ଥମୁନି ମାଳଦ୍ୱୀପ ଝଡ଼; ସମସ୍ତ ଫ୍ଲାଇଟ ବୁକିଂ ରଦ୍ଦ କଲା EaseMyTrip

ଲାକ୍ଷାଦ୍ୱୀପକୁ ନେଇ ଜୋର ଧରିଲା ମାଲଡିଭ୍ସ ଝଡ଼ । ସୋଶାଲ ମିଡିଆରେ ଟ୍ରେଣ୍ଡ ହେଉଛି  #BoycottMaldives । ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅପମାନ ସୂଚକ ମନ୍ତବ୍ୟ ଦେଇ ସସପେଣ୍ଡ ହୋଇଛନ୍ତି ମାଳଦୀପର ୩ ମନ୍ତ୍ରୀ । ତେବେ ଏହାରି ଭିତରେ ଭାରତରୁ ମାଳଦୀପ…

ରାଜ୍ୟରେ ଶୀତର ପ୍ରକୋପ ଜାରି

ଭୁବନେଶ୍ବର: ରାଜ୍ୟରେ ଶୀତର ଲହରୀ ସାଙ୍ଗକୁ ଘନ କୁହୁଡି ଜାରି ରହିଛି । ସେହିପରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରତ୍ୟେକ ଦିନ ଭୋରୁ ଘନ କୁହୁଡ଼ି ଦେଖାଦେଉଛି । ଫଳରେ ନାନା ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି…

ହସିନା ପୁଣି ବାଂଲାଦେଶ ପ୍ରଧାନମନ୍ତ୍ରୀ

ପଞ୍ଚମ ଥର ପାଇଁ ବାଜି ମାରି ନେଇଛନ୍ତି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା। ପଞ୍ଚମ ଥର ପାଇଁ ପ୍ରଧାନମନ୍ତ୍ରୀ ଗାଦିରେ ବସିବେ ୭୬ ବର୍ଷ ବୟସ୍କା ହାସିନା ୱାଜେଦ ୱାଜେଦ। ବାଂଲାଦେଶରେ ହିଂସାତ୍ମକ ଘଟଣା ତଥା ମୁଖ୍ୟ ବିରୋଧୀ ଦଳ ବାଂଲାଦେଶ ନ୍ୟାଶନାଲିଷ୍ଟ…

ପ୍ରଦୂଷଣରେ ଦିଲ୍ଲୀକୁ ଟପିଲା ବାଲେଶ୍ୱର, AQI ୩ ଶହ ପାର୍

ବାଲେଶ୍ଵର: ଦିଲ୍ଲୀ ପରେ ଏବେ ଓଡିଶାର ପ୍ରଦୁଷଣ, ଚିନ୍ତାର ବିଷୟ ପାଲଟିଛି । କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସୂଚନା ଅନୁସାରେ ବର୍ତ୍ତମାନ ଓଡିଶାର ୬ଟି ସହର, ପ୍ରମୁଖ ପ୍ରଦୂଷିତ ସହର । ଓଡ଼ିଶାର ବାରିପଦା, ବାଲେଶ୍ୱର, ଭୁବନେଶ୍ୱର, କଟକ, କେନ୍ଦୁଝର…

ଆଫଗାନିସ୍ଥାନ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ: ଆସନ୍ତା ସପ୍ତାହରେ ଆଫଗାନିସ୍ତାନ ବିପକ୍ଷରେ ଖେଳାଯିବାକୁ ଥିବା ୩ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳା ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଦଳକୁ ଭେଟେରାନ ରୋହିତ ଶର୍ମା ଓ ବିରାଟ କୋହଲିଙ୍କ ପ୍ରତ୍ୟାବର୍ତ୍ତନ ହୋଇଛି ।  ତେବେ ଆହତଜନିତ କାରଣରୁ…

