January 7, 2024

ଆଫଗାନିସ୍ଥାନ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ: ଆସନ୍ତା ସପ୍ତାହରେ ଆଫଗାନିସ୍ତାନ ବିପକ୍ଷରେ ଖେଳାଯିବାକୁ ଥିବା ୩ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳା ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଦଳକୁ ଭେଟେରାନ ରୋହିତ ଶର୍ମା ଓ ବିରାଟ କୋହଲିଙ୍କ ପ୍ରତ୍ୟାବର୍ତ୍ତନ ହୋଇଛି । ତେବେ ଆହତଜନିତ କାରଣରୁ…

ହାଇଟେକ ହସ୍ପିଟାଲରେ ବିସ୍ଫୋରଣ ଘଟଣା, ହସ୍ପିଟାଲକୁ କାରଣ ଦର୍ଶାଅ ନୋଟିସ୍‌ ଜାରି

ଭୁବନେଶ୍ବର : ହାଇଟେକ ହସ୍ପିଟାଲରେ ବିସ୍ଫୋରଣ ଘଟଣାର ତଦନ୍ତ କରିବେ ରାଜ୍ୟ ସରକାର । ଏଥିପାଇଁ ହସ୍ପିଟାଲକୁ ନୋଟିସ୍ ଜାରି ହୋଇଛି । ବିସ୍ପୋରଣ କେମିତି ହେଲା ? ଏଥିପାଇଁ ଦାୟୀ କିଏ ? ମୃତକଙ୍କର ସଠିକ ଭାବେ ଚିକିତ୍ସା ହୋଇଛି…

ଜାନୁଆରି ୮ରେ ହୀରାକୁଦ ଜଳଭଣ୍ଡାରରେ ପକ୍ଷୀ ଗଣନା

ଭୁବନେଶ୍ବର: ସମ୍ବଲପୁର ଜିଲ୍ଲାରେ ଥିବା ବିଶ୍ବ ପ୍ରସିଦ୍ଧ ନଦୀବନ୍ଧ ‘ହରାକୁଦ ଜଳଭଣ୍ଡାର’ରେ ଆସନ୍ତାକାଲି (ଜାନୁଆରି ୮) ପକ୍ଷୀ ଗଣନା ହେବ। ଜଳଭଣ୍ଡାରର ୫୦୦ ବର୍ଗ କିଲୋମିଟର ମଧ୍ୟରେ ୩୨ଟିମ୍‌ ନିୟୋଜିତ ହୋଇ ସକାଳ ୬ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପକ୍ଷୀ ଗଣିବେ।…

କାଲିଠାରୁ ଶ୍ରମିକ ମହାସଂଘର ଆନ୍ଦୋଳନ

ଆସନ୍ତାକାଲିଠାରୁ ରାଜ୍ୟରେ ଧର୍ମଘଟକୁ ଓହ୍ଲାଇବ ଓଡ଼ିଶା ପରିବହନ ଶ୍ରମିକ ମହାସଂଘ। ତେଲ ଡିପୋରୁ ପେଟ୍ରୋଲ, ଡିଜେଲ ଲୋଡିଂ ବନ୍ଦ ରଖିବ ମହାସଂଘ। ଭାରତୀୟ ନ୍ୟାୟ ସଂହିତା ୨୦୨୩ରେ ଗାଡ଼ି ଚାଳକଙ୍କ ପାଇଁ ଥିବା ଦଣ୍ଡବିଧାନକୁ ବିରୋଧ କରି ଧର୍ମଘଟ ଡାକରା ଦେଇଛି…

ଜାନୁଆରୀ ୨୧ରୁ ରାଜ୍ୟରେ ବୁଲିବ କଂଗ୍ରେସ ବସ୍

ଜାନୁଆରୀ ୨୧ରୁ ରାଜ୍ୟରେ ବୁଲିବ କଂଗ୍ରେସ ବସ୍ । ବସରେ ସବୁ ନିର୍ବାଚନମଣ୍ଡଳୀ ବୁଲିବେ କଂଗ୍ରେସ ବିଧାୟକ ଓ ନେତା । ନିର୍ବାଚନୀ ପୋଷ୍ଟରରେ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ଫଟୋ ଏକାସଙ୍ଗେ ରହିବ । ଅଲଗା ଅଲଗା ନରଖିବାକୁ ପିସିସି…

