କୃଷି ଓଡ଼ିଶା-୨୦୨୪ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : କୃଷି ଓଡ଼ିଶା-୨୦୨୪କୁ ଉଦ୍‌‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜନତା ମଇଦାନଠାରେ ଆଜିଠାରୁ ଆରମ୍ଭ ହୋଇ ୧୪ ଯାଏଁ ତିନି ଦିନ ଚାଲିବାକୁ ଥିବା ଏହି କାର୍ଯ୍ୟ କ୍ରମକୁ ମୁଖ୍ୟମନ୍ତ୍ରୀ ସନ୍ଧ୍ୟାରେ ଉଦ୍‌ଘାଟନ କରି କୃଷିରେ ମହିଳାଙ୍କ ଭାଗିଦାରୀ…

ପ୍ରେସକ୍ରିପସନ ଓ ପୋଷ୍ଟମର୍ଟମ ରିପୋର୍ଟ ସ୍ପଷ୍ଟ ଭାବେ ଲେଖିବାକୁ ଡାକ୍ତରମାନଙ୍କୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ବର : ଅନେକ ସମୟରେ ଦେଖାଯାଏ ଡାକ୍ତରମାନେ ପ୍ରେସକ୍ରିପସନରେ କଣ ଲେଖନ୍ତି, ତାହା ରୋଗୀମାନେ ବୁଝିପାରନ୍ତି ନାହିଁ। ଡାକ୍ତର ରୋଗ ବିଷୟରେ କିମ୍ବା କଣ ମେଡିସିନ୍‌ ଲେଖିଲେ ତାହା କେବଳ ମେଡିସିନ୍‌ ଦୋକାନୀ ହିଁ ବୁଝନ୍ତି। ଯାହାକୁ ନେଇ ଗତ କିଛି ଦିନ…

ଶ୍ରୀନଅରରେ ଗଜପତିଙ୍କ ଆଚାର୍ଯ୍ୟବରଣ ନୀତି ସମ୍ପନ୍ନ

ପୂରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଯଜ୍ଞ କାର୍ଯ୍ୟ ପାଇଁ ଆଚାର୍ଯ୍ୟ ବରଣ ହୋଇଛି। ଶ୍ରୀନଅରରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଆଚାର୍ଯ୍ୟବରଣ ନୀତି ସମ୍ପନ୍ନ ହୋଇଛି। ଆଚାର୍ଯ୍ୟବରଣ ନୀତି ସମାପନ ପରେ ଗଜପତି ମହାରାଜ କହିଛନ୍ତି, ପ୍ରଶାସନ ଦ୍ୱାରା କରାଯାଇଥିବା ଶ୍ରୀମନ୍ଦିର…

ରାଜ୍ୟରେ ନିର୍ବାଚନ କମିଟି ଗଢ଼ିଲା କଂଗ୍ରେସ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ପ୍ରଦେଶ କଂଗ୍ରେସ କମିଟିର ନିର୍ବାଚନ କମିଟି ଘୋଷଣା ହୋଇଛି । କମିଟିର ଅଧ୍ୟକ୍ଷ ଭାବେ ପିସିସି ସଭାପତି ଶରତ ପଟ୍ଟନାୟକ ରହିଥିବାବେଳେ ଦଳର ବରିଷ୍ଠ ନେତାମାନଙ୍କ ସମେତ ଯୁବ ଓ ମହିଳା ଚେହେରାଙ୍କୁ ବି ସ୍ଥାନ…

SI ଚୟନ ଅନିୟମିତତା ମାମଲାରେ ପୁଲିସ୍‌ ରିକ୍ରୁଟମେଣ୍ଟ ବୋର୍ଡ ଓ ରାଜ୍ୟ ସରକାରଙ୍କୁ ନୋଟିସ୍‌

ଓଡ଼ିଶା ପୁଲିସ ସବ୍‌ ଇନ୍ସପେକ୍ଟର(ଏସ୍‌ଆଇ) ଚୟନ ପ୍ରକ୍ରିୟା ଅନିୟମିତତା ପ୍ରସଙ୍ଗରେ ରାଜ୍ୟ ସରକାର ଓ ଓଡ଼ିଶା ପୁଲିସ ରିକ୍ରୁଟ୍‌ମେଣ୍ଟ ବୋର୍ଡ଼କୁ ନୋଟିସ୍‌ କରିଛନ୍ତି ହାଇକୋର୍ଟ। ଆବେଦନକାରୀ ସୁବାସ ସେନାପତିଙ୍କ ଆବେଦନକୁ ଗ୍ରହଣ କରି କୋର୍ଟ ଏହି ନୋଟିସ୍‌ ଜାରୀ କରିଛନ୍ତି। ଚୟନ…