ହାଇଟେକ ହସ୍ପିଟାଲରେ ବିସ୍ଫୋରଣ ଘଟଣା, ହସ୍ପିଟାଲକୁ କାରଣ ଦର୍ଶାଅ ନୋଟିସ୍‌ ଜାରି

ଭୁବନେଶ୍ବର   : ହାଇଟେକ ହସ୍ପିଟାଲରେ ବିସ୍ଫୋରଣ ଘଟଣାର ତଦନ୍ତ କରିବେ ରାଜ୍ୟ ସରକାର । ଏଥିପାଇଁ ହସ୍ପିଟାଲକୁ ନୋଟିସ୍ ଜାରି ହୋଇଛି । ବିସ୍ପୋରଣ କେମିତି ହେଲା ? ଏଥିପାଇଁ ଦାୟୀ କିଏ ? ମୃତକଙ୍କର ସଠିକ ଭାବେ ଚିକିତ୍ସା ହୋଇଛି କି…

ଜାନୁଆରି ୮ରେ ହୀରାକୁଦ ଜଳଭଣ୍ଡାରରେ ପକ୍ଷୀ ଗଣନା

ଭୁବନେଶ୍ବର: ସମ୍ବଲପୁର ଜିଲ୍ଲାରେ ଥିବା ବିଶ୍ବ ପ୍ରସିଦ୍ଧ ନଦୀବନ୍ଧ ‘ହରାକୁଦ ଜଳଭଣ୍ଡାର’ରେ ଆସନ୍ତାକାଲି (ଜାନୁଆରି ୮) ପକ୍ଷୀ ଗଣନା ହେବ। ଜଳଭଣ୍ଡାରର ୫୦୦ ବର୍ଗ କିଲୋମିଟର ମଧ୍ୟରେ ୩୨ଟିମ୍‌ ନିୟୋଜିତ ହୋଇ ସକାଳ ୬ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପକ୍ଷୀ ଗଣିବେ।…

କାଲିଠାରୁ ଶ୍ରମିକ ମହାସଂଘର ଆନ୍ଦୋଳନ

ଆସନ୍ତାକାଲିଠାରୁ ରାଜ୍ୟରେ ଧର୍ମଘଟକୁ ଓହ୍ଲାଇବ ଓଡ଼ିଶା ପରିବହନ ଶ୍ରମିକ ମହାସଂଘ। ତେଲ ଡିପୋରୁ ପେଟ୍ରୋଲ, ଡିଜେଲ ଲୋଡିଂ ବନ୍ଦ ରଖିବ ମହାସଂଘ। ଭାରତୀୟ ନ୍ୟାୟ ସଂହିତା ୨୦୨୩ରେ ଗାଡ଼ି ଚାଳକଙ୍କ ପାଇଁ ଥିବା ଦଣ୍ଡବିଧାନକୁ ବିରୋଧ କରି ଧର୍ମଘଟ ଡାକରା ଦେଇଛି…

ଜାନୁଆରୀ ୨୧ରୁ ରାଜ୍ୟରେ ବୁଲିବ କଂଗ୍ରେସ ବସ୍

ଜାନୁଆରୀ ୨୧ରୁ ରାଜ୍ୟରେ ବୁଲିବ କଂଗ୍ରେସ ବସ୍ । ବସରେ ସବୁ ନିର୍ବାଚନମଣ୍ଡଳୀ ବୁଲିବେ କଂଗ୍ରେସ ବିଧାୟକ ଓ ନେତା । ନିର୍ବାଚନୀ ପୋଷ୍ଟରରେ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ଫଟୋ ଏକାସଙ୍ଗେ ରହିବ । ଅଲଗା ଅଲଗା ନରଖିବାକୁ ପିସିସି…

କଂଗ୍ରେସ ହେଉଛି ବିଜେଡିରେ ବିକ୍ରି ହୋଇଥିବା ଦଳ: ବିଧାୟକ ପ୍ରଦୀପ୍ତ ନାୟକ

ଭୁବନେଶ୍ବର: ନୂଆ କଂଗ୍ରେସ ପ୍ରଭାରୀ ଅଜୟ କୁମାରଙ୍କ ବୟାନକୁ ନେଇ ବିଜେପି ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ବରିଷ୍ଠ ବିଜେପି ବିଧାୟକ ପ୍ରଦୀପ୍ତ ନାୟକ କହିଛନ୍ତି, ବିଜେଡି-ବିଜେପି ଆସନ ବୁଝାମଣା ଆଲୋଚନା ସମୟରେ ବୋଧେ କଂଗ୍ରେସ ପ୍ରଭାରୀ ବସି ଶୁଣୁଥିଲେ। କଂଗ୍ରେସ…