ଆପର ବଡ଼ ବିଜୟ: ଦଳୀୟ ପ୍ରାର୍ଥୀଙ୍କୁ ମେୟର ଘୋଷଣା କଲେ ସୁପ୍ରିମକୋର୍ଟ
ଚଣ୍ଡିଗଡ଼ ମେୟର ନିର୍ବାଚନକୁ ନେଇ ଲାଗିଥିବା ବିବାଦରେ ସୁପ୍ରିମକୋର୍ଟ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି। ଆପ ପକ୍ଷରୁ ମେୟର ନିର୍ବାଚନ ଲଢ଼ୁଥିବା କୁଲଦୀପ କୁମାରଙ୍କୁ ସର୍ବୋଚ୍ଚ ଅଦାଲତ ବିଜେତା ଘୋଷଣା କରିଛନ୍ତି। ଏହାର ଅର୍ଥ କୁଲଦୀପ ଚଣ୍ଡିଗଡ଼ ମେୟର ଭାବେ ଶପଥ ନେବେ। କୁଲଦୀପଙ୍କୁ…
