February 2024

ଉଦଯାପିତ ହେଲା ପ୍ରଥମ ସୋଆ ଅନ୍ତଜାର୍ତୀୟ ଗ୍ରାଣ୍ଡ୍ ମାଷ୍ଟର୍ସ ଚେସ୍

ଭୁବନେଶ୍ୱର: ଉଦ୍‌ଯାପିତ ହେଲା ପ୍ରଥମ ସୋଆ ଅନ୍ତଜାର୍ତୀୟ ଗ୍ରାଣ୍ଡ୍ ମାଷ୍ଟର୍ସ ଚେସ୍ । ଜିଏମ୍ ସାୟନ୍ତନ ଦାସ ସର୍ବାଧିକ ପଏଣ୍ଟ ରଖି ଚାମ୍ପିଅନ ହୋଇଥିବା ବେଳେ ଜିଏମ୍ ଦୀପ୍ତାୟନ ଘୋଷ ରନର୍ସ ଅପ୍ ହୋଇଛନ୍ତି । ଉଦ୍‌ଯାପନୀ ଉତ୍ସବରେ ସର୍ବଭାରତୀୟ ଚେସ୍…

ବଜେଟ୍ ଅଧିବେଶନ, ଗୃହରେ ଅଭିଭାଷଣ ରଖିଲେ ରାଜ୍ୟପାଳ ରଘୁବର ଦାସ

ଭୁବନେଶ୍ବର: ଷୋଡ଼ଶ ବିଧାନସଭାର ଶେଷ ଅଧିବେଶନ ଅ‌ାରମ୍ଭ ହୋଇଛି। ଅଧିବେଶନ ଆରମ୍ଭ ପୂର୍ବରୁ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା। ବିଧାନସଭାର ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ସହିଦ ଯବାନଙ୍କ ଉଦ୍ଦେଶ୍ୟରେ ଶୋକ ବ୍ୟକ୍ତ କଲେ ରାଜ୍ୟପାଳ…

ଅର୍ପଣ ରଥରୁ ସଂଗୃହୀତ ଚାଉଳରେ ପ୍ରସ୍ତୁତ ହେଲା ଖିରି, ଖିଛୁଡ଼ି ଓ କାନିକା

ପୁରୀ: ଅର୍ପଣ ରଥରୁ ସଂଗୃହୀତ ଚାଉଳରେ ମହାପ୍ରଭୁଙ୍କ ପାଇଁ ମହାପ୍ରସାଦ ପ୍ରସ୍ତୁତ ହୋଇଛି। ମହାପ୍ରଭୁଙ୍କଠାରେ ଲାଗି ହେବା ପରେ ଏହି ଖେଚୁଡ଼ିକୁ ଭକ୍ତମାନଙ୍କୁ ବଂଟାଯାଉଛି। ଶହେଟି କୁଡୁଆରେ ପ୍ରସାଦ ପ୍ରସ୍ତୁତ କରାଯାଇଛି। ଆଜି ଅପରାହ୍‌ଣ ଠାରୁ ରାତି ୮ଟା ପର୍ଯ୍ୟନ୍ତ ଭକ୍ତଙ୍କୁ…

ହୁ ହୁ ହୋଇ ଜଳୁଛି ଜଙ୍ଗଲ, ୪୬ ମୃତ

ହୁ ହୁ ହୋଇ ଜଳୁଛି ଜଙ୍ଗଲ। ମଧ୍ୟ ଚିଲିରେ ଜଙ୍ଗଲରେ ନିଆଁ ଲାଗି ଏହା ବିକରାଳ ରୂପ ଧାରଣ କରିଛି। ଜଙ୍ଗଲରେ ନିଆଁ ଲାଗି ପ୍ରାୟ ୪୬ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ନେଇ କୋକୁଆ ଭୟ ସୃଷ୍ଟି ହୋଇଛି। ସେପଟେ…

ଛତିଶଗଡକୁ ରପ୍ତାନି ହେବ କୋରାପୁଟର ଅଦା ଓ ହଳଦୀ

କୋରାପୁଟ : କୋରାପୁଟର ଚାଷୀଙ୍କ ପାଇ ଭଲ ଖବର । ଛତିଶଗଡକୁ ରପ୍ତାନି ହେବ କୋରାପୁଟର ଅଦା ଓ ହଳଦୀ। କୋରାପୁଟ ଜିଲ୍ଲାର କୃଷି ଉତ୍ପାଦକ ଗୋଷ୍ଠୀଙ୍କ ସହ ରାୟପୁରର ସନଫ୍ଲାଗ ଆଗ୍ରୋଟେକ କରିଛି ଚୁକ୍ତିନାମା । କୋରାପୁଟ ନିୟନ୍ତ୍ରିତ ବଜାର…

