ପୌର ନିର୍ବାହୀ ଅଧିକାରୀଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇବାକୁ ଉଦ୍ୟମ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ବଡ଼ବିଲ ପୌର ନିର୍ବାହୀ ଅଧିକାରୀଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇବାକୁ ଉଦ୍ୟମ । ଅଳ୍ପକେ ବାର୍ତ୍ତିଲେ ନିର୍ବାହୀ ଅଧିକାରୀ ଅଭିଷେକ ପଣ୍ଡା । ପେଟ୍ରୋଲ ଢ଼ାଳିଥିବା ଯୁବକକୁ କାବୁକଲେ ପୌର କର୍ମଚାରୀ । ଅଭିଯୁକ୍ତ ଯୁବକ…

ସଲମାନଙ୍କ ଫାର୍ମ ହାଉସରେ ପଶିବାକୁ ଚେଷ୍ଟା କରି ୨ ଗିରଫ

ବଲିଉଡ ଅଭିନେତା ସଲମାନ ଖାନ୍‌ଙ୍କୁ ଯେବେ ଠାରୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗଠାରୁ ହତ୍ୟା ଧମକ ମିଳିଛି, ସେବେଠୁ ତାଙ୍କ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ଏହାରି ଭିତରେ ତାଙ୍କ ପନଭେଲ ସ୍ଥିତ ଫାର୍ମ ହାଉସକୁ ପଶିବାକୁ କିଛି ସନ୍ଦିଗ୍ଧ ବ୍ୟକ୍ତି ଚେଷ୍ଟା…

ଆସନ୍ତାକାଲି ମାଲକାନଗିରି ବିମାନ ବନ୍ଦରର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ମାଲକାନଗିରି  :  ବିକାଶର ନୂଆ ଯାତ୍ରାରେ ଖୁବଶୀଘ୍ର ଯୋଡ଼ି ହେବ ମାଲକାନଗିରି । ଆସନ୍ତାକାଲି ବିମାନ ବନ୍ଦରର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତାଙ୍କ ସହ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆସିବାର କାର୍ଯ୍ୟକ୍ରମ ରହିଛି। କାଲି ସକାଳ…

ଜଗନ୍ନାଥ ଧାମରେ ବଲିଉଡର ପ୍ରଖ୍ୟାତ ସଂଗୀତ ନିର୍ଦ୍ଦେଶକ ତଥା ଗାୟକ ପଦ୍ମଶ୍ରୀ ଶଙ୍କର ମହାଦେବନ୍

ପୁରୀ: ଜଗନ୍ନାଥ ଧାମରେ ବଲିଉଡର ପ୍ରଖ୍ୟାତ ସଂଗୀତ ନିର୍ଦ୍ଦେଶକ ତଥା ଗାୟକ ପଦ୍ମଶ୍ରୀ ଶଙ୍କର ମହାଦେବନ୍ । ଆଜି ସକାଳୁ ସକାଳୁ ପୁରୀ ଆସି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରି ମହାପ୍ରଭୁଙ୍କ ସାନିଧ୍ୟ ଲାଭ କରିଛନ୍ତି ଗାୟକ ଶଙ୍କର ମହାଦେବନ୍ ।…

ବିଜେପିକୁ ଝଟ୍‌କା: ନିର୍ବାଚନ ହାରିଗଲେ ୧୦ ଦିନର ମନ୍ତ୍ରୀ

୧୦ ଦିନ ପୂର୍ବେ ଶପଥ ନେଇ ମନ୍ତ୍ରୀ ହୋଇଥିଲେ। ଏବେ ଉପ-ନିର୍ବାଚନରେ ହାରିଗଲେ। ରାଜସ୍ଥାନର କରଣପୁର ବିଧାନସଭା ଆସନରୁ ବିଜେପିକୁ ଲାଗିଛି ଶକ୍ତ ଝଟ୍‌କା। ମନ୍ତ୍ରୀ ହେବାର ୧୦ ଦିନ ପରେ ଉପ-ନିର୍ବାଚନରେ ୧୨ ହଜାରରୁ ଅଧିକ ଭୋଟ୍‌ରେ ପରାଜିତ ହୋଇଛନ୍ତି…

