ବସ୍ ଧକ୍କାରେ ଚାଲିଗଲା ଦୁଇ ବାଇକ୍ ଆରୋହୀଙ୍କ ଜୀବନ

ନିଶ୍ଚିନ୍ତକୋଇଲି: କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସ୍ ଧକ୍କାରେ ଏଠାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ରାତି ପ୍ରାୟ ୧ଟା ବେଳେ ଏକ ବରଯାତ୍ରୀ ବସ୍(ନନ୍ଦଲାଲା) କେନ୍ଦ୍ରାପଡ଼ାରୁ କଟକ ଅଭିମୁଖେ…

ଘରର କାନ୍ଥରେ ପିଟି ହେଲା କାର୍: ଚାଲିଗଲା ୪ ସାଙ୍ଗଙ୍କ ଜୀବନ

ତିଗିରିଆ: କଟକ ଜିଲ୍ଲା ତିଗିରିଆ ଥାନା ଗଦାଧରପୁର ବିନ୍ଧାଣୀମା ରାସ୍ତାରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବିବାହ ଭୋଜି ଖାଇ ଫେରିବାବେଳେ ଏଠାରେ ଘରର କାନ୍ଥରେ ପିଟି ହେଲା କାର। ଏହାଫଳରେ ଅକାଳରେ ୪ ସାଙ୍ଗଙ୍କ…

ବାଲି ବୋଝେଇ ହାଇୱା ଧକ୍କାରେ ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

ଖୋର୍ଦ୍ଧା: ବେଗୁନିଆ -ବାଘମାରି- ଧଳାପଥର ରାସ୍ତାର ବଡ଼ବେରେଣା ଡୁମୁଣି ମନ୍ଦିର ନିକଟରେ ହାଇଓ୍ବା ଧକ୍କାରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ପୁରୁଷ ଗୁରୁତର ହୋଇଥିବା ଜଣାଯାଇଛି। ଉଭୟେ ସଂପର୍କରେ ପତିପତ୍ନୀ ବୋଲି ଜଣାଯାଇଛି। ସ୍ବାମୀଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ…

ଷ୍ଟାର୍ଟଅପ ପ୍ରସାର କ୍ଷେତ୍ରରେ ଓଡ଼ିଶା ଦେଶରେ ଆଗରେ ରହିଛି: ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ଓଡ଼ିଶା ଗସ୍ତରେ ଆସି ସମ୍ବଲପୁରରେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ, ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ଆଇଆଇଏମ ସମ୍ବଲପୁରର ନୂତନ କ୍ୟାମ୍ପସର ଲୋକାର୍ପଣ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସହ ସଭାରେ ଯୋଗ ଦେଇଥିଲେ…

ମୋଦୀଙ୍କ ଗ୍ୟାରେଣ୍ଟିର ଅର୍ଥ ଗ୍ୟାରେଣ୍ଟି ପୂରା ହେବାର ଗ୍ୟାରେଣ୍ଟି: ପ୍ରଧାନମନ୍ତ୍ରୀ

ସମ୍ବଲପୁର: ଓଡ଼ିଶାର ବିକାଶ ପାଇଁ ବିଜେପି ନେତୃତ୍ବ କେନ୍ଦ୍ର ସରକାର ଗୁରୁତ୍ବ ଦେଉଛନ୍ତି। ଗରିବ, ଯୁବ, ମହିଳା, ଚାଷୀଙ୍କୁ ସଶକ୍ତ କରିବା ପାଇଁ କେନ୍ଦ୍ର ସରକାର ବଜେଟ ପ୍ରସ୍ତୁତ କରିଛନ୍ତି। ମୋଦୀଙ୍କ ଗ୍ୟାରିଣ୍ଟିର ଅର୍ଥ ଗ୍ୟାରେଣ୍ଟି ପୂରା ହେବାର ଗ୍ୟାରେଣ୍ଟି ବୋଲି…

ଅଜଣା ରୋଗରେ ୩ ଦିନରେ ୪ ଜଣଙ୍କ ମୃତ୍ୟୁ! ତଦନ୍ତ ପାଇଁ ଗାଁରେ ପହଞ୍ଚିଲା ଟିମ୍‌

ରାୟଗଡ଼ା : ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ୍‌ କୁଚେଇପର ପଞ୍ଚାୟତର କେ. କୋରଳ ଗାଁରେ ଅଜଣା ରୋଗରେ ତିନି ଦିନରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକମାନେ ହେଉଛନ୍ତି- ଚମ୍ପା ସାହୁ, ଖଗ ଝଡ଼ିଆ, ଅଭି ଘଣ୍ଟିଆ ଓ…

ସମ୍ବଲପୁରରେ ୬୮ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଲେ ପ୍ରଧାନମନ୍ତ୍ରୀ

ସମ୍ବଲପୁର: ସମ୍ବଲପୁରରେ ୬୮ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ, ଲୋକାର୍ପଣ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ସମ୍ବଲପୁର ଆଇଆଇଏମ ନୂତନ କ୍ୟାମ୍ପସର ଲୋକାର୍ପଣ କରିଥିଲେ ପ୍ରଧାନମନ୍ତ୍ରୀ । ଓଡ଼ିଶାର ବିକାଶ ଯାତ୍ରା…

ରାଜ୍ୟ ସରକାର ସ୍ୱତନ୍ତ୍ର ଭାଷା ନୀତି ପ୍ରସ୍ତୁତ କରିବେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆମେ ଓଡ଼ିଆ, ଓଡ଼ିଆ ଆମ ଭାଷା, ଏହା ଆମର ପରିଚୟ। ଜନତା ମୈଦାନରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଉଦଘାଟନ କରିବା ଅବସରରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାଷା…

ପ୍ରଥମ ବିଶ୍ବ ଓଡ଼ିଆ ସମ୍ମିଳନୀ ଉଦଘାଟିତ: ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ପ୍ରଥମ ବିଶ୍ବ ଓଡ଼ିଆ ସମ୍ମିଳନୀ ଉଦଘାଟିତ ହୋଇଛି। ଏହି ଉତ୍ସବରେ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର, ସାହିତ୍ୟିକ ଡକ୍ଟର ସୀତାକାନ୍ତ ମହାପାତ୍ର, ଡକ୍ଟର ପ୍ରତିଭା ରାୟ ଓ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ ପ୍ରମୁଖ…

ଏମ୍‌ସ ଭୁବନେଶ୍ୱରରେ ଧର୍ମଶାଳା, ନୂତନ ଟ୍ରମା କେନ୍ଦ୍ର ସହ ଅତ୍ୟାଧୁନିକ ମେସିନ୍‌ ଉଦ୍‌ଘାଟିତ

ଭୁବନେଶ୍ୱର: ସ୍ୱାସ୍ଥ୍ୟ ସେବାକ୍ଷେତ୍ରରେ ପୁନର୍ବାର ଅନନ୍ୟ ଯୋଗଦାନ ପୂର୍ବକ ଏମ୍‌ସ ଭୁବନେଶ୍ୱର ପକ୍ଷରୁ ରୋଗୀସେବାରେ ଏକାଧିକ ନୂତନ ବ୍ୟବସ୍ଥା ଯୋଡ଼ିହୋଇଛି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମନସୁଖ୍‌ ମାଣ୍ଡଭିୟ ଆଜି ଆଭାସି କାର୍ଯ୍ୟକ୍ରମ ମାଧ୍ୟମରେ ଏମ୍‌ସ ଭୁବନେଶ୍ୱରର ଧର୍ମଶାଳା, ନୂତନ ଟ୍ରମା କେନ୍ଦ୍ର…