ଆମେରିକାରେ ଭୟଙ୍କର ବରଫ ଝଡ଼, ୪୩ ଜଣଙ୍କ ମୃତ୍ୟୁ
ପ୍ରବଳ ଶୀତରେ ୪୩ ଜଣଙ୍କ ମୃତ୍ୟୁ । ଆମେରିକାରେ ଭୟଙ୍କର ବରଫ ଝଡ଼ ଯୋଗୁ ୯ଟି ରାଜ୍ୟରେ ୪୩ ଜଣଙ୍କର ମୃତ୍ୟୁ ହେବା ସହ କୋଠାବାଡି ଭାଙ୍ଗିରୁଜି ଯାଇଛି । ଏହାସହିତ ବିଭିନ୍ନ ଅଞ୍ଚଳକୁ ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହୋଇଛି ।…
ପ୍ରବଳ ଶୀତରେ ୪୩ ଜଣଙ୍କ ମୃତ୍ୟୁ । ଆମେରିକାରେ ଭୟଙ୍କର ବରଫ ଝଡ଼ ଯୋଗୁ ୯ଟି ରାଜ୍ୟରେ ୪୩ ଜଣଙ୍କର ମୃତ୍ୟୁ ହେବା ସହ କୋଠାବାଡି ଭାଙ୍ଗିରୁଜି ଯାଇଛି । ଏହାସହିତ ବିଭିନ୍ନ ଅଞ୍ଚଳକୁ ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହୋଇଛି ।…
ଭୁବନେଶ୍ୱର: କୋଟି କୋଟି ଓଡ଼ିଆଙ୍କ ଆରାଧ୍ୟ ଦେବତା ଜଗନ୍ନାଥଙ୍କ ପ୍ରତି ଚରମ ଅସମ୍ମାନ ହୋଇଛି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦ୍ଘାଟନ ପାଇଁ ରାଜ୍ୟ ତମାମ ଅର୍ପଣ ରଥ ବୁଲିଲାବେଳେ ଜଗନ୍ନାଥଙ୍କୁ ପିଲାଙ୍କ ଖେଳନାଠୁ ଆହୁରି ତୁଚ୍ଛ ଭାବରେ ପ୍ରଦର୍ଶିତ କରାଯାଇଛି…
ଭୁବନେଶ୍ବର: ଏଣିକି ରାତିରେ ବୁଲିହେବ ଚନ୍ଦକା ଅଭୟାରଣ୍ୟ। ଭରତପୁର ସଫାରୀରେ ଆରମ୍ଭ ହେବ ନାଇଟ ନକଚରାଲ ଟ୍ରେଲ। ଜାନୁଆରୀ ୨୯ ତାରିଖରୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହେବ ବୋଲି କହିଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ। ସେ କହିଛନ୍ତି, ଚନ୍ଦକା-କମପଡ଼ା ଅଭୟାରଣ୍ୟର…
ବାରିପଦା: ବେଆଇନ ବନ୍ଧୁକ କାରବାରକୁ ରୋକିବାରେ ମୟୂରଭଞ୍ଜ ପୋଲିସକୁ ବଡ ସଫଳତା । ଶିମିଳିପାଳ ଅଭୟାରଣ୍ୟର ପାଦଦେଶ ଅଞ୍ଚଳରୁ ପୁଣି ୨୩ଟି ଦେଶୀ ବନ୍ଧୁକ ଜବତ ହୋଇଛି। ଶିମିଳିପାଳ ଅଭୟାରଣ୍ୟରେ ପୁଲିସ ପକ୍ଷରୁ ନଭେମ୍ବର ଓ ଡିସେମ୍ବର ମାସରେ ସର୍ଚ୍ଚ ଅପରେସନର ତୃତୀୟ…
