February 2024

ସୁବର୍ଣ୍ଣପୁରରେ ଆରମ୍ଭ ହେଲା ଲକ୍ଷ୍ମୀ ବସ୍ ସେବା, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ରେ ଆରମ୍ଭ ହେଲା ଲକ୍ଷ୍ମୀ ବସ୍ ସେବା । ଏହାକୁ ଆଜି ଭିସି ମାଧ୍ୟମରେ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଦ୍ୱାରା ଜିଲ୍ଲାର ସମସ୍ତ ୧୦୯ ଟି ପଚାଂୟତରୁ…

କୃଷକଙ୍କୁ ୫ ବର୍ଷ ପାଇଁ ପ୍ରସ୍ତାବ ଦେଲା କେନ୍ଦ୍ର

ଚାଷୀ ଆନ୍ଦୋଳନ ଜାରି ରହିଥିବା ବେଳେ କେନ୍ଦ୍ରମନ୍ତ୍ରୀମାନଙ୍କ ସହ କୃଷକମାନଙ୍କ ଆଲୋଚନା ସକାରତ୍ମକ ହୋଇଛି। ଏହି ଆଲୋଚନା ପରେ କୃଷକ ଆନ୍ଦୋଳନ ସାମାନ୍ୟ ଶାନ୍ତ ହୋଇଛି। ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବା MSP ଉପରେ ଗ୍ୟାରେଣ୍ଟି ଦାବି ନେଇ ଚାଷୀମାନେ…

ପ୍ରାର୍ଥୀଙ୍କୁ ଆଗୁଆ ଟିକେଟ ଦେବା ନେଇ ରାଜ୍ଯ କଂଗ୍ରେସର ବୈଠକ

ଭୁବନେଶ୍ୱର:ଅନଲାଇନ ଆବେଦନରେ ହଜାର ହଜାର ପ୍ରାର୍ଥୀ ଆବେଦନ କରିବା ପରେ କଂଗ୍ରେସ ଏବେ କେଉଁ ଯୋଗ୍ୟ ପ୍ରାର୍ଥୀ ବାଛିବା ସେ ନେଇ ଚାଳିଛି ତନାଘନା। ରାଜ୍ୟ କଂଗ୍ରେସର ଟିକେଟ କସରତ ଆଗୁଆ ଟିକେଟ ଦେବା ପାଇଁ ସୋମବାର କଂଗ୍ରେସର ବୈଠକ ବସିଛି।…

ଇସ୍ତଫା ଦେଲେ ଚଣ୍ଡିଗଡ଼ ମେୟର; ବିଜେପିରେ ମିଶିଲେ ଆପର ୩ ଜଣ କାଉନସିଲର

ଚଣ୍ଡିଗଡ଼ ମେୟର ଇଲେକ୍ସନରେ ଆସିଛି ଟ୍ୱିଷ୍ଟ। ​​ଭୋଟ୍ ଗଣତିରେ ଚଞ୍ଚକତା ଅଭିଯୋଗ କରି ଆପ୍ ସୁପ୍ରିମକୋର୍ଟରେ ପହଞ୍ଚିଥିବା ବେଳେ ଦଳର ତିନି ଜଣ ନବ ନିର୍ବାଚିତ କାଉନସିଲର ବିଜେପିରେ ଯୋଗ ଦେଇସାରିଲେଣି। ସେପଟେ ବିଜେପି ପକ୍ଷରୁ ବିଜୟୀ ହୋଇଥିବା ମେୟର ମନୋଜ…

‘ନୂଆ ଓଡ଼ିଶା’ କାର୍ଯ୍ୟକ୍ରମ ଅଧୀନରେ ଆରମ୍ଭ ହୋଇଛି ୨ ଦିନିଆ ‘ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ‘ନୂଆ ଓଡ଼ିଶା’ କାର୍ଯ୍ୟକ୍ରମ ଅଧୀନରେ ଭୁବନେଶ୍ୱ ଠାରେ ଆରମ୍ଭ ହୋଇଛି ଦୁଇ ଦିନିଆ ‘ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’ । ଏଥିରେ ବିଭିନ୍ନ ଶିଳ୍ପ କ୍ଷେତ୍ରର ୫୦୦ରୁ ଅଧିକ ପ୍ରମୁଖ ବ୍ୟକ୍ତିତ୍ବ, ୧୦୦ରୁ ଅଧିକ ବିଶିଷ୍ଟ…

