ପ୍ରେମିକାକୁ ଛୁରାମାଡ଼, ଗୁରୁତର ପ୍ରେମିକା ଏମ୍ସରେ ଭର୍ତ୍ତି
ଖୋର୍ଦ୍ଧା: ସ୍ଥାନୀୟ ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ଆଜି ଅପରାହ୍ଣରେ ଜଣେ ଯୁବତୀଙ୍କୁ ଛୁରାମାଡ଼ ହୋଇଛି। ଛୁରାମାଡ଼ କରିଥିବା ବ୍ୟକ୍ତି ଜଣକ ଯୁବତୀଙ୍କ ପ୍ରେମିକ ବୋଲି କୁହାଯାଉଛି। ଛୁରାମାଡ଼ର ଶିକାର ହୋଇଥିବା ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…