ହାଇଟେକ୍ ଟ୍ରାଜେଡି, ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ଘରକୁ ଅଣ୍ଡାମାଡ

ଭୁବନେଶ୍ଵର: ହାଇଟେକ୍ ହାଇଡ୍ରାମାକୁ ନେଇ ତାତିଲା କଂଗ୍ରେସ । ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ଘରକୁ କଲା ଅଣ୍ଡା ମାଡ । ହାଇଟେକ୍ ହସ୍ପିଟାଲ ବିସ୍ଫୋରଣରେ ୩ଜଣଙ୍କ ମୃତ୍ୟୁ ଘଟଣାକୁ ନେଇ ଛାତ୍ର ଓ ଯୁବ କଂଗ୍ରେସର ବିକ୍ଷୋଭ । ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ସରକାରୀ…

ଜେଲ୍‌ରୁ ଆସି ରାଜ୍ୟସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ସଞ୍ଜୟ ସିଂହ

ଜେଲ୍‌ରୁ ବାହାରକୁ ଆସିଲେ ଆମ ଆଦମୀ ପାର୍ଟି ନେତା ସଞ୍ଜୟ ସିଂହ। ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଆପ୍‌ ନେତା ସଞ୍ଜୟ ସିଂହ ଜେଲ୍‌ରୁ ବାହାରକୁ ଆସିବା ପରେ ପରେ ରାଜ୍ୟ ସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଆଜି…

ପରିବର୍ଦ୍ଧିତ କାଳିଆ ଛାତ୍ରବୃତ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର : କାଳିଆ ଛାତ୍ରବୃତ୍ତି ଯେପରି ଅଧିକ ଉପ‌ଯୋଗୀ ହେବ ଏବଂ ଏହାଦ୍ବାରା ଯେପରି ଅଧିକ ପିଲା ଉପକୃତ ହୋଇପାରିବେ, ସେଥି ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ଆବଶ୍ୟକ ସଂଶୋଧନ କରାଯାଇ ପରିବର୍ଦ୍ଧିତ କରାଯାଇଛି । ରାଜ୍ୟରେ କାଳିଆ ଛାତ୍ରବୃତ୍ତି ୨୦୨୧-୨୨…

ବରିଷ୍ଠ ଅଧିକାରୀଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆଣିଲେ ୮ ମହିଳା କନଷ୍ଟେବଳ

ପୁଣି ଖାକିରେ ଲାଗିଲା କଳଙ୍କ। ବରିଷ୍ଠ ଅଧିକାରୀଙ୍କ ବିରୋଧରେ ସାଙ୍ଘାତିକ ଅଭିଯୋଗ ଆଣିଲେ ତାଙ୍କ ବିଭାଗର ହିଁ ମହିଳା। ମହାରାଷ୍ଟ୍ର ପୁଲିସର ମହିଳା କର୍ମଚାରୀମାନେ ନିଜ ବିଭାଗର ବରିଷ୍ଠ ଅଧିକାରୀଙ୍କ ବିରୋଧରେ ଆଣିଛନ୍ତି ଦୁଷ୍କର୍ମ ଅଭିଯୋଗ। କେବଳ ସେତିକି ନୁହେଁ ଗଣଦୁଷ୍କର୍ମ…

ଆନ୍ଦୋଳନ ରୁ ଓହରିଲା ଓଡ଼ିଶା ଟ୍ରାନ୍ସପୋର୍ଟ କର୍ମଚାରୀ ମହାସଂଘ

ଭୁବନେଶ୍ୱର: ଆନ୍ଦୋଳନ ରୁ ଓହରିଲା ଓଡ଼ିଶା ଟ୍ରାନ୍ସପୋର୍ଟ କର୍ମଚାରୀ ମହାସଂଘ । ଆନ୍ଦୋଳନ ପ୍ରତ୍ୟାହୃତ ନେଇ ସୂଚନା ଦେଇଛନ୍ତି ମହାସଂଘ ସଭାପତି ଜନାର୍ଦ୍ଦନ ପତି । ସେ କହିଛନ୍ତି, ମୁଖ୍ୟ ଶାସନ ସଚିବ ଓ ପରିବହନ ସଚିବଙ୍କ ସହ ଆଲୋଚନା ପରେ…