ନର୍ସିଂ, ଫାର୍ମାସି ଓ ଆଲାଏଡ ମେଡିକାଲ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନର୍ସିଂ, ଫାର୍ମାସି ଓ ଆଲାଏଡ ମେଡିକାଲ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ରାଶି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏମକେସିଜି ଗସ୍ତ ବେଳେ ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନଙ୍କୁ ଛାତ୍ରଛାତ୍ରୀମାନେ ସେମାନଙ୍କ ଷ୍ଟାଇପେଣ୍ଡର ବୃଦ୍ଧି ପାଇଁ ଅନୁରୋଧ କରିଥିଲେ। ଛାତ୍ରଛାତ୍ରୀଙ୍କ ଅନୁରୋଧକୁ…

ବୋରୱେଲରୁ ଉଦ୍ଧାର ଶିଶୁକନ୍ୟାଙ୍କୁ ତାଙ୍କ ମା’ଙ୍କୁ ହସ୍ତାନ୍ତର କରାଯିବ ନାହିଁ

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ରେଙ୍ଗାଲି ନିକଟ ଲରିପାଲି ଜଙ୍ଗଲରୁ ଏକ ପରିତ୍ୟକ୍ତ ବୋରୱେଲରୁ ଗତ ଡିସେମ୍ବର ୧୨ ତାରିଖରେ ଉଦ୍ଧାର ହୋଇଥିବା ଶିଶୁ କନ୍ୟାର ମା’ଙ୍କ ପରିଚୟ ମିଳିସାରିଛି। ତେବେ ଶିଶୁକନ୍ୟାକୁ ଏବେ ତାଙ୍କୁ ହସ୍ତାନ୍ତର କରାଯିବ ନାହିଁ। ସମ୍ବଲପୁର…

ଅର୍ଥତତ୍ତ୍ୱର ସମ୍ପତ୍ତି ବାଜ୍ୟାପ୍ତ କରିବାକୁ କଟକ ସ୍ୱତନ୍ତ୍ର ଚିଟଫଣ୍ଡ ଅଦାଲତଙ୍କ ନିର୍ଦ୍ଦେଶ

ଭୁବନେଶ୍ବର : ଚିଟଫଣ୍ଡ ସଂସ୍ଥା ଅର୍ଥତତ୍ତ୍ୱର ସ୍ଥାବର ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତ କରିବାକୁ କଟକ ସ୍ୱତନ୍ତ୍ର ଚିଟଫଣ୍ଡ ଅଦାଲତ ଦେଇଛନ୍ତି ନିର୍ଦ୍ଦେଶ। ସଂସ୍ଥାର ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଅନୁଗୋଳ ଆଦି ସ୍ଥାନରେ ଥିବା ପ୍ରାୟ ୧୧୦ ଏକରରୁ ଅଧିକ…

ରାଜ୍ୟରେ ୫ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ: ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭ରେ ପହଞ୍ଚିଲା

ଭୁବନେଶ୍ବର: ରାଜ୍ୟରେ ଆଉ ୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭ରେ ପହଞ୍ଚିଲା। ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ…

ରାଜଧାନୀରେ ଅଭାବନୀୟ ଘଟଣା: ଟ୍ରେନିଂ ବେଳେ ଚାଲିଗଲା ହୋମଗାର୍ଡଙ୍କ ଜୀବନ

ଭୁବନେଶ୍ବର: ଭୁବନେଶ୍ୱର ରିଜର୍ଭ ଅଫିସରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଟ୍ରେନିଂ ବେଳେ ଜଣେ ହୋମଗାର୍ଡଙ୍କ ଜୀବନ ଯାଇଛି। ମୃତ ହୋମଗାର୍ଡ ହେଲେ ବାସୁଦେବ ମାନସିଂ। ରିଫ୍ରେସର କୋର୍ସ ପାଇଁ ଟ୍ରେନିଂ ଦିଆଯାଉଥିବା ବେଳେ ହୋମଗାର୍ଡ ବାସୁଦେବ ମାନସିଂଙ୍କ ମୃତ୍ୟୁ…

