ଦ୍ୱାରକାରେ ବୁଡ଼ ପକାଇଲେ ମୋଦି, ସମୁଦ୍ର ଭିତରେ କଲେ ପୂଜା

ଗୁଜରାଟର ଦ୍ୱାରକାରେ ବୁଡ ପକାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ସମୁଦ୍ର ଭିତରକୁ ଯାଇ କରିଛନ୍ତି ପୂଜାର୍ଚ୍ଚନା। ସମୁଦ୍ର ଭିତରେ ବୁଡି ରହିଥିବା ଦ୍ୱାରକା ନଗରୀ ପାଖକୁ ଯାଇ ଭଗବାନ ଶ୍ରୀକୃଷ୍ଣଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ତାଙ୍କ ତାଙ୍କୁ ମୟୂର ପୁଛ ଅର୍ପଣ…

ବିଜେଡି ଟିକେଟ ପାଇଁ ୧୦ ହଜାରରୁ ଊର୍ଦ୍ଧ୍ବ ଆବେଦନ କରିଛନ୍ତି

ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ପାଇଁ କିଛି ସପ୍ତାହ ମଧ୍ୟରେ ତାରିଖ ଘୋଷଣା ହେବ। ଭାରତୀୟ ନିର୍ବାଚନ କମିସନ ଲୋକସଭା ନିର୍ବାଚନ ଓ ଓଡ଼ିଶାରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ପୂର୍ବରୁ ରାଜନୈତିକ ଦଳଗୁଡ଼ିକ ଏବେ ଠାରୁ ନାନା କଳ୍ପନାଜଳ୍ପନା…

କୋଣାର୍କ ସୂର୍ଯ୍ୟମନ୍ଦିର ଫାଟକରେ ତାଲା

ଗୋପ : କୋଣାର୍କ ସୂର୍ଯ୍ୟମନ୍ଦିର ଫାଟକରେ ତାଲା। ପ୍ରବଳ ପର୍ଯ୍ୟଟକଙ୍କ ଭିଡ଼ ହେବାରୁ ଟିକେଟ ସରିଯାଇଥିଲା । ଟିକେଟ ଶେଷ ହେବା ପରେ ପର୍ଯ୍ୟଟକ ହୋହଲ୍ଲା କରିଥିଲେ। ସ୍ଥିତି ଅଣାୟତ ହେଉଥିବା ଦେଖି ଟିକେଟ କାଉଣ୍ଟର ବନ୍ଦ କରିବା ସହ ମନ୍ଦିର ଗେଟ…

ଆସନ ବୁଝାମଣା ହେଲା ଚୂଡ଼ାନ୍ତ; ରାହୁଲ ଗାନ୍ଧୀଙ୍କ ଯାତ୍ରାରେ ଯୋଗ ଦେଲେ ଅଖିଳେଶ ଯାଦବ

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ରବିବାର ଉତ୍ତର ପ୍ରଦେଶର ଆଗ୍ରାରେ ରାହୁଲ ଗାନ୍ଧୀଙ୍କ ନେତୃତ୍ୱାଧୀନ ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ଯୋଗ ଦେଇଛନ୍ତି। ଉତ୍ତର ପ୍ରଦେଶ ପାଇଁ ଆସନ ବୁଝାମଣାକୁ ନେଇ କଂଗ୍ରେସ ଓ ସମାଜବାଦୀ ପାର୍ଟି ମଧ୍ୟରେ ସହମତି…

‘ପାଣ୍ଡିଆନ୍‌ ଓ BJP ସହ ମେଣ୍ଟକୁ ନେଇ BJD ନେତା ଅସନ୍ତୁଷ୍ଟ’

