମଠାଧୀଶ । ଆସନ୍ତା ଜାନୁଆରୀ ୨୨ ତାରିଖ ପୌଷ ଶୁକ୍ଳ ଦ୍ଵାଦଶୀ ତିଥିରେ ଅଯୋଧ୍ୟାର ଭବ୍ୟ ରାମ ମନ୍ଦିରରେ ହେବ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା । ଏହି ମହୋତ୍ସବ…

ଶୋଭାଯାତ୍ରା ଉପରକୁ ପଥର ମାଡ଼ ପରେ ଲାଗିଲା କର୍ଫ୍ୟୁ

ମଧ୍ୟପ୍ରଦେଶର ବିଭିନ୍ନ ଅଞ୍ଚଳରେ ଲାଗିଲା ଧାରା ୧୪୪। ଅକ୍ଷୟ କଳସ ଶୋଭାଯାତ୍ରା ଉପରକୁ ପଥର ମାଡ଼ ପରେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ କର୍ଫ୍ୟୁ ଲଗାଇଛନ୍ତି। ଏନେଇ ଶାଜାପୁର ଜିଲ୍ଲାପାଳ ଏକ୍ସ ଯୋଗେ ସୂଚନା ଦେଇଛନ୍ତି। ଜିଲ୍ଲାପାଳ ରିଜୁ ବଫନା ପୋଷ୍ଟ…

ଅଙ୍ଗନବାଡ଼ି ଓ ଆଶାଦିଦିଙ୍କ ଦରମା ଖୁବ୍‌ ଶୀଘ୍ର ବଢ଼ିବ : ୫ଟି ଅଧ୍ୟକ୍ଷ

ଭୁବନେଶ୍ବର/ରାଇଘର: ଅଙ୍ଗନବାଡ଼ି ଓ ଆଶାଦିଦିମାନଙ୍କର ଦରମା ଖୁବ୍‌ ଶୀଘ୍ର ବଢ଼ିବ। ଏହା ଦ୍ବାରା ରାଜ୍ୟର ଲକ୍ଷାଧିକ କର୍ମଚାରୀ ଉପକୃତ ହେବେ। ରାଜ୍ୟ ସରକାର ଏଦିଗରେ କାମ କରୁଛନ୍ତି। ନବରଂଗପୁର ଜିଲ୍ଲା ଗସ୍ତରେ ୫ଟି ଓ ଆମ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ…

ହୋଟେଲରେ ପୁଅକୁ ମାରି ସୁଟକେସରେ ଭର୍ତ୍ତି କରି ନେଇଗଲା ମାଆ

ଆଜି ଦିନ ତମାମ ଏକ ଖବର ଭାରି ଚର୍ଚ୍ଚାରେ ରହିଛି । ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହେଉଛି ଜଣେ ଚର୍ଚ୍ଚିତ ମହିଳାଙ୍କ ଚେହେରା । ଆପଣ ଦେଖୁଥିବା ଏ ମହିଳା ଜଣଙ୍କ ନିଜ ସ୍ୱାମୀର ପ୍ରତିଶୋଧ ନିଜ ଜନ୍ମ କଲା…

ଅର୍ପଣ ରଥକୁ ପୂଜା ବେଳେ ଅଘଟଣ, ବୃଦ୍ଧାଙ୍କ ଦେହରେ ଲାଗିଗଲା ନିଆଁ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ସାରା ରାଜ୍ୟରେ ବୁଲୁଛି ଅର୍ପଣ ରଥ। ସାରା ରାଜ୍ୟରୁ ଶ୍ରଦ୍ଧାଳୁଙ୍କ ଠାରୁ ପ୍ରକଳ୍ପ ଳୋକାର୍ପଣ ଉତ୍ସବ ପାଇଁ ଗୁଆ ଓ ଚାଉଳ ସଂଗ୍ରହ କରାଯାଉଛି। ଏହି କ୍ରମରେ ଆଜି କଟକ ଜିଲ୍ଲା ଆଠଗଡ଼…

