୩ ଥାକିଆ ସୁରକ୍ଷା ବଳୟରେ ଓଡ଼ିଶା ବିଧାନସଭା
ଭୁବନେଶ୍ୱର: ସୋମବାରଠାରୁ ଆରମ୍ଭ ହେବାକୁ ଥିବା ବଜେଟ୍ ଅଧିବେଶନ ପାଇଁ ବିଧାନସଭାକୁ ତ୍ରିସ୍ତରୀୟ ସୁରକ୍ଷା ବଳୟରେ ରଖାଯାଇଛି। ରବିବାର ଭାରପ୍ରାପ୍ତ ପୁଲିସ ମହାନିର୍ଦ୍ଦେଶକ ଅରୁଣ ଷଡ଼ଙ୍ଗୀ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଶ୍ରୀ ଷଡ଼ଙ୍ଗୀଙ୍କ କହିବାନୁଯାୟୀ, ଏହି ସୁରକ୍ଷା ନେଟୱର୍କ କେବଳ…
