ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମାଇକ୍ରୋସଫଟ ସହ ପ୍ରତିଷ୍ଠାତା ବିଲ୍ ଗେଟସ୍

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମାଇକ୍ରୋସଫଟ ସହ ପ୍ରତିଷ୍ଠାତା ବିଲ୍ ଗେଟସ୍ । ନବୀନ ନିବାସରେ ଉଭୟଙ୍କ ମଧ୍ୟରେ ସାକ୍ଷାତ ଆଲୋଚନା ହୋଇଛି । ଆଜି ସକାଳୁ ମାରାଥନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ପ୍ରଥମେ ବସ୍ତି ପରିଦର୍ଶନରୁ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ ।…

ଅଖିଳେଶଙ୍କୁ ସିବିଆଇ ସମନ

ଫସିଲେ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ସିଂହ ଯାଦବ। ତାଙ୍କ ପାଖକୁ ସମନ ପଠାଇଲା କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥ ତଥା ସିବିଆଇ। ବେଇଆନ ଖଣି ଖନନ ମାମଲାରେ ତାଙ୍କୁ ପଚରାଉଚରା କରିବା ପାଇଁ ସିବିଆଇ ସମନ ଜାରି କରିଛି। ସୂଚନା…

ଗୁଜରାଟରେ ଲାଗିଲା ପାକିସ୍ତାନ ଜାହାଜ; ବାହାରିଲା ୨ ହଜାର କୋଟି ଟଙ୍କାର ନିଶାଦ୍ରବ୍ୟ

ପାକିସ୍ତାନରୁ ଭାରତରକୁ ଚାଲାଣ ହେଉଥିଲା ନିଶାଦ୍ରବ୍ୟ। ଏଥିପାଇଁ ପ୍ରସ୍ତତ ହୋଇଥିଲା ବ୍ଲୁ- ପ୍ରିଣ୍ଟ । ଗୁଜରାଟ ଉପକୂଳରେ ଜାହାଜ ଲାଗିଥିବା ବେଳେ ସେଥିରୁ ବାହାରିଲା ପୁଳା ପୁଳା ନିଶାଦ୍ରବ୍ୟ। ଜବତ ନିଶାଦ୍ରବ୍ୟର ପରିମାଣ ୩,୩୦୦ କେଜି ହୋଇଥିବା ବେଳେ ଏହାର ଆନ୍ତର୍ଜାତୀୟ…

ଭୁବନେଶ୍ୱର ର ମା’ ମଙ୍ଗଳା ବସ୍ତି ବୁଲିଲେ ବିଲ୍ ଗେଟସ୍‌

ଭୁବନେଶ୍ବର: ଭୁବନେଶ୍ବରରେ ମାଇକ୍ରୋସଫ୍ଟ ସହ-ପ୍ରତିଷ୍ଠାତା ବିଲ ଗେଟସ । ଗତକାଲି ରାତିରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବାଗତ କରାଯାଇଥିଲା । କୃଷି ଓଡିଶା ପରିଦର୍ଶନ କରିବା ସହ ଏକାଧିକ କାର୍ଯ୍ୟକ୍ରମ ରହିଥିବାବେଳେ,…

ହିମାଚଳ ସରକାରରେ ଫାଟ, କାନ୍ଦି କାନ୍ଦି ଇସ୍ତଫା ଦେଲେ ମନ୍ତ୍ରୀ

ହିମାଚଳ ପ୍ରଦେଶ ସରକାରରେ ଦେଖାଦେଇଛି ହାଇ ଭୋଲଟେଜ ଡ୍ରାମା। ଏଠାରେ ଟଳ ମଳ ଅବସ୍ଥାରେ ରହିଛି ମୁଖ୍ୟମନ୍ତ୍ରୀଙ୍କ ଆସନ। ରାଜ୍ୟରେ କଂଗ୍ରେସ ସରକାର ସଂଖ୍ୟାଗରିଷ୍ଠତା ଥିବା ସତ୍ତ୍ୱେ ରାଜ୍ୟସଭା ଆସନ ବିଜେପି ହାତକୁ ଚାଲିଯାଇଛି। ଏହାକୁ ନେଇ ରାଜ୍ୟରେ ରାଜନୈତିକ ଉତ୍ତେଜନା…