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ: ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲାର ଜୀବନରେଖା କୁହାଯାଉଥିବା ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ୨୭୨୩ କୋଟି ଟଙ୍କା ବ୍ୟରେ ନିର୍ମିତ ହୋଇଛି ଏହି ପ୍ରକଳ୍ପ। ଏତଦବ୍ୟତୀତ ୩୦୫ କୋଟିର ୬୯ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏଥିଲାଗି…

ନ୍ୟାୟ ଯାତ୍ରା ପାଇଁ ଓଡ଼ିଶାର ୧୦ ଜିଲ୍ଲା ଦେଇ ଛତିଶଗଡ଼ ଯିବେ ରାହୁଲ ଗାନ୍ଧୀ: ଶରତ ପଟ୍ଟନାୟକ

ଭୁବନେଶ୍ବର: ରାହୁଲ ଗାନ୍ଧୀଙ୍କ ନ୍ୟାୟ ଯାତ୍ରା ପାଇଁ ପ୍ରଦେଶ କଂଗ୍ରେସର ପ୍ରସ୍ତାବିତ ଜିଲ୍ଲା ସଂପର୍କରେ ପିସିସି ସଭାପତି ଶରତ ପଟ୍ଟନାୟକ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାହୁଲ ଗାନ୍ଧୀ ଝାରଖଣ୍ଡ ପଟୁ ଓଡ଼ିଶା ଭିତରକୁ ପ୍ରବେଶ କରିବେ ଓ ମୟୁରଭଞ୍ଜ, ବାଲେଶ୍ୱର,…

ରାତିରେ ଗାଁରେ ପଶୁଛନ୍ତି ହାତୀ, ଘରେ ଶୁଣ୍ଢ ପୂରାଇ ଖାଇଯାଉଛନ୍ତି

କେନ୍ଦୁଝର : ରାତିରେ ଗାଁକୁ ଆସିଛି ହାତୀ। ଶୁଣ୍ଢ ପୂରାଇ ଘର ଭିତରେ ଥିବା ଧାନ, ଚାଉଳ ଖାଇଯାଉଛି। ମଙ୍ଗଳବାର ରାତିସାରା ହାତୀ ପଲ ଏମିତି ଉତ୍ପାତ କରିଛନ୍ତି କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜରେ। ପନି ପରିବାର ଚାଷ ମଧ୍ୟ ହାତୀ…

ଶିଆଳ କାମୁଡ଼ାରେ ୮ ଜଣ ଲୋକ ଆହତ

ଭଦ୍ରକ: ଭଦ୍ରକ ଜିଲା ତିହିଡି ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ତଳଦୁମୁକା ଗ୍ରାମରେ ପାଗଳ ଶିଆଳ କାମୁଡ଼ାରେ ୮ ଜଣ ଲୋକ ଆହତ ହୋଇଛନ୍ତି। ସମସ୍ତ ଆହତ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଆହତମାନଙ୍କ ମଧ୍ୟରେ ୨ମହିଳା, ୩ ମହିଳା…

ଇରାନ କବରସ୍ଥାନରେ ବିସ୍ଫୋରଣ, ୭୩ ମୃତ, ୧୭୦ ଆହତ

ତେହେରାନ: ଇରାନର କେରମାନ ସହରର ଏକ କବରସ୍ଥାନ ନିକଟରେ ବିସ୍ଫୋରଣ ଘଟି ୭୩ ଜଣଙ୍କ ମୃତ୍ୟୁ ଘଟିଛି ଓ ୧୭୦ ଆହତ ହୋଇଛନ୍ତି । ସରକାରୀ ଟିଭି ଅଲ୍ ଆରବିଆର ରିପୋର୍ଟ ଅନୁଯାୟୀ, ଇରାନର ପୂର୍ବତନ କମାଣ୍ଡର କାସିମ ସୁଲେମାନୀଙ୍କୁ ଏହି…