ସୁଧୁରୁନି ସ୍ବାସ୍ଥ୍ୟାବସ୍ଥା, ଭୁବନେଶ୍ବର ଘରୋଇ ମେଡିକାଲକୁ ସ୍ଥାନାନ୍ତର ହେଲେ ବିଧାୟକ ଅନନ୍ତ ଦାସ

ଭୁବନେଶ୍ବର: ଭୋଗରାଇ ବିଧାୟକ ଅନନ୍ତ ଦାସ ଅସୁସ୍ଥ । ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ଭୁବନେଶ୍ବର ସ୍ଥିତ ଏକ ଘରୋଇ ଡାକ୍ତରଖାକୁ ସ୍ଥାନାନ୍ତର ହେଲେ ଭୋଗରାଇ ବିଧାୟକ ଅନନ୍ତ ଦାସ । ବୟସ ଅଧିକ କାରଣରୁ ସେ କିଛି ଦିନ ହେଲା ଅସୁସ୍ଥ ଥିଲେ…

ଆସନ୍ତାକାଲିଠୁ ମାଟ୍ରିକ ପରୀକ୍ଷା, ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ଵର: ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ପରୀକ୍ଷା । ମାର୍ଚ୍ଚ ୧୬ ଯାଏଁ ଚାଲିବ ପରୀକ୍ଷା । ଚଳିତ ଥର ୫ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ ୩ହଜାର ୪୭ଟି ସେଣ୍ଟରରେ ମାଟ୍ରିକ ପରୀକ୍ଷା ଦେବେ । ଏହାସହ ଦୁର୍ଗମ…

କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ: ସହରରେ ଲାଗିଛି ବ୍ୟାନର୍

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ ମିଳିଛି। ତାଙ୍କୁ ହତ୍ୟା ଧମକ ନେଇ ସହରର ଦୁଇଟି ସ୍ଥାନରେ ବ୍ୟାନର ଲାଗିଛି। ଏଥିରେ ୧୫ ଦିନ ମଧ୍ୟରେ ସାଲୁଜାଙ୍କୁ ହତ୍ୟା ନେଇ ଉଲ୍ଲେଖ ରହିଛି। କଣ୍ଟାବାଞ୍ଜି ପୁଲିସ ଏହାର…

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ମୃତ, ଜଣେ ଗୁରୁତର

କଳାହାଣ୍ଡି: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୨ ଜଣଙ୍କ ର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଗୁରୁତର ଅଛନ୍ତି । ଏଭଳି ଦୁଃଖଦ ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ଦାନିକାପେଲ ଗାଁରେ । ମୃତକ ଦୁଇ ଜଣ ମହିଳା…

୩ୟ ଟେଷ୍ଟ: ଭାରତର ସବୁଠୁ ବଡ଼ ଟେଷ୍ଟ ବିଜୟ, ଇଂଲଣ୍ଡକୁ ୪୩୪ ରନରେ ହରାଇଲା

ରାଜକୋଟ୍ : ରାଜକୋଟ ଟେଷ୍ଟରେ ବଡ଼ ବିଜୟ ହାସଲ କରିଛି ଭାରତ । ଇଂଲଣ୍ଡକୁ ୪୩୪ ରନର ବିଶାଳ ବ୍ୟବଧାନରେ ପରାସ୍ତ କରି ସିରିଜରେ ୨-୧ରେ ଆଗୁଆ ହୋଇଯାଇଛି ଟିମ୍ ଇଣ୍ଡିଆ । ଆଜିର ବିଜୟକୁ ଭାରତର ସବୁଠାରୁ ବଡ଼ ଟେଷ୍ଟ…