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଝଟକା, ଲଢ଼ିପାରିବେନି ନିର୍ବାଚନ

ନୂଆଦିଲ୍ଲୀ: ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ପ୍ରତିଷ୍ଠାତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମେ ୯ରେ ହୋଇଥିବା ହିଂସାକାଣ୍ଡ ସହ ଜିଏଚ୍‌କ୍ୟୁ ଆକ୍ରମଣ ମାମଲାରେ ଗିରଫ କରାଯାଇଛି। ପାକିସ୍ତାନୀ ଗଣମାଧ୍ୟମ ଅନୁଯାୟୀ, ରାୱଲପିଣ୍ଡିରେ ଆତଙ୍କବାଦ ବିରୋଧୀ କୋର୍ଟ (ଏଟିସି) ଜିଏଚ୍‌କ୍ୟୁ ଆକ୍ରମଣ…

ନୟାପଲ୍ଲୀ ପୋଲିସ ହାତରେ ଧରାପଡିଲେ ଲେଡି-420

ଭୁବନେଶ୍ୱର : ଓଲାରେ ବୁଲୁଥିଲେ, ଟଙ୍କା ନଦେଇ ଛୁ ମାରୁଥିଲେ । ଶେଷରେ ନୟାପଲ୍ଲୀ ପୋଲିସ ହାତରେ ଧରାପଡିଲେ ଲେଡି-420 । ୧୦ରୁ ଅଧିକ ଓଲା ଡ୍ରାଇଭରଙ୍କୁ ଚୁନା ଲଗାଇଛନ୍ତି । ଆଜି ଯୁବତୀଙ୍କ ଧରି ନୟାପଲ୍ଲୀ ପୋଲିସର ଜିମା ଦେଇଛନ୍ତି ଓଲା…

ଫ୍ରାନ୍ସକୁ ମିଳିଲା ପ୍ରଥମ ସମଲିଙ୍ଗୀ ପ୍ରଧାନମନ୍ତ୍ରୀ

ଫ୍ରାନ୍ସକୁ ମିଳିଲା ପ୍ରଥମ ସମଲିଙ୍ଗୀ ପ୍ରଧାନମନ୍ତ୍ରୀ। ୩୪ ବର୍ଷୀୟ ଗାବ୍ରିଏଲ୍‌ ଅଟ୍ଟାଲଙ୍କୁ ମଙ୍ଗଳବାର ଫ୍ରାନ୍ସର ନୂଆ ପ୍ରଧାନମନ୍ତ୍ରୀ ଭାବେ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ନିଯୁକ୍ତ କରିଛନ୍ତି। ଗାବ୍ରିଏଲ ଏବେ ଫ୍ରାନ୍ସର ଯୁବ ଓ ପ୍ରଥମ ସମଲିଙ୍ଗୀ ପ୍ରଧାନମନ୍ତ୍ରୀ ହୋଇଛନ୍ତି। ପୂର୍ବରୁ ସେ…

ହନୁମାନ ବାଟିକାରେ ଜଳିବ ବିଶ୍ବର ସବୁଠାରୁ ବଡ଼ ଦ୍ବୀପ

ରାଉରକେଲା : ରାଉରକେଲାର ହନୁମାନ ବାଟିକାରେ ଜଳିବ ବିଶ୍ବର ସବୁଠାରୁ ବଡ଼ ଦ୍ବୀପ। ଅଯୋଧ୍ୟା ରାମ ଜନ୍ମଭୂମିରେ ରାମଲାଲାଙ୍କ ପାଇଁ ଚାଲିଥିବା କାର୍ଯ୍ୟକ୍ରମରେ ସାମିଲ୍ ହେବ ରାଉରକେଲା । ଗତ ୬ ତାରିଖରୁ ଆଠ ଜଣ ରାଜ୍ୟ ତଥା ରାଜ୍ୟ ବାହାରର କାରିଗରଙ୍କ…