ସମ୍ବଲପୁରରେ ଭୀମ ଭୋଇ ଓ ଗଙ୍ଗାଧର ମେହେରଙ୍କ ଉପରେ ଡାକ ଟିକେଟ୍ ଉନ୍ମୋଚନ କଲେ କେନ୍ଦ୍ରମନ୍ତ୍ରୀ
ସମ୍ବଲପୁର: ଆଜି ସମ୍ବଲପୁର ବିଶ୍ୱବିଦ୍ୟାଳୟ ପରିସରରେ ସନ୍ଥକବି ଭୀମ ଭୋଇ ଓ ସ୍ୱଭାବ କବି ଗଙ୍ଗାଧର ମେହେର ଏବଂ ପଶ୍ଚିମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଉପରେ ୮ ଗୋଟି ଡାକ ଟିକେଟ ଉନ୍ମୋଚିତ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।…
