୫ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ଅନୁମୋଦନ, ପ୍ରତ୍ୟାହାର ହେଲା ଆଦିବାସୀଙ୍କ ଜମି ବିକ୍ରି ଅଧିନିୟମ
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟରେ ୨ଟି ବିଭାଗର ୫ଟି ପ୍ରସ୍ତାବ ଉପରେ ମୋହର ଲାଗିଥିବା ସୂଚନା ମିଳିଛି। ଆଜିର କ୍ୟାବିନେଟ ବୈଠକରେ ଆଦିବାସୀ ଭାଷାର ସଂରକ୍ଷଣ…