ପଶ୍ଚିମବଙ୍ଗରେ ED ଟିମ୍ ଉପରେ ଆକ୍ରମଣ
ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଟିମ୍ ଉପରେ ସଂଘବଦ୍ଧ ଆକ୍ରମଣ। ପଶ୍ଚିମବଙ୍ଗର ଟିଏମସି ନେତାଙ୍କ ଘରେ ଚଢାଉ କରିବାକୁ ଯାଇଥିବା ସମୟରେ ଏହି ଆକ୍ରମଣ କରାଯାଇଛି। ପ୍ରାୟ ୨୦୦ରୁ ଅଧିକ ଲୋକ ସଙ୍ଘବଦ୍ଧ ଭାବେ ଇଡି ଟିମ୍ ଉପରକୁ ଆକ୍ରମଣ କରିଥିବା ସୂଚନା…
ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଟିମ୍ ଉପରେ ସଂଘବଦ୍ଧ ଆକ୍ରମଣ। ପଶ୍ଚିମବଙ୍ଗର ଟିଏମସି ନେତାଙ୍କ ଘରେ ଚଢାଉ କରିବାକୁ ଯାଇଥିବା ସମୟରେ ଏହି ଆକ୍ରମଣ କରାଯାଇଛି। ପ୍ରାୟ ୨୦୦ରୁ ଅଧିକ ଲୋକ ସଙ୍ଘବଦ୍ଧ ଭାବେ ଇଡି ଟିମ୍ ଉପରକୁ ଆକ୍ରମଣ କରିଥିବା ସୂଚନା…
ଭୁବନେଶ୍ୱର : ଘନ କୁହୁଡ଼ିରେ ବି ବିମାନ ଅବତରଣ କରିପାରିବ। ପାଇଲଟଙ୍କୁ ରନ୍ୱେ ଦୃଶ୍ୟମାନ ହେବ। ଏଥିପାଇଁ ଭୁବନେଶ୍ୱର ବିମାନବନ୍ଦରରେ କାଟାଗୋରୀ-୨ ଭିଜନ ସମ୍ପ୍ରସାରଣ ପାଇଁ କାମ ଚାଲିଥିବା ବିମାନବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଏଥିପାଇଁ ରନ୍ୱେରେ ୪୦ କୋଟି ଟଙ୍କା…
ଭୁବନେଶ୍ୱର,୪ା୧: ରାଜ୍ୟରେ ଗୁରୁବାର କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ହୋଇଛି। ଜେଏନ୍.୧ ନାମକ ଏକ ଭାରିଆଣ୍ଟ ୨ ରୋଗୀଙ୍କଠାରେ ଚିହ୍ନଟ ହୋଇଛି। ସୁନ୍ଦରଗଡ଼ର ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଉ ଜଣେ ଭୁବନେଶ୍ୱରର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସ୍ବାସ୍ଥ୍ୟ…
ଖୋର୍ଦ୍ଧା : ଚିଲିକାରେ ପକ୍ଷୀ ଗଣନା ଆରମ୍ଭ ହୋଇଛି। ଗଣନା ପାଇଁ ପାଞ୍ଚଟି ରେଞ୍ଜରେ ୨୧ ଟିମ୍ ନିୟୋଜିତ ହୋଇଛନ୍ତି। ୧୯ଟି ଟିମ୍ ଜଳ ଭାଗରେ, ୨ଟି ଟିମ୍ ସ୍ଥଳଭାଗରେ ପକ୍ଷୀ ଗଣନା କରୁଛନ୍ତି। ଟାଗିଂ ରେଞ୍ଜରେ ୮ଟି ଟିମ୍,ବାଲୁଗାଁରେ ୫ଟି…
ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଭୁବନେଶ୍ୱରକୁ ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ନୂତନ ରୂପରେଖ ଦେବାର ଗୁରୁଦାୟିତ୍ୱ ବହନ କରିଛି। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ଭିତ୍ତିଭୂମି ନିର୍ମାଣ ଉଦ୍ଦେଶ୍ୟରେ କର୍ତ୍ତୃପକ୍ଷର ଏନ୍ଫୋର୍ସମେଣ୍ଟ କାର୍ଯ୍ୟରେ…
ଭୁବନେଶ୍ବର : ଗୁରୁବାରଠାରୁ ଯୁକ୍ତ ଦୁଇ କଲେଜରେ ଆରମ୍ଭ ହୋଇଛି NEET ଓ JEE ପାଇଁ କୋଚିଂ। ଭର୍ଚ୍ଚୁଆଲ ମୋଡରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ ପାଇବେ କୋଚିଂ। ସବୁ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜରେ ଏହି କୋଟିଂ ଦିଆଯିବ। ଏଥିଲାଗି…
ବୌଦ୍ଧ : ଅପହରଣ ମାମଲାର ତଦନ୍ତ କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି ପୁଲିସ୍ ଏଏସ୍ଆଇ। ଗୁରୁତର ଅବସ୍ଥାରେ ସେ ଏବ ହସ୍ପିଟାଲ ବେଡରେ ପଡ଼ି ରହିଛନ୍ତି। ଏପରି ଏକ ଅଭାବନୀୟ ଘଟଣା ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅଞ୍ଚଳରେ…
କାଲିମେଳା: ମାଲକାନଗିରି ଜିଲ୍ଲା ମୋଟୁ ଥାନା ଅନ୍ତର୍ଗତ ଏମଭି ୧୨୬ ଜଙ୍ଗଲରେ ଜଘନ୍ୟ ହତ୍ୟାକାଣ୍ଡ ହୋଇଛି। ନୂଆବର୍ଷ ଦିନ ବଣଭୋଜି କରିବା ପାଇଁ ଜଙ୍ଗଲକୁ ଯାଇଥିବା ଜଣେ ଯୁବକଙ୍କର ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ହେଲେ ବଜା…
ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ଚାଷୀଙ୍କ ଧାନ ଓ କପାର କଟ୍ନି ଛଟ୍ନି ଓ ଅନ୍ୟାନ୍ୟ ସମସ୍ୟାକୁ ନେଇ କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଓ ପ୍ରତିବାଦ କରାଯାଇଥିଲା। କିନ୍ତୁ ଜିଲ୍ଲା ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନ ଥିଲା।…
ସମ୍ବଲପୁର: ଛଟେଇ ପ୍ରତିବାଦରେ ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ବବିଦ୍ୟାଳୟର କର୍ମଚାରୀମାନେ କାର୍ଯ୍ୟ ବନ୍ଦ ଡାକରା ଦେଇଥିଲେ । ମନଇଛା କାର୍ଯ୍ୟରୁ ଛଟେଇ କରିବା, ଛୁଟିଦିନ ଅଫିସ ନଆସିଲେ ଦରମା କାଟିବା, କର୍ମଚାରୀଙ୍କୁ ଗାଳିଗୁଲଜ, କର୍ମଚାରୀଙ୍କ ମଧ୍ୟରେ ପକ୍ଷପାତିତା, ଦରମା ସବୁ ମାସରେ…