ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ଅଧକ୍ଷ ମଲ୍ଲିକାର୍ଜୁନ ଖଡଗେ

ଭୁବନେଶ୍ବର: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ଅଧକ୍ଷ ମଲ୍ଲିକାର୍ଜୁନ ଖଡଗେ। ଦିନ ୧୨ ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବା ପରେ ଏକ ବିରାଟ ପଟୁଆରରେ ସେ ଲୋୟର ପିଏମଜିରେ ଆୟୋଜିତ ଓଡିଶା ବଞ୍ଚାଅ ସମାବେଶରେ ଯୋଗଦେବେ। ସମାବେଶରେ ଜିଲ୍ଲା ସଭାପତି, ବ୍ଲକ…

ବିବାହ ବନ୍ଧନରେ ବାନ୍ଧିହେଲେ ଚେସ୍ ତାରକା ପଦ୍ମିନୀ ରାଉତ

ଭୁବନେଶ୍ୱର : ହାତକୁ ଦି’ ହାତ ହେଲେ ଓଡ଼ିଆ ଚେସ୍ ତାରକା ପଦ୍ମିନୀ ରାଉତ। ଆଜି ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଏହି ଇଣ୍ଟର ନ୍ୟାସନାଲ ମାଷ୍ଟର। ଭୁବନେଶ୍ୱରରେ ହିନ୍ଦୁ ବୈଦିକ ରୀତିନୀତିରେ ବିବାହ ସମ୍ପନ୍ନ ହୋଇଛି। ସେ ମୁମ୍ବାଇର ଜୟକିଶିନ ମନାକାନୀଙ୍କୁ…

ପ୍ରଥମ ଟେଷ୍ଟ: ଭାରତ ବିପକ୍ଷରେ ୨୮ ରନ୍‌ରେ ଇଂଲଣ୍ଡ ବିଜୟୀ

ହାଇଦ୍ରାବାଦ୍‌: ସ୍ଥାନୀୟ ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମ୍‌ରେ ଭାରତ ବିପକ୍ଷରେ ଇଂଲଣ୍ଡ ପ୍ରଥମ ଟେଷ୍ଟ ମ୍ୟାଚ୍‌କୁ ୨୮ ରନ୍‌ରେ ବିଜୟ ହାସଲ କରିଛି। ଚତୁର୍ଥ ଦିନରେ ରବିବାର ଭାରତର ଶେଷ କ୍ରମର ଖେଳାଳି ଶ୍ରୀକର ଭରତ (୨୮),  ରବିଚନ୍ଦ୍ରନ ଅଶ୍ବିନ (୨୮),…

ଧରଣୀଧର ବିଶ୍ବବିଦ୍ୟାଳୟ‌ରେ ନିର୍ମାଣାଧୀନ ଉନ୍ନୟନ କାମ ଦେଢ଼ ମାସ ମଧ୍ୟରେ ଶେଷ ହେବ: ୫ଟି ଅଧ୍ୟକ୍ଷ

କେନ୍ଦୁଝର: ସ୍ଥାନୀୟ ଧରଣୀଧର ବିଶ୍ବବିଦ୍ୟାଳୟ‌ ପଡ଼ିଆରେ ନୂଆ-ଓ କାର୍ଯ୍ୟକ୍ରମରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଯୋଗ ଦେଇଛନ୍ତି। ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବା ସହ ଜୀବନରେ ସଫଳତା ପାଇବାକୁ ହେଲେ କ’ଣ କରିବା ଦରକାର ସେ ନେଇ ଗୁରୁମନ୍ତ୍ର ଦେଇଛନ୍ତି। ଏହାସହ…

ପୁଣି ପଲଟିବେ ନୀତୀଶ, ଯଦି ଏଭଳି ନଘଟେ ମୁଁ ରାଜନୀତି ଛାଡ଼ିଦେବି : ପ୍ରଶାନ୍ତ କିଶୋର

ବିହାରରେ ପୁଣି ଭାଙ୍ଗିଛି ମେଣ୍ଟ। ମହାମେଣ୍ଟକୁ ବାଏ ବାଏ କହି ପୁଣି ଥରେ ବିଜେପି କାନି ଧରିଛନ୍ତି ନୀତୀଶ କୁମାର। ଏନ୍‌ଡିଏ ସମର୍ଥନରେ ସେ ପୁଣି ଥରେ ବିହାର ମୁଖ୍ୟମନ୍ତ୍ରୀ ଆସନ ଅକ୍ତିଆର କରିଛନ୍ତି। ତେବେ ବିହାରରେ ନୀତୀଶ କୁମାରଙ୍କ ଏହି…