ଆମ ଓଡ଼ିଶା, ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଓ ବିଜେପି ମଧ୍ୟରେ ମେଣ୍ଟ ହୋଇଛି। ଯେଉଁପାଇଁ ବିଜେଡି ନେତାମାନଙ୍କ ମଧ୍ୟରେ ବହୁତ ଅସନ୍ତୋଷ ରହିଛି। ଆଜି ଏପରି କହିଛନ୍ତି ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଭାରୀ ଅଜୟ କୁମାର। ଗଣମାଧ୍ୟମକୁ ଶ୍ରୀ…

ବିଏସ୍‌ପି ଛାଡ଼ି ବିଜେପିରେ ଯୋଗ ଦେଲେ ସାଂସଦ ରିତେଶ ପାଣ୍ଡେ

ନୂଆଦିଲ୍ଲୀ: ଆଗାମୀ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବହୁଜନ ସମାଜ ପାର୍ଟି (ବିଏସ୍‌ପି)ର ଆମ୍ବେଦକର ନଗର ଲୋକସଭା ସାଂସଦ ରିତେଶ ପାଣ୍ଡେ ରବିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇ ନୂଆଦିଲ୍ଲୀରେ ଭାରତୀୟ ଜନତା ପାର୍ଟି (ବିଜେପି)ରେ ଯୋଗ ଦେଇଛନ୍ତି। ବିଏସପି…

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ମାଓବାଦୀ

ମାଲକାନଗିରି: ଛତିଶଗଡ ପୁଣି ମୁହାଁମୁହିଁ ହେଲେ ସୁରକ୍ଷାକର୍ମୀ-ମାଓବାଦୀ । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ମାଓବାଦୀ । ସେପଟେ ମାଓବାଦୀଙ୍କ ଗୁଳିରେ ଆହତ ହୋଇଛନ୍ତି ଜଣେ ଯବାନ । ଯବାନଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ରହିଛି ।…

ଆଗାମୀ ୩ ମାସ ପର୍ଯ୍ୟନ୍ତ ପ୍ରସାରିତ ହେବନି ‘ମନ୍ କି ବାତ୍’

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାସିକ ରେଡିଓ କାର୍ଯ୍ୟକ୍ରମ 'ମନ କି ବାତ୍' ଆସନ୍ତା ୩ ମାସ ପର୍ଯ୍ୟନ୍ତ ବନ୍ଦ ରହିବ। ଲୋକସଭା ନିର୍ବାଚନ ଥିବାରୁ ଆଚରଣ ବିଧି ଲାଗୁ ହେଉଥିବାରୁ ଏହି ପ୍ରୋଗ୍ରାମ ପ୍ରସାରିତ ହେବ ନାହିଁ। ଆଜି ରେଡିଓ କାର୍ଯ୍ୟକ୍ରମର…

ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରିଲା ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ

ଭୁବନେଶ୍ବର: ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ପକ୍ଷରୁ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରାଉ କରାଯାଇଛି। ମାଟ୍ରିକ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଅଭିଯୋଗରେ ମନ୍ତ୍ରୀଙ୍କ ବାସଭବନ ଘେରିଛି ଏବିଭିପି। ଏବିଭିପିର କାର୍ଯ୍ୟକର୍ତ୍ତାମାନେ ଏକାଠି ହୋଇ ମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ…

‘ମନ୍ କୀ ବାତ’ରେ ଓଡ଼ିଆ ଦମ୍ପତିଙ୍କୁ ଖୁବ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ‘ମନ୍ କୀ ବାତ୍’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ରେଡିଓ ଅଭିଭାଷଣରେ ଓଡ଼ିଶାର ଏକ ଦମ୍ପତିଙ୍କ ଉଲ୍ଲେଖନୀୟ ପ୍ରୟାସକୁ ପ୍ରଶଂସା କରିଛନ୍ତି। ଏକଦା ବେଙ୍ଗାଲୁରୁରେ ମ୍ୟାନେଜମେଣ୍ଟ ପ୍ରଫେସନାଲ ଥିବା ଜୟନ୍ତୀ ମହାପାତ୍ର ଓ ତାଙ୍କ ସ୍ୱାମୀ ବିରେନ ସାହୁ…