5T ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ୨୮୬ଟି ସ୍କୁଲ ଲୋକାର୍ପିତ

ଭୁବନେଶ୍ବର: ୫ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁର  ଆଦି ୬ଟି ଜିଲ୍ଲାର ୨୮୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ଖୋର୍ଦ୍ଧା…

ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳ ବଦଳ, ସଂଜୀବ ପଣ୍ଡା ହେଲେ ପୁଲିସ କମିସନର

ଭୁବନେଶ୍ବର: ରାଜ୍ୟ ସରକାର ଆଇପିଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଗୃହ ବିଭାଗ ପକ୍ଷରୁ ଏନେଇ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଗୁଇନ୍ଦା ବିଭାଗର ନିର୍ଦ୍ଦେଶକ ତଥା ଓପିଏଚ୍‌ଡବ୍ଲୁସିର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ତଥା ୧୯୯୪ ବ୍ୟାଚ୍‌ର ଆଇପିଏସ୍‌ ସଂଜୀବ ପଣ୍ଡାଙ୍କୁ…

ଭାରତୀୟ ନୌସେନା ନଜରରେ ଚୀନ ଗୁପ୍ତଚର ଜାହାଜ

ନୂଆଦିଲ୍ଲୀ: ମାଳଦ୍ୱୀପର ଏକ ବନ୍ଦରରେ ଚୀନ୍ ଗୁପ୍ତଚର ଜାହାଜ ‘ସିଆଙ୍ଗ ୟାଙ୍ଗ ହଙ୍ଗ- ୩’ ଜାହାଜକୁ ରହିବାକୁ ମାଳଦ୍ବୀପ ସରକାର ଅନୁମତି ଦେଇଛନ୍ତି। ଏ ନେଇ ଭାରତ ବୁଧବାର କହିଛି ଯେ ଆମେ ଚୀନ ଜାହାଜ ଉପରେ ନଜର ରଖିବୁ। ହିନ୍ଦୁସ୍ତାନ…

ନିଶା ଛାଡ଼ିବାକୁ ଯାଇଥିଲେ, ଶବ ହୋଇ ଫେରିଲେ

ନିଶା ଛାଡ଼ିବାକୁ ନିଶା ନିବାରଣ କେନ୍ଦ୍ରକୁ ଯାଇଥିଲା ପୁଅ। ହେଲେ ଫେରିଲା ଶବ ହୋଇ। ନିଶାନିବାରଣ କେନ୍ଦ୍ରରେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଘଟଣା ଘଟିଛି ଭଦ୍ରକ ଜିଲ୍ଲାରେ ଥିବା ଏକ ନିଶା ନିବାରଣକେନ୍ଦ୍ରରେ ।…

ଓଡ଼ିଶାରୁ ଉଦ୍ଧାର ହେଲା ହିମାଳୟ ଶାଗୁଣା !

ଓଡ଼ିଶାରୁ ଉଦ୍ଧାର ହେଲା ହିମାଳୟ ଶାଗୁଣା। ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ଶ୍ରୀଧରପୁର ଛକ ନିକଟରୁ ଏକ ହିମାଳୟ ଭଲଚର ବା ଶାଗୁଣାକୁ ଉଦ୍ଧାର କରିଛି ବନ ବିଭାଗ। ସୂଚନା ଅନୁସାରେ, ସୋମବାର ସଂଧ୍ୟାବେଳେ ଗାଁ ନିକଟରେ ପୂଜାର୍ଚ୍ଚନା ଚାଲୁଥିଲା। ଏହି ସମୟରେ…

୨୫ରେ ସାର୍ବଜନୀନ ହୋଇପାରେ ଜ୍ଞାନବାପି ମସଜିଦ ସର୍ଭେ

ନୂଆଦିଲ୍ଲୀ: ଜାନୁଆରୀ ୨୫ ତାରିଖ ଗୁରୁବାର ବାରଣାସୀର ଜ୍ଞାନବାପି ମସଜିଦର ଏଏସଆଇ ସର୍ଭେ ରିପୋର୍ଟ ସାର୍ବଜନୀନ ହୋଇପାରେ । ମିଳିଥିବା ସୂଚନା ଅନୁଯାୟୀ, ଏଏସଆଇ ରିପୋର୍ଟକୁ ସାର୍ବଜନୀନ କରିବା ପାଇଁ ହିନ୍ଦୁ ଓ ମୁସଲମାନ ପକ୍ଷରେ ସହମତି ପ୍ରକାଶ ପାଇଛି। ଏହି…

ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସେ ସାମାନ୍ୟ ଆହତ ହୋଇଛନ୍ତି। ତାଙ୍କ ମୁଣ୍ଡରେ ଆଘାତ ଲାଗିଛି। ବର୍ଦମାନରୁ ଏକ ବୈଠକରେ ଯୋଗ ଦେଇ ଫେରିବା ବେଳେ ତାଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା କୁହାଯାଉଛି। ସୂଚନା ମୁତାବକ,…

ନବମ ଦିନରେ ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା

ବରଗଡ଼  : ଗୋପପୁର ଛାଡ଼ି ମଥୁରା ଅଭିମୁଖେ ବାହାରିଲେ କୃଷ୍ଣ ବଳରାମ । ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବର ନବମ ଦିନରେ ଦୁଇ ଭାଇ କୃଷ୍ଣ- ବଳରାମଙ୍କୁ ସାଙ୍ଗରେ ନେଇ କଂସ ମହାରାଜଙ୍କ ମନ୍ତ୍ରୀ ଅକୃର ମଥୁରା ନଗରୀ ଅଭିମୁଖେ ଯାତ୍ରା…

‘ଇଣ୍ଡିଆ’ ମେଣ୍ଟକୁ ପଞ୍ଜାବରେ ଝଟ୍‌କା, ଏକା ଲଢ଼ିବ ଆପ୍‌

ପଶ୍ଚିମବଙ୍ଗ ପରେ ପଞ୍ଜାମରେ 'ଇଣ୍ଡିଆ' ମେଣ୍ଟକୁ ଝଟ୍‌କା। ପଞ୍ଜାବରେ ଏକା ନିର୍ବାଚନ ଲଢ଼ିବ ଆମ୍‌ ଆଦମୀ ପାର୍ଟି। ପଞ୍ଜାବର ସମସ୍ତ ୧୩ଟି ଲୋକସଭା ଆସନରେ ଆପ୍‌ ଏକା ନିର୍ବାଚନ ଲଢ଼ିବ ବୋଲି ମୁଖ୍ୟମନ୍ତ୍ରୀ ଭଗଓ୍ୱନ୍ତ ମାନ ଘୋଷଣା କରିଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

ଏୟାର ଇଣ୍ଡିଆକୁ ଡିଜିସିଏ ଛାଟ, ୧ କୋଟି ୧୦ ଲକ୍ଷ ଫାଇନ୍‌

ନିୟମ ଉଲ୍ଲଙ୍ଘନ କରିବା ଏୟାର ଇଣ୍ଡିଆ ଏୟାରଲାଇନ୍ସକୁ ପଡ଼ିଲା ମହଙ୍ଗା। ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ପକ୍ଷରୁ ଏୟାର ଇଣ୍ଡିଆକୁ ପଡିଛି ଛାଟ । ମୋଟା ଅଙ୍କର କରାଯାଇଛି ଫାଇନ୍‌। ସୁରକ୍ଷା ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ଡିଜିସିଏ ଏୟାର…