କଂଗ୍ରେସ ହେଉଛି ବିଜେଡିରେ ବିକ୍ରି ହୋଇଥିବା ଦଳ: ବିଧାୟକ ପ୍ରଦୀପ୍ତ ନାୟକ

ଭୁବନେଶ୍ବର: ନୂଆ କଂଗ୍ରେସ ପ୍ରଭାରୀ ଅଜୟ କୁମାରଙ୍କ ବୟାନକୁ ନେଇ ବିଜେପି ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ବରିଷ୍ଠ ବିଜେପି ବିଧାୟକ ପ୍ରଦୀପ୍ତ ନାୟକ କହିଛନ୍ତି, ବିଜେଡି-ବିଜେପି ଆସନ ବୁଝାମଣା ଆଲୋଚନା ସମୟରେ ବୋଧେ କଂଗ୍ରେସ ପ୍ରଭାରୀ ବସି ଶୁଣୁଥିଲେ। କଂଗ୍ରେସ…

ଓଡ଼ିଶାରେ ବିଜେଡି ଓ ବିଜେପି ଭିତରେ ବୁଝାମଣା ହୋଇଛି: କଂଗ୍ରେସ ପ୍ରଭାରୀ ଅଜୟ କୁମାର

ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାରେ ବିଜେଡି ଓ ବିଜେପି ଭିତରେ ବୁଝାମଣା ହୋଇଛି। ବିଜେଡି ବିଜେପିକୁ ୧୫ ଲୋକସଭା ଆସନ ଦେବାକୁ ବୁଝାମଣା ହୋଇଛି। ଆଜି କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏଭଳି ବିସ୍ଫୋରକ ମନ୍ତବ୍ୟ…

ମୋଦୀଙ୍କ ବିରୋଧରେ ଆପତ୍ତିଜନକ ବୟାନ ଦେଇ ମନ୍ତ୍ରୀପଦ ହରାଇଲେ ମାଳଦ୍ବୀପର ୩ ସାଂସଦ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇଥିବା ମାଳଦ୍ବୀପର ୩ ମନ୍ତ୍ରୀ ନିଜର ପଦ ହରାଇଛନ୍ତି । ମାଳଦ୍ୱୀପ ସରକାର ରବିବାର ନିଜର ତିନି ଜଣ ମନ୍ତ୍ରୀଙ୍କୁ ନିଲମ୍ବିତ କରିଛନ୍ତି। ନିଲମ୍ବିତ ହୋଇଥିବା ତିନି ମନ୍ତ୍ରୀ ହେଲେ ମରିୟମ୍…

ସ୍ପଷ୍ଟ ଅକ୍ଷରରେ ଡାକ୍ତରମାନେ ପ୍ରେସକ୍ରିପସନ୍ ଓ ଶବ ବ୍ୟବଚ୍ଛେଦ ରିପୋର୍ଟ ଲେଖିବାକୁ ଓଡିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ : ସ୍ପଷ୍ଟ ଅକ୍ଷରରେ ଡାକ୍ତରମାନେ ପ୍ରେସକ୍ରିପସନ୍ ଓ ଶବ ବ୍ୟବଚ୍ଛେଦ ରିପୋର୍ଟ ଲେଖିବାକୁ ଓଡିଶା ହାଇକୋର୍ଟ ଏକ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । ଏ ନେଇ ରାଜ୍ୟର ସମସ୍ତ ଡାକ୍ତରଖାନା, କ୍ଲିନିକ, ମେଡିକାଲ କଲେଜକୁ ନିର୍ଦ୍ଦେଶନାମା ଜାରି କରିବାକୁ ମୁଖ୍ୟ…

ଦିଲ୍ଲୀରେ ୧୨ ବର୍ଷର ନାବାଳିକାକୁ ଗଣଦୁଷ୍କର୍ମ

ପୁଣି ରାଜଧାନୀ ଦିଲ୍ଲୀରେ ଗଣଦୁଷ୍କର୍ମ। ଜଣେ ୧୨ ବର୍ଷର ନାବାଳିକାକୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କୁ ଜଣେ ମହିଳା ପ୍ରଲୋଭନ ଦେଖାଇ ଏକ ନିର୍ଜନ ସ୍ଥାନକୁ ନେବା ପରେ ଚାରି ଜଣ ଦୁଷ୍କର୍ମ କରିଛନ୍ତି। ଏଥିରେ ଜଣେ ପୁରୁଷ ଏବଂ…