କ୍ରମାଗତ ୨ୟ ଦିନ ପାଇଁ ଇରାକ ଓ ସିରିଆରେ ଆମେରିକାର ଏୟାରଷ୍ଟ୍ରାଇକ୍

ବାଗଦାଦ୍ : ଇରାନର ରିଭୋଲ୍ୟୁସନରୀ ଗାର୍ଡ (ଆଇଆରଜିସି) ଏବଂ ଏହାର ସମର୍ଥିତ ମିଲିସିଆ ଗୋଷ୍ଠୀଙ୍କ ଆକ୍ରମଣରେ ୩ ଜଣ ସୈନିକଙ୍କ ମୃତ୍ୟୁରେ କ୍ଷୁବ୍ଧ ହୋଇଥିବା ଆମେରିକା କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଇରାକ ଏବଂ ସିରିଆର ବିଭିନ୍ନ ଟାର୍ଗେଟ ଉପରେ ଭୟଙ୍କର…

ଓଡ଼ିଶା ସରକାର ଓ JNU ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ

ନୂଆଦିଲ୍ଲୀ ଜବାହାରଲାଲ ନେହରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ରେ ଓଡ଼ିଆ ପାଠ୍ୟକ୍ରମରେ ବିଜୁ ପଟ୍ଟନାୟକଙ୍କ ସ୍ୱତନ୍ତ୍ର କେନ୍ଦ୍ର ପ୍ରତିଷ୍ଠା ହେବ। ସେଥିପାଇଁ ଆଜି ଓଡ଼ିଶା ସରକାର ଓ ଜେଏନ୍‌ୟୁ କର୍ତ୍ତୃପକ୍ଷ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷର ହୋଇଛି। ବୁଝାମଣା ପତ୍ର ସ୍ୱାକ୍ଷରିତ କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ…

ଜୋ ବାଇଡେନ ଏବଂ ଏଲନ ମସ୍କଙ୍କୁ ହତ୍ୟା ଧମକ; ଟେସଲା କର୍ମଚାରୀ ଗିରଫ

ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ ବିଶ୍ୱର ଅରବପତି ଏଲମ ମସ୍କଙ୍କୁ ହତ୍ୟା ଧମକ। ଧମକ ଦେଇଥିବା ମସ୍କଙ୍କ ଟେସଲା କମ୍ପାନୀର ଜଣେ କର୍ମଚାରୀଙ୍କୁ ଗିରଫ କରିଛି ପୁଲିସ। ଏନେଇ ଫକ୍ସ ନ୍ୟୁଜରେ ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟ ଅନୁସାରେ, 31…

ପଦ୍ମଶ୍ରୀ ବିଜେତାଙ୍କୁ ଭେଟିଲେ ମୋଦି

ସମ୍ବଲପୁର : ସମ୍ବଲପୁରରେ ପଦ୍ମଶ୍ରୀ ବିଜେତାମାନଙ୍କୁ ଭେଟି ଖୁସି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ଏହି ବ୍ୟକ୍ତିବିଶେଷଙ୍କ ଦେଶ ପ୍ରତି ବହୁ ଅବାଦନ ରହିଛି । ଏନେଇ ସେ ସୋସିଆଲ ମିଡିଆ Xରେ ପ୍ରଧାନମନ୍ତ୍ରୀ…

ଜେଲ୍‌ରେ ୩୬ କଏଦୀ HIV ପଜିଟିଭ୍‌ ଚିହ୍ନଟ

ଜେଲ୍‌ରେ ବନ୍ଦ ଥିବା ୩୬ ଜଣ କଏଦୀ HIV ପଜିଟିଭ ଚିହ୍ନଟ ହୋଇଛନ୍ତି। ଉତ୍ତରପ୍ରଦେଶ ଲକ୍ଷ୍ନୌର ଏକ ଜିଲ୍ଲା ଜେଲ୍‌ରୁ ସାମ୍ନାକୁ ଆସିଛି ଏଭଳି କିଛି ଘଟଣା। କଏଦୀମାନେ ଏଚ୍‌ଆଇଭିରେ ସଂକ୍ରମିତ ହେବା ପରେ ସ୍ୱାସ୍ଥ୍ୟ ବିଭାଗ ଏବଂ ଜେଲ୍ ପ୍ରଶାସନରେ…