ବିଷ ପିଇ ମା’ ମୃତ ଝିଅ ଗୁରୁତର

ଚାନ୍ଦବାଲି : ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ଉତୁକୁଡା ପଂଚାୟତର ମୃଗନୟନୀ ଗାଁରେ ଘଟିଛି ଅଭାବନୀୟ ଘଟଣା । ପାରିବାରିର କଳହରୁ ବିଷ ପିଇ ମା ମୃତ ୮ ବର୍ଷର ଝିଅ ଗୁରୁତର। ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲରେ ଚିକିତ୍ସିତ ହେଉଛି ଝିଅ…

ବାଙ୍ଗିରିପୋଷି ଘାଟିରେ ପୁଣି ଓଲଟିଲା ଟ୍ରକ୍

ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଘାଟିରେ ଆଜି ପୁଣି ଏକ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣେ ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ମହାରାଷ୍ଟ୍ରର ନାସିକରୁ ପିଆଜ ନେଇ ଆସୁଥିବା ଏକ ଟ୍ରକ୍ ବାଙ୍ଗିରିପୋଷି ଘାଟି ଓହ୍ଲାଉ ଥିବା ବେଳେ ବ୍ରେକ୍ ଫେଲ୍…

ଏଣିକି ଖରାପ ବ୍ୟବହାର କଲେ ଶିକ୍ଷକଙ୍କ ସମ୍ପତ୍ତି ଉପରେ ଚଢ଼ାଯିବ ବୁଲଡୋଜର: ଶିକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ: ରାଜସ୍ଥାନର କୋଚିଂ ସେଣ୍ଟର କୋଟରେ ପହଞ୍ଚି ଶିକ୍ଷାମନ୍ତ୍ରୀ ଆକସନ ମୋଡରେ ନଜର ଆସିଥିଲେ। ଏଣିକି ଶିକ୍ଷା ବିଭାଗ ପ୍ରତି ଯଦି କୌଣସି ଶିକ୍ଷକ ଆଞ୍ଚ ଆଣନ୍ତି ତେବେ ସେମାନଙ୍କ ସମ୍ପତ୍ତି ଉପରେ ବୁଲଡୋଜର ଚଲାଇବା ନେଇ ଶିକ୍ଷାମନ୍ତ୍ରୀ କଡ଼ା ଚେତାବନୀ…

ଯୌତୁକ ଦାବି କରି ସ୍ତ୍ରୀକୁ ବିଧା ଗୋଇଠା, ମୋବାଇଲରେ ରେକର୍ଡ କଲା ନଣନ୍ଦ

ଭଦ୍ରକ  : ଶାଶୁ ଚୁଟି ଘୋଷାଡି ମାରୁଛି ତ ସ୍ୱାମୀ ବିଧା ମୁଖା ଗୋଇଠା ମାରି ତଣ୍ଟି ଚିପୁଛି । ଏପଟେ ଏସବୁକୁ ଉପଭୋଗ କରୁଛି ନଣନ୍ଦ । ଆଉ ପରେ ଦେଖି ମନୋରଞ୍ଜନ କରିବ ବୋଲି କ୍ୟାମେରାରେ ବି ନିର୍ଯ୍ୟାତନାର ଦୃଶ୍ୟକୁ…

ବିଶ୍ୱ ପ୍ରସିଦ୍ଧ ମୋନାଲିସା ପେଣ୍ଟିଂ ଉପରେ ପିଙ୍ଗିଲେ ସୁପ୍‌

ଫ୍ରାନ୍ସରେ କୃଷକଙ୍କ ବିରୋଧ ପ୍ରଦର୍ଶନ ମଧ୍ୟରେ ଲୁଭ୍ରେ ସଂଗ୍ରହାଳୟରେ ଏକ ଅଜବ ଘଟଣା ଘଟିଛି । ଏଠାରେ ପରିବେଶ ପାଇଁ କାମ କରୁଥିବା ଦୁଇ କାର୍ଯ୍ୟକର୍ତ୍ତା ବିଶ୍ୱ ପ୍ରସିଦ୍ଧ ମୋନାଲିସା ପେଣ୍ଟିଂ ଉପରେ ସୁପ୍ ଫିଙ୍ଗିଥିଲେ । ପେଣ୍ଟିଂକୁ ବୁଲେଟ୍ ପ୍ରୁଫ୍…