‘ଲୋକପ୍ରିୟ ପର୍ଯ୍ୟଟନସ୍ଥଳୀ ଛାଡ଼ି ଅଯୋଧ୍ୟାରେ ରହିବାକୁ ସ୍ଥାନ ଖୋଜୁଛନ୍ତି ଲୋକେ’; ଓୟୋ ପ୍ରତିଷ୍ଠାତା
ନୂଆଦିଲ୍ଲୀ: ଆଜିକା ସମୟରେ ଲୋକମାନେ କୌଣସି ସ୍ଥାନକୁ ବୁଲିବାକୁ ଯିବା ପୂର୍ବରୁ ଅନଲାଇନରେ ରୁମ ବୁକ କରି ଦେଇଥାଆନ୍ତି। ଛୁଟି ସମୟରେ ଲୋକମାନେ ପାହାଡ଼ ଓ ସମୁଦ୍ରକୂଳ ଆଦି ସ୍ଥାନମାନଙ୍କୁ ବୁଲିବାକୁ ଯିବାକୁ ଅଧିକ ପସନ୍ଦ କରିଥାଆନ୍ତି। କିନ୍ତୁ ଚଳିତ ଥର…
