ଅସୁସ୍ଥ ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟିବାକୁ ଚେନ୍ନାଇ ଗଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଚେନ୍ନାଇ ଯାଇଛନ୍ତି। ତାଙ୍କ ସହିତ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ…
