SUM ହସ୍ପିଟାଲର ଦ୍ୱିତୀୟ କ୍ୟାମ୍ପସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: IMS ଓ SUM ହସ୍ପିଟାଲର ଫୁଲନଖରା କ୍ୟାମ୍ପସକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ୱାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ଉଦଘାଟନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। SOAର ପ୍ରତିଷ୍ଠାତା ମନୋଜ ରଞ୍ଜନ ନାୟକ ଏହି ଅବସରରେ ଉପସ୍ଥିତ ଥିଲେ।…