ଠକ ଜ୍ୟୋତିଷକୁ ଗିରଫ କଲା ପୁଲିସ, ପୂର୍ବରୁ ରହିଛି ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର: ପାରିବାରିକ ସମସ୍ୟାର ସମାଧାନ କରିବା ଆଳରେ ଲକ୍ଷାଧିକ ଟଙ୍କା ଠକିଥିବା ଜଣେ ଜ୍ୟୋତିଷକୁ ଉଠାଇ ଆଣିଛି କମିସନରେଟ୍‌ ପୁଲିସ। ଗିରଫ ଜ୍ୟୋତିଷ ହେଉଛି ଭଦ୍ରକର ନୀଳାମ୍ବର ପାଣି। ତାକୁ ଉଠାଇ ଆଣିବା ପରେ ଏକ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା…

ଘୋଷଣା କଲେ ସୁର; ମନ୍ମଥ ହେବେ ଜଟଣୀ ବିଧାୟକ ପ୍ରାର୍ଥୀ

ସୁର ରାଉତରାୟଙ୍କ ପରେ କିଏ ନେବ ଜଟଣୀର ଦାୟିତ୍ୱ? ସୁର ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟ ନେବେ ନା ତାଙ୍କ ସାନପୁଅ ମନ୍ମଥ ରାଉତରାୟ ନେବେ ତାକୁ ନେଇ ଚାଲିଥିଲା ଚର୍ଚ୍ଚା। ଆଜି ସେହି ଚର୍ଚ୍ଚାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ସୁର।…

ଆତଙ୍କବାଦୀ ହାଫିଜ୍ ସୟିଦର ଘନିଷ୍ଠ ସହଯୋଗୀ ଅବଦୁଲ ଭୁଟ୍ଟବୀର ମୃତ୍ୟୁ

ନୂଆଦିଲ୍ଲୀ: ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ହାଫିଜ୍ ସୟିଦର ଘନିଷ୍ଠ ସହଯୋଗୀ ଅବଦୁଲ ସଲାମ ଭୁଟ୍ଟବୀର ହୃଦଘାତରେ ମୃତ୍ୟୁ ଘଟିଛି। ପାକିସ୍ତାନରେ ସରକାରୀ ହାଜତରେ ଥିବା ସମୟରେ ହୃଦଘାତରେ ତାର ମୃତ୍ୟୁ ହୋଇଥିବା ଜାତିସଂଘ ପକ୍ଷରୁ ସୂଚନା ଦିଆଯାଇଛି। ମିଳିତ ଜାତିସଂଘ…

ନୀଳଗିରିକୁ ଗଡ଼ିବ ପ୍ରଥମ ପାସେଞ୍ଜର ଟ୍ରେନ, ଶୁଭାରମ୍ଭ କରିବେ ରେଳମନ୍ତ୍ରୀ

ଭୁବନେଶ୍ୱର: ସ୍ୱାଧୀନତାର ୭୬ବର୍ଷ ପରେ ନୀଳଗିରିକୁ ଗଡ଼ିବ ପ୍ରଥମ ପାସେଞ୍ଜର ଟ୍ରେନ। ଏହା ସହିତ ନୀଳଗିରିବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନ ପୁରଣ ହେବାକୁ ଯାଉଛି। ବାଲେଶ୍ୱରର ପୂର୍ବତନ ଜିଲ୍ଲା ମାଜିଷ୍ଟ୍ରେଟ୍ ତଥା ବର୍ତ୍ତମାନର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱାନୀ ବୈଷ୍ଣବ ଚଳିତ ମାସ…

ଟିସୁ ପେପରରେ ଆଇଲାଇନର ଜରିଆରେ ସୂଚନା ଲେଖିଥିବା ଚିଠିକୁ ପୁଲିସ କଲା ଜବତ

ନୂଆଦିଲ୍ଲୀ: ବେଙ୍ଗାଲୁରୁର ସିଇଓ ସୂଚନା ସେଠ(ବେଙ୍ଗାଲୁରୁର ସିଇଓ) ଗୋଆରେ ନିଜର ୪ ବର୍ଷର ଶିଶୁକୁ ହତ୍ୟା କରିଥିବା ଅଭିଯୋଗ‌ରେ ପୁଲିସ ହେପାଜତରେ ରଖିଛି। ମହିଳାଙ୍କ ହ୍ବାଟ୍‌ସଆପ୍‌ ଚାଟ୍‌ ପୁଲିସ୍‌ ହାତରେ ପଡ଼ିଥିବା ବେଳେ ତାଙ୍କ କିଛି ସାମଗ୍ରୀରୁ ଏକ ହାତଲେଖା ଚିଠି…