ଢେଙ୍କାନାଳ : ଢେଙ୍କାନାଳ ପାତ୍ର ଏଜେନ୍ସିରେ ଜିଏସଟିର ତନାଘନା ଚଢ଼ାଉ ଜାରି ରହିଛି । ଷ୍ଟେଟ ଜିଏସଟି ଏନଫୋର୍ସମେଣ୍ଟ ଟିମ ଅନୁଗୁଳ ପକ୍ଷରୁ ଏହି ଚଢାଉ କରାଯାଉଛି । ବାଜି ଚୌକ ଛକ ନିକଟରେ ଥିବା ପାତ୍ର ଏଜେନ୍ସିର ଦୁଇଟି ଚପଲ ଗୋଦାମ…
ଭୁବନେଶ୍ଵର: ସାଇବର ଲୁଟେରାଙ୍କ ନୂଆ ତରିକା । ମାଟ୍ରିମୋନି ସାଇଟରେ ସୁନ୍ଦରୀ ଝିଅଙ୍କ ପ୍ରୋଫାଇଲ୍ ତିଆରି କରି ଲୁଟୁଛନ୍ତି ଲକ୍ଷାଧିକ ଟଙ୍କା । ଜଣେ ଲୁଟେରାଙ୍କୁ ଗିରଫ କଲା କମିଶନରେଟ ପୋଲିସ । ଗିରଫ ଯୁବକଙ୍କ ଠାରୁ ଲକ୍ଷାଧିକ ଟଙ୍କା ଜବତ…
ନୂଆଦିଲ୍ଲୀ: ୨୦୨୪ ମସିହାରେ ହେବାକୁ ଥିବା ଲୋକସଭା ନିର୍ବାଚନ ପାଇଁ ସମାଜବାଦୀ ପାର୍ଟି ଏବଂ ରାଷ୍ଟ୍ରୀୟ ଲୋକ ଦଳ ମଧ୍ୟରେ ଆସନ ବୁଝାମଣା ହୋଇଛି । ସୂଚନାନୁସାରେ, ଆରଏଲଡି ୭ ରୁ ୮ଟି ଆସନରେ ମିଳିତ ଭାବେ ଲଢ଼ିବ । ପଶ୍ଚିମ…
କଟକ : ସୁପ୍ରିମକୋର୍ଟରେ ଓଡ଼ିଶା ଆସିଷ୍ଟାଣ୍ଟ ସେକ୍ସନ ଅଫିସର-ASO ଚୟନ ମାମଲା । ମାମଲାକୁ ଶୁଣାଣି ପାଇଁ ଗ୍ରହଣ କଲେ ସୁପ୍ରିମ୍ କୋର୍ଟ । ରାଜ୍ୟ ସରକାର, OPSC ଓ ଅନ୍ୟ ପ୍ରତିପକ୍ଷଙ୍କୁ ନୋଟିସ୍ କରିଛନ୍ତି ସୁପ୍ରିମକୋର୍ଟ। ଜବାବ ଦାଖଲ କରିବାକୁ ସମସ୍ତ…
ମଧ୍ୟପ୍ରଦେଶ ଇନ୍ଦୋରର ଏକ ଅନାଥ ଆଶ୍ରମରେ ପିଲାମାନଙ୍କୁ ଦିଆଯାଉଛି ଅକଥନୀୟ ଯନ୍ତ୍ରଣା। ଶିଶୁ କଲ୍ୟାଣ କମିଟି (CWC) ଗତ ସପ୍ତାହରେ ଅଚାନକ ଅନାଥ ଆଶ୍ରମ ପରିଦର୍ଶନ କରି ସାମ୍ନାକୁ ଆଣିଛି ଭିତିରି କଥା। ପିଲାମାନେ କିପରି ନିର୍ଯାତନାର ଶିକାର ହେଉଛନ୍ତି, ତାର ବାସ୍ତବ ଚିତ୍ର…
ଭଦ୍ରକ: ଆସନ୍ତା ୨୨ ତାରିଖରେ ଭାରତର ଇତିହାସରେ ଯୋଡା ହେବାକୁ ଯାଉଛି ଏକ ନୂଆ ଅଧ୍ୟାୟ । ଏହି ଦିନ ଅଯୋଧ୍ୟାର ବହୁପ୍ରତୀକ୍ଷିତ ନବନିର୍ମିତ ରାମ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ । ଯାହାକୁ ନେଇ ବର୍ତ୍ତମାନ…