ହୃଦଘାତରେ ଆଖି ବୁଜିଲେ ରାଜୀବ ଗାନ୍ଧି ହତ୍ୟାକାରୀ

ରାଜୀବ ଗାନ୍ଧି ହତ୍ୟାକାଣ୍ଡର ଅନ୍ୟତମ ଅଭିଯୁକ୍ତ ସନ୍ଥନ ଆଖି ବୁଜିଲେ। ଚେନ୍ନାଇସ୍ଥିତ ରାଜୀବ ଗାନ୍ଧି ସରକାରୀ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ଆଜି ସକାଳେ ହୃଦଘାତରେ ତାଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୫ ବର୍ଷ…

ଭୁବନେଶ୍ବରରେ ଉଦଘାଟନ ହେଲା ମିଶନ ଶକ୍ତି ବଜାର

ଭୁବନେଶ୍ବର : ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ଉତ୍ପାଦ ବିକ୍ରି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନୂଆ ଭେଟି। ଭୁବନେଶ୍ବରରେ ମିଶନ ଶକ୍ତି ବଜାରର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏସଏଚଜି ଉଦ୍ଯୋଗୀଙ୍କ ଆଶାକୁ ମିଶନ ଶକ୍ତି ବଜାର ଆହୁରି ମଜଭୁତ କରିବ ବୋଲି…

ବାରବାଟୀର ହେବ ନବୀକରଣ : ୩ ବର୍ଷ ମଧ୍ୟରେ ସରିବ କାମ, ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

କଟକ/ଭୁବନେଶ୍ବର : ବଦଳିବ ରାଜ୍ୟର ଏକମାତ୍ର ଅନ୍ତର୍ଜାତୀୟ କ୍ରିକେଟ ଭେନ୍ୟୁ ବାରବାଟୀ ଷ୍ଟାଡିୟମ ରୂପ। ବିଶ୍ବସ୍ତରୀୟ କ୍ରିକେଟ ଫିଲ୍ଡର ମାନ୍ୟତା ପାଇବ ବାରବାଟୀ। ଆଜି ବାରବାଟୀ ଷ୍ଟାଡିୟମ ନବୀକରଣର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମଙ୍ଗଳବାର ସନ୍ଧ୍ୟାରେ ଏକ ବର୍ଣ୍ଣାଢ଼୍ୟ…

ଏଣିକି ପ୍ରତିବର୍ଷ ହେବ ବାଘ ଗଣନା: ପିସିସିଏଫ୍

ଭୁବନେଶ୍ଵର; ଏଣିକି ରାଜ୍ୟରେ ପ୍ରତିବର୍ଷ ହେବ ବାଘ ଗଣନା । କ୍ୟାମେରା ଟ୍ରାପ ଜରିଆରେ ମହାବଳ ବାଘଙ୍କ ସ୍ଥିତି ଉପରେ ରହିବ ନଜର । ଏନେଇ ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ । ସୂଚନା ଅନୁସାରେ, ସର୍ବଭାରତୀୟ ବାଘ…

ବାପାକୁ ପିଟିପିଟି ହତ୍ୟା କଲା ପୁଅ

ସମ୍ବଲପୁର: ସମ୍ବଲପୁର ସଦର ଥାନା ଅନ୍ତର୍ଗତ ଘେନୁୁପାଲି ଗାଁରେ ଅଭାବନୀୟ ଘଟଣା ଘଟିଛି।  ବାପକୁ ହତ୍ୟା କରିଛି  ପୁଅ। ବାପକୁ ପିଟିପିଟି ହତ୍ୟା କରିବା ପରେ ଅଭିଯୁକ୍ତ ପୁଅ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ମୃତକଙ୍କ ନାଁ ଲିଙ୍ଗରାଜ କୁମୁରା ହୋଇଥିବାବେଳେ ଅଭିଯୁକ୍ତ…