ସଙ୍କଟ ଟାଳିଲା କଂଗ୍ରେସ, ହିମାଚଳରେ ସୁଖୁ ହିଁ ରହିବେ ମୁଖ୍ୟମନ୍ତ୍ରୀ

ସିମଳା : ହିମାଚଳ ପ୍ରଦେଶରେ ଦେଖାଯାଇଥିବା ରାଜନୀତିକ ହଟଚମଟକୁ ବେଶ ଭଲ ଭାବେ ସମାଧାନ କରିଛି କଂଗ୍ରେସ। ଏଥିସହ ସୁଖବିନ୍ଦର ସିଂହ ସୁଖୁ ହିଁ ପୂର୍ବ ଭଳି ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ କାମ କରିବେ। ପର୍ଯ୍ୟବେକ୍ଷକମାନେ ସମସ୍ତ ବିଧାୟକଙ୍କ ସହ କଥା…

୧୯୯୩ ମୁମ୍ବାଇ ସିରିଜ ବିସ୍ଫୋରଣ: ମୁଖ୍ୟ ଅଭିଯୁକ୍ତ ସୟଦ ଅବଦୁଲ ନିର୍ଦ୍ଦୋଷରେ ଖଲାସ

ମୁମ୍ବାଇ : ୧୯୯୩ ମୁମ୍ବାଇ ସିରିଜ ବୋମା ବିସ୍ଫୋରଣ ଘଟଣାର ମୁଖ୍ୟ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ। ଆଜି ରାଜସ୍ଥାନର ଏକ ସ୍ପେଶାଲ କୋର୍ଟ ମୁଖ୍ୟ ଅଭିଯୁକ୍ତ ସୟଦ ଅବଦୁଲ କରିମକୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ପ୍ରମାଣ ଅଭାବରୁ ଅବଦୁଲ ଦୋଷମୁକ୍ତ ହୋଇଥିବା…

ସୋଲାର ଯୋଜନାକୁ କ୍ୟାବିନେଟ ଅନୁମତି, ମିଳିବ ୩୦୦ ୟୁନିଟ ମାଗଣା ବିଜୁଳି

ନୂଆଦିଲ୍ଲୀ : ନବୀକରଣ ଯୋଗ୍ୟ ଶକ୍ତିକୁ ପ୍ରୋତ୍ସାହିତ କରିବା ପାଇଁ ଆଜି କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା ଉପରେ ଆଜି କେନ୍ଦ୍ର କ୍ୟାବିନେଟର ମୋହର ବାଜିଛି। ଏହି ଯୋଜନା ଅଧୀନରେ ଛାତ…

ରାଇରଂଗପୁରରେ ‘ହୋଲିଡେ ହୋମ୍‌’ର ଶିଳାନ୍ୟାସ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଇରଂଗପୁର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ମୟୂରଭଂଜ ଜିଲ୍ଲାର ରାଇରଂଗପୁରରେ ‘ହୋଲିଡେ ହୋମ୍‌’ର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ସେ ରାଞ୍ଚି-ବିଜୟୱାଡା ୨୨୦ ନଂ ଜାତୀୟ ରାଜପଥର ଦୁଇ ଲ୍ୟାନ୍ ବିଶିଷ୍ଟ ବାଇପାସ୍ ରାସ୍ତା, ରାଇରଙ୍ଗପୁରରୁ ଯଶିପୁର ପର୍ଯ୍ୟନ୍ତ ୨୨୦ ନଂ…

ଶଙ୍ଖ ଭବନରେ ବୈଠକ ପରେ ନବୀନ ନିବାସ ଗଲେ ଦୁଇ ବିଧାୟକ

ଭୁବନେଶ୍ବର: ପୁରୀ ଜିଲ୍ଲା ସତ୍ୟବାଦୀକୁ ନେଇ ଦୁଇ ବିଧାୟକଙ୍କ ମଧ୍ୟରେ ଉପୁଜିଥିବା ବିବାଦ ନବୀନ ନିବାସରେ ପହଞ୍ଚିଛି। ସ୍ଥାନୀୟ ଶଙ୍ଖ ଭବନର ଆୟୋଜିତ ବୈଠକ ପରେ ବିଧାୟକ ଉମା ସାମନ୍ତରାୟ ଓ ସଂଜୟ ଦାସବର୍ମାଙ୍କ ସହିତ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ…

ବିଲ୍ ଗେଟସ୍‍ଙ୍କୁ କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ

ଭୁବନେଶ୍ୱର: ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍‍ ଗେଟସ୍‍ଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ ପ୍ରଦାନ କରାଯାଇଛି। ଆଜି ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ବିଲ୍‍ ଗେଟସ୍‍ଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ।…

ବାଲେଶ୍ୱରର ଶଙ୍ଖାରିରେ ମନ୍ମଥ-ମନୋଜ ସ୍ମୃତି ପୀଠ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବାଲେଶ୍ୱର ଜିଲ୍ଲାରେ ୨୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବା ସହିତ ମହାନ ବରପୁତ୍ର ମନ୍ମଥ ଦାସ ଓ ମନୋଜ ଦାସଙ୍କ ସ୍ମୃତି ପୀଠ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଉଭୟ ମନ୍ମଥ…

ମାର୍ଚ୍ଚ ୧ରେ କଂଗ୍ରେସର ‘ନବୀନ ହଟାଓ, ଓଡ଼ିଶା ବଞ୍ଚାଓ’ ଅଭିଯାନ

ଆସନ୍ତା ମାର୍ଚ୍ଚ ୧ ତାରିଖରେ ନବୀନ ନିବାସ ଘେରାଉ କରିବ ଯୁବ କଂଗ୍ରେସ। କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମିଳନୀରେ ‘ନବୀନ ହଟାଓ ଓଡ଼ିଶା ବଞ୍ଚାଓ’ ଲୋଗ ଉନ୍ମୋଚନ କରି ଏହି ସୂଚନା ଦେଇଛନ୍ତି ଯୁବ କଂଗ୍ରେସ ସଭାପତି ରଂଜିତ…

ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ବଦଳିଲେ ତିନି ଜିଲ୍ଲାର ଜିଲ୍ଲାପାଳ । ଆଜି ଜିଲ୍ଲାପାଳ ସ୍ତରରେ ଛୋଟ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ବାଲେଶ୍ୱର, ମୟୁରଭଞ୍ଜ ଏବଂ ପୁରୀ ଜିଲ୍ଲାପାଳଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର । ଏଥିସହ…

ଖିଚିଂରେ ମହାମହିମ; ମା’ କିଚକେଶ୍ବରୀଙ୍କୁ କଲେ ପୂଜାର୍ଚ୍ଚନା

ଭୁବନେଶ୍ବର: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୂରଭଞ୍ଜରେ ପହଞ୍ଚିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନ ଝାଡ଼ଖଣ୍ଡର ରାଞ୍ଚିରେ ଅବତରଣ କଲା ପରେ ସେଠାରୁ ଏକ ହେଲିକପ୍ଟରରେ ଆସି ହେଲିପ୍ୟାଡରେ ଐତିହାସିକ ଖିଚିଂରେ ପହଞ୍ଚିଛନ୍ତି। ଖିଚିଂରେ ପହଞ୍ଚିଲା…