February 2024

କେନ୍ଦୁପତ୍ର ତୋଳାଳିଙ୍କ ବୋନସ୍ ବୃଦ୍ଧି କଲେ ରାଜ୍ୟ ସରକାର

ସମ୍ବଲପୁର: କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର । ବଢିଲା କେନ୍ଦୁପତ୍ର ତୋଳାଳିଙ୍କ ବୋନସ୍ । ୨୫ ପ୍ରତିଶତରୁ ୫୦ ପ୍ରତିଶତକୁ ବୋନସ୍ ବୃଦ୍ଧି କଲେ ରାଜ୍ୟ ସରକାର । ଉପକୃତ ହେବେ ୮ ଲକ୍ଷ ୫୦ ହଜାର ତୋଳାଳି ।…

ଦିଲ୍ଲୀରେ ଏକା ଲଢ଼ିବ ଆପ୍‌, ସଙ୍କେତ ଦେଲେ କେଜ୍ରିଓ୍ୱାଲ

ପଞ୍ଜାବ ପରେ ଦିଲ୍ଲୀରେ ମଧ୍ୟ ଇଣ୍ଡିଆ ମେଣ୍ଟକୁ ଲାଗିଛି ଝଟ୍‌କା। ଦିଲ୍ଲୀରେ ଏକା ଲଢ଼ିବ ଆମ୍‌ ଆଦ୍‌ମୀ ପାର୍ଟି। ଆଜି ଏଭଳି କିଛି ସଂକେତ ଦେଇଛନ୍ତି ଆପ୍‌ ସୁପ୍ରିମୋ ଅରବିନ୍ଦ କେଜ୍ରିଓ୍ୱାଲ। ଦିଲ୍ଲୀରେ ଇଣ୍ଡିଆ ମେଣ୍ଟର ବଡ଼ ସହଯୋଗୀ କଂଗ୍ରେସ ଓ…

ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା: ଅଭିଯୁକ୍ତ ଥାନାରେ ଅଟକ

ରାଉରକେଲା: ଗତକାଲି ବେଦବ୍ୟାସ ଆଇଡିସି ମାରେଙ୍ଗପିଢ଼ି ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଞ୍ଚଳ ଯୁବକ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ପରେ ତଣ୍ଟି ଚିପି ହତ୍ୟା କରିଥିବା ଜଣାପଡିଛି। ନାବାଳିକାଙ୍କ ଘର ଲହୁଣୀପଡା ଅଞ୍ଚଳରେ। ସେ ତାଙ୍କ ପରିବାର ସହ ମାରେଙ୍ଗପିଢ଼ିର…

ସୌରଭ ଗାଙ୍ଗୁଲିଙ୍କ ଘରୁ ଚୋରି

ପୂର୍ବତନ ଭାରତୀୟ କ୍ରିକେଟର ତଥା ବିସିସିଆଇର ପୂବତନ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କ ଘରୁ ଚୋରି। କଳାକନା ବୁଲାଇଲା ଚୋର। ନେଇଗଲା ଦେଢ଼ ଲକ୍ଷ ଟଙ୍କାର ମୋବାଇଲ ଫୋନ୍‌। ଏନେଇ ଖୋଦ୍‌ ଥାନାରେ ଅଭିଯୋଗ କରିଛନ୍ତି ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ସୌରଭ…

ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତାଙ୍କ ପରଲୋକ

ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକ ସାତକଡି ହୋତାଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା । ଗତ ଦୁଇ ଦିନ ତଳେ ସେ ଅସୁସ୍ଥ ଅନୁଭବ କରିଥିଲେ । ଖାଇବା ଛାଡ଼ି ଦେଇଥିଲେ । ଆଜି ସକାଳେ…

ସାମ୍ବାଦିକା ସାଗରିକା ଘୋଷ ଯିବେ ରାଜ୍ୟସଭା, ୪ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଟିଏମ୍‌ସି

