ନୂଆଗାଁ ଓ କୁଆଁରମୁଣ୍ଡାରେ ୨ ନୂଆ ଡ଼ିଗ୍ରି କଲେଜକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ରାଉରକେଲା: ସୁନ୍ଦଗରଡ଼ ଜିଲ୍ଲା କୁଆଁରମୁଣ୍ଡା ଓ ନୂଆଗାଁ ପଞ୍ଚାୟତ ସମିତିରେ ୨ଟି ନୂତନ ଡ଼ିଗ୍ରି ମହାବିଦ୍ୟାଳୟ ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଦୁଇ ଦିନିଆ ସୁନ୍ଦରଗଡ଼ ଗସ୍ତ ଅବସରରେ ଗୁରୁବାର ୫ଟି ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଏହା କହିଛନ୍ତି। ଗତ…

ପୁଣି ଆନ୍ଦୋଳନକୁ ଓହ୍ଲାଇଲା ଡ୍ରାଇଭର ମହାସଂଘ; ଅନିର୍ଦ୍ଦିଷ୍ଟ କାଳ ଯାଏଁ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ

ଭୁବନେଶ୍ବର : ଆଜିଠୁ ପୁଣି ଥରେ ଆରମ୍ଭ ହୋଇଛି ଡ୍ରାଇଭରଙ୍କ ଦେଶବ୍ୟାପୀ ଆନ୍ଦୋଳନ । ନୂଆ ହିଟ୍‌ ଆଣ୍ଡ ରନ ଆଇନକୁ ବିରୋଧ କରି ଦୁଇ ଦିନ ତଳେ ପ୍ରତ୍ୟାହୃତ ହୋଇଥିବା ଆନ୍ଦୋଳନ ଆଜିଠୁ ପୁଣି ଥରେ ସମଗ୍ର ଦେଶରେ ଆରମ୍ଭ…

ମାଟି ତଳୁ ଖପୁରୀ ବାହାର କରି କିଏ କରୁଛି ମନ୍ତ୍ରତନ୍ତ୍ର !

ଢେଙ୍କାନାଳ : ୭ ମାସ ତଳେ ମହିଳାଙ୍କ ମୃତ୍ୟୁ ଘଟିଥିଲା। ହେଲେ ବୁଧବାର ବିଳମ୍ୱିତ ରାତିରେ ଗାତ ଖୋଳାଯାଇ ମାଟି ତଳୁ ମହିଳାଙ୍କ ଖପୁରୀ ବାହାର କରାଯାଇ ପୂଜାର୍ଚ୍ଚନା କରାଯାଉଛି। ତେବେ କିଏ ଓ କାହିଁକି ଏପରି କାର୍ଯ୍ୟ କରୁଛନ୍ତି? ତାହା…

କାଲିଠୁ ଭିତରକନିକା ବନ୍ଦ, ଆରମ୍ଭ ହେବ ବଉଳା କୁମ୍ଭୀର ଓ ପକ୍ଷୀ ଗଣନା

କେନ୍ଦ୍ରାପଡ଼ା : ବଉଳା କୁମ୍ଭୀର ଓ ପକ୍ଷୀ ଗଣନା ପାଇଁ ଆସନ୍ତାକାଲିଠୁ ଭିତରକନିକା ବନ୍ଦ । ଆସନ୍ତାକାଲିଠାରୁ ୧୩ ତାରିଖ ଯାଏଁ ୯ ଦିନ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା। ୫ଟି ରେଞ୍ଜରେ ଗଣନା ଚାଲିବା ନେଇ ସୂଚନା…

ନୂଆଦିଲ୍ଲୀ ଗଣତନ୍ତ୍ର ଦିବସରେ ଏଥର ଗଡ଼ିବ ଓଡ଼ିଶା ପ୍ରଜ୍ଞାପନ ମେଢ଼, କର୍ତ୍ତବ୍ୟପଥରେ ଓଡ଼ିଶାର କଳା ଦେଖିବେ ଦର୍ଶକ

ନୂଆଦିଲ୍ଲୀ/ଭୁବନେଶ୍ବର: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଗଣତନ୍ତ୍ର (ସାଧାରଣତନ୍ତ୍ର) ଦିବସ‌ ପରେଡ୍‌ରେ ଏଥର ଓଡ଼ିଶାର ପ୍ରଜ୍ଞାପନ ମେଢ଼ ସ୍ଥାନ ପାଇବ। ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମାଧ୍ୟମରେ କର୍ତ୍ତବ୍ୟପଥରେ ଦର୍ଶକମାନେ ଓଡ଼ିଶାର କଳାକୁ ଆଖି ଆଗରେ ଦେଖିବାର ସୁଯୋଗ ପାଇପାରିବେ। ଓଡ଼ିଶାର ପ୍ରଜ୍ଞାପନ…

