ଭାରସାମ୍ୟ ହରାଇଲା ପିକ୍‌ଅପ୍‌ ଭ୍ୟାନ୍‌; ୫ ଶ୍ରମିକ ମୃତ, ୨୫ରୁ ଊର୍ଦ୍ଧ୍ବ ଗୁରୁତର

ଗୋଲାମୁଣ୍ଡା: ଚାଷକାମରୁ ଶ୍ରମିକମାନଙ୍କୁ ନେଇ ଫେରୁଥିବା ପିକ୍‌ଅପ୍‌ ଭ୍ୟାନ୍‌ ରବିବାର ସନ୍ଧ୍ୟାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅଧୀନ ଡୋକରିପଡ଼ା ଠାରେ ଏହି ଅଘଟଣ ଘଟିଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୨୫ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଜିଲ୍ଲାର…

ମଦ ନିଶାରେ ନିଜର ୫ ମାସର ଶିଶୁପୁତ୍ରକୁ କଚାଡ଼ି ମାରି ଦେଲା ବାପା

ପାଇକମାଳ: ମଦ୍ୟପ ପିତାର ଉନ୍ନତ୍ତ କାଣ୍ଡ। ମଦ ନିଶାରେ ନିଜର ୫ମାସର ଶିଶୁ ପୁତ୍ରକୁ କଚାଡ଼ି ମାରି ଦେଲା। ଏଭଳି ଅବାବନୀୟ ଘଟଣା ଦେଖିବାକୁ ମିଳିଛି ବରଗଡ଼ ଜିଲ୍ଲା ପାଇକମାଳ ଥାନା ଚେରଙ୍ଗାଝାଞ୍ଜ ଗ୍ରାମରେ। ପୁଲିସ ଶବକୁ ଜବତ କରିଛି। ଶିଶୁର…

ମନ୍ଦିର ପ୍ରସାଦରୁ ମିଳିଲା ହାଡ଼ ଖଣ୍ଡ, ତଦନ୍ତ ନିର୍ଦ୍ଦେଶ

ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ମନ୍ଦିର ଶ୍ରୀସାଇଲମ ତଥା ମଲ୍ଲିକାର୍ଜୁନ ମନ୍ଦିର ପ୍ରସାଦରୁ ମିଳିଲା ହାଡ଼ ଖଣ୍ଡ। ଏହାକୁ ନେଇ ଚାରିଆଡେ ହଇଚଇ ସୃଷ୍ଟି ହୋଇଛି। ଏନେଇ ଅଭିଯୋଗ ହେବା ପରେ ମନ୍ଦିର ପ୍ରଶାସନ ତଦନ୍ତ ନିର୍ଦ୍ଦେଶ ଦେଇଛି। ହାଇଦ୍ରାବାଦର ହରିଶ ରେଡ୍ଡୀ ନାମକ ଜଣେ…

କେନ୍ଦୁପତ୍ର ତୋଳାଳିଙ୍କ ବୋନସ୍ ବୃଦ୍ଧି କଲେ ରାଜ୍ୟ ସରକାର

ସମ୍ବଲପୁର: କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର । ବଢିଲା କେନ୍ଦୁପତ୍ର ତୋଳାଳିଙ୍କ ବୋନସ୍ । ୨୫ ପ୍ରତିଶତରୁ ୫୦ ପ