ପଶ୍ଚିମବଙ୍ଗ ଶାସକ ଦଳ ତ୍ରୁଣମୂଳ କଂଗ୍ରେସ ଆଗାମୀ ରାଜ୍ୟସଭା ନିର୍ବାଚନ ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଦଳ ଏଥର ପୁଣି ଥରେ ସୁସ୍ମିତା ଦେବଙ୍କୁ ରାଜ୍ୟସଭା ଟିକେଟ୍‌ ଦେଇଛି। ଏଥିସହ ସାମ୍ବାଦିକା ସାଗରିକା ଘୋଷ, ମମତା ବାଲା…

ଥାନାରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ନିଜ ବେକ କାଟିଲେ ଗିରଫ ଯୁବକ

ମୟୂରଭଞ୍ଜ : ଥାନାରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ । ନିଜ ବେକ ନିଜେ କାଟିଲେ ଗିରଫ ଯୁବକ। ମୟୂରଭଞ୍ଜ ଜିଲ୍ଲା ବାରିପଦା ଟାଉନ ଥାନାରେ ଅଭାବନୀୟ ଘଟଣା ଘଟିଛି। ପରେ ବାରିପଦା ସ୍ଥିତ ପିଆରଏମ ହସ୍ପିଟାଲ ପରିସରରେ ଦେଖାଦେଇଛି ଉତ୍ତେଜନା। ଅଭିଯୋଗ…

ଉତ୍ତରାଖଣ୍ଡ ହିଂସା ଘଟଣାର ମାଷ୍ଟରମାଇଣ୍ଡ ଦିଲ୍ଲୀରୁ ଗିରଫ

ଉତ୍ତରାଖଣ୍ଡର ହଲଦ୍ୱାନୀ ହିଂସା ଘଟଣାର ମାଷ୍ଟରମାଇଣ୍ଡ ଅବଦୁଲ ମଲିକ ଗିରଫ। ଦିଲ୍ଲୀ ଏବଂ ଉତ୍ତରାଖଣ୍ଡ ପୁଲିସର ମିଳିତ ଟିମ୍ ଅବଦୁଲକୁ ଦିଲ୍ଲୀରୁ ଗିରଫ କରିଛି। ପୁଲିସ ଏହି ଘଟଣାରେ ପାଞ୍ଚ ଜଣଙ୍କୁ ଗିରଫ କରିବା ସହ ଏପର୍ଯ୍ୟନ୍ତ ୬୦ରୁ ଅଧିକ ଲୋକଙ୍କୁ…

ଆସନ୍ତା ୧୬ରେ ଦେଶବ୍ୟାପୀ ହରତାଳ

ଭୁବନେଶ୍ୱର: ଫେବ୍ରୁଆରୀ ୧୬ରେ ଦେଶବ୍ୟାପୀ ହରତାଳ, ଗ୍ରାମୀଣ ଭାରତ ବନ୍ଦ ଓ ଶିଳ୍ପ ଧର୍ମଘଟ ଡାକରା ଦିଆଯାଇଛି । କେନ୍ଦ୍ର ସରକାରଙ୍କ ଜନ ବିରୋଧୀ ଶ୍ରମିକ ଓ କୃଷକ ମାରଣ ନୀତିକୁ ବିରୋଧ କରି ସଂଯୁକ୍ତ କିଷାନ ମୋର୍ଚ୍ଚା, ଟ୍ରେଡ ୟୁନିଅନ…

ରାଜ ଶ୍ମଶାନରେ ଜଳିଲା ରାଣୀ ମାତାଙ୍କର ଜୁଇ

ପଞ୍ଚଭୂତରେ ବିଲୀନ ହେଲା ଖଲିକୋଟର ରାଣୀ ମାଆ ସୁଜ୍ଞାନ କୁମାରୀ ଦେଓଙ୍କ ପାର୍ଥୀବ ଶରୀର। ଖଲିକୋଟ ରାଜପରିବାର ଶ୍ମଶାନରେ ହିନ୍ଦୁ ରାଜକୀୟ ରୀତିନୀତିରେ ତାଙ୍କୁ ଅନ୍ତିମ ବିଦାୟ ଜଣାଇଛନ୍ତି ଶତାଧିକ ପ୍ରଶଂସକ, ଶୁଭେଚ୍ଛୁ ଏବଂ ଖଲିକୋଟ ଲୋକେ। ଲୁହରେ ସତେ ଯେମିତି…