ରାମ ମନ୍ଦିର ପ୍ରାଣପ୍ରତିଷ୍ଠା ଉତ୍ସବକୁ ଯିବାକୁ ମନାକଲେ ପୁରୀ ଶଙ୍କରାଚାର୍ଯ୍ୟ

ନୂଆଦିଲ୍ଲୀ: ଅଯୋଧ୍ୟାରେ ଜାନୁଆରି ୨୨ ତାରିଖରେ ରାମଲଲାଙ୍କ ପ୍ରାଣପ୍ରତିଷ୍ଠା ହେବ। ଏଥିପାଇଁ ‌ଜୋରସୋରରେ ପ୍ରସ୍ତୁତି ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ରାମଲଲାଙ୍କ ପ୍ରାଣପ୍ରତିଷ୍ଠା କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି। ଅର୍ଥାତ…

ଭିଜିଲାନ୍ସ ଜାଲରେ ବନରକ୍ଷୀ; ଦେଢ଼ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା ନେଇ ବାଇକ୍‌ରେ ଯିବାବେଳେ ଧରାପଡ଼ିଲେ

ନବରଙ୍ଗପୁର: ଭିଜିଲାନ୍ସ ଜାଲରେ ନବରଂଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ବିଟ୍‌ର ବନରକ୍ଷୀ ବିନାୟକ ଚନ୍ଦ୍ର ସୋରି। ସେ ନିଜ ବାଇକରେ ଏକ ଲକ୍ଷ ତେପନ ହଜାର ଟଙ୍କା ନେଇ ଯାଉଥିବା ବେଳେ ନବରଙ୍ଗପୁର ଭିଜିଲାନ୍ସ ଜାଲରେ ପଡିଛନ୍ତି। ବନରକ୍ଷୀ…

ବାନ୍ଧବୀଙ୍କ କୁକୁରକୁ ବଞ୍ଚାଇବାକୁ ଯାଇ ବୁଡ଼ି ଗଲେ ବି-ଟେକ୍‌ ଛାତ୍ର

ଭୋପାଲ : କୁକୁରଙ୍କୁ ବଞ୍ଚାଇବାକୁ ଯାଇ ନଦୀକୁ ଡେଇଁଲେ ବି-ଟେକ୍‌ ଛାତ୍ର। କୁକୁର ଜୀବନ ବଞ୍ଚି ଯାଇଥିବା ବେଳେ ଛାତ୍ରଙ୍କର ମୃତ୍ୟୁ ହୋଇଛି। ମଧ୍ୟପ୍ରଦେଶ ଭୋପାଲରେ ଘଟିଛି ଏଭଳି କିଛି ଘଟଣା। ମୃତ ବି-ଟେକ ଛାତ୍ର ଜଣ ହେଲେ ୨୩ ବର୍ଷୀୟ…

ରାଜଧାନୀରୁ ଧରା ପଡ଼ିଲା କୁଖ୍ୟାତ ଆତଙ୍କୀ

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀରୁ ଧରାପଡ଼ିଛି ଆତଙ୍କବାଦୀ ସଂଗଠନ ହିଜବୁଲ ମୁଜାହିଦ୍ଦିନର ଜଣେ ସକ୍ରିୟ ସଦସ୍ୟ। ତା’ ମୁଣ୍ଡ ଉପରେ ୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଥିଲା। ଆଜି ଧରାପଡ଼ିଥିବା ଆତଙ୍କବାଦୀର ନାରଁ ଜାଭେଦ ଅହମଦ ମାଟ୍ଟୋ। ଜମ୍ମୁ-କଶ୍ମୀରରେ ଘଟିଥିବା…

ସୁପ୍ରିମ୍‌କୋର୍ଟରେ ବିରଳ ଘଟଣା: ଓକିଲଙ୍କୁ ଚୁପ୍‌ କରାଇଲେ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ: ସୁପ୍ରିମ୍‌କୋର୍ଟରେ ଆଜି ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଦେଶର ପ୍ରଧାନ ବିଚାରପତି ଡି ୱାଇ ଚନ୍ଦ୍ରଚୂଡ଼ ଏକ ମାମଲାର ଶୁଣାଣି ବେଳେ ଜନୈକ ଆଇନଜୀବୀଙ୍କ ଉପରେ ହଠାତ୍‌ ରାଗି ଯାଇଥିଲେ। ଆବେଦନ ତାଲିକାଭୁକ୍ତ କରିବା ମାମଲାରେ କଥା କଟାକଟି…