ସାଇବର ଅପରାଧ ରୋକିବାକୁ କମିଶନରେଟ ପୁଲିସର ମାଷ୍ଟରପ୍ଲାନ୍
ଭୁବନେଶ୍ବର : ନୂଆ ବର୍ଷ ରେ ସାଇବର ଅପରାଧ ରୋକିବାକୁ କମିଶନରେଟ ପୁଲିସ ର ନୂଆ ମାଷ୍ଟର ପ୍ଲାନ। ପୁଲିସ ସହ କାମ କରିବେ ସାଇବର ଭଲେଣ୍ଟିଅର। ବିଭିନ୍ନ ସଫ୍ଟ ୱେୟର କମ୍ପାନୀ ର ୨୫ ଜଣ ସାଇବର ଏକ୍ସପର୍ଟ ପୁଲିସ…
ଭୁବନେଶ୍ବର : ନୂଆ ବର୍ଷ ରେ ସାଇବର ଅପରାଧ ରୋକିବାକୁ କମିଶନରେଟ ପୁଲିସ ର ନୂଆ ମାଷ୍ଟର ପ୍ଲାନ। ପୁଲିସ ସହ କାମ କରିବେ ସାଇବର ଭଲେଣ୍ଟିଅର। ବିଭିନ୍ନ ସଫ୍ଟ ୱେୟର କମ୍ପାନୀ ର ୨୫ ଜଣ ସାଇବର ଏକ୍ସପର୍ଟ ପୁଲିସ…
ଭୁବନେଶ୍ବର : ଜାନୁଆରୀ ୨୦୨୪ରେ ଶୀତର ପ୍ରଭାବ କମିବା ସମ୍ଭାବନା ରହିଛି। ସ୍ୱଭାବିକଠାରୁ ରାତିର ତାପମାତ୍ରା ଅଧିକ ରହିବାକୁ ଥିବାରୁ ଥଣ୍ଡା କମ୍ ରହିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ଆଗାମୀ ୪ ଓ ୫…
ଜଳେଶ୍ବର : ଗତ ୫ ଦିନ ଭିତରେ ଜଣେ ନେତା କଂଗ୍ରେସ ଓ ବିଜେଡି ଭିଡରେ ଡିଆଁ ମାରୁଛନ୍ତି। ଆଉ ତାଙ୍କୁ ନେବା ପାଇଁ ନେତାଙ୍କ ଭିତରେ ପ୍ରତିଯୋଗିତା ଚାଲିଛି। ଏମିତି ବାରମ୍ୱାର ରଙ୍ଗ ବଦଳାଉଥିବା ନେତା ଜଣକ ହେଉଛନ୍ତି ବାଲେଶ୍ୱର…
କଟକ: ୧୯୯୦ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ତଥା ରାଜ୍ୟ ପୁଲିସର ସ୍ବତନ୍ତ୍ର ଡିଜି ପାହ୍ୟାର ଅଧିକାରୀ ଅରୁଣ ଷଡ଼ଙ୍ଗୀ ଆଜି କାର୍ଯ୍ୟକାରୀ ପୁଲିସ ଡିଜି ଭାବେ ଦାୟିତ୍ବ ନେଇଛନ୍ତି। ରାଜ୍ୟ ପୁଲିସ ମୁଖ୍ୟାଳୟରେ ଡିଜି ସୁନିଲ ବଂଶଲଙ୍କଠାରୁ ସେ ଆଜି ଦାୟିତ୍ବଗ୍ରହଣ…
ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୨ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨୦ରେ ପହଞ୍ଚିଲା। ଏଣେ ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦେଶକ…
ଭୁବନେଶ୍ୱର: ଇଂରାଜୀ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସ ଯୋଗେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ୨୦୨୪ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ନବବର୍ଷ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି…
ସୁନ୍ଦରଗଡ଼: ବାହାଘର ଭୋଜି ଖାଇ ଜଣଙ୍କର ମୃତ୍ୟୁ ହେବା ସହ ୨୦ରୁ ଅଧିକ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବିଷାକ୍ତ ଖାଦ୍ୟ ଖାଇ ଅସୁସ୍ଥ ହୋଇଥିବା ସନ୍ଦେହ ଉପୁଜିଛି। ସୁନ୍ଦରଗଡ଼ ସବଡ଼େଗା ବ୍ଲକ ଦେଓଗାଁରେ…
ଭୁବନେଶ୍ବର: ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ହଟାଇଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବିଜୁ ଜନତା ଦଳରୁ ବରିଷ୍ଠ ନେତା ଡ. ଦାମୋଦର ରାଉତ ବୁଧବାର ବହିଷ୍କୃତ ହୋଇଛନ୍ତି। ୨୦୧୮ ସେପ୍ଟେମ୍ବର ମାସରେ…
ପୁରୀ: ୨୦୨୪ ରଥଯାତ୍ରା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ମାଳ, ପତନି, ଲାଗିଲୁଗା ସହ ଟାକୁଆ ସରପୁଳି,ବିରିପିଠା ଓ ଲଡୁ ମହାପ୍ରସାଦ ନେଇ ରଥ ତତ୍ତ୍ୱାବଧାରକଙ୍କ ନେତୃତ୍ୱରେ ଏକ ତିନିଜଣିଆ ପ୍ରତିନିଧି ଦଳ ଆସନ୍ତା ୧ ତାରିଖରେ ନୟାଗଡ଼…
ଭୁବନେଶ୍ବର: ପରିବହନ କ୍ଷେତ୍ରରେ ଆରମ୍ଭ ହେବ ନୂଆ ଯୁଗ | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ମେଟ୍ରୋ ରେଲ୍ର ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ବାରଙ୍ଗ ରତାଗଡଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ…