ଚାଲାଣ ପୂର୍ବରୁ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର; କାର ଜବତ, ୨ ଅଭିଯୁକ୍ତ ଗିରଫ
ଭୁବନେଶ୍ବର/ବାମରା: ଦିନକୁ ଦିନ ଜଙ୍ଗଲ ଅବକ୍ଷୟ ହେବାକୁ ଯାଉଥିବା ବେଳେ ବନ୍ୟପ୍ରାଣୀମାନେ ମଧ୍ୟ ବିପଦରେ ପଡୁଛନ୍ତି। ବନ୍ୟପ୍ରାଣୀମାନେ ଶିକାରୀମାନଙ୍କ ନଜରରେ ରହୁଛନ୍ତି। ସମ୍ବଲପୁର ଜିଲ୍ଲା ପୁଲିସ ଓ ବାମରା ବନ ବିଭାଗର ସହଯୋଗରେ ସ୍ପେଶାଲ ଟାକ୍ସ ଫୋର୍ସ (ଏସ୍ଟିଏଫ୍) ଚଢ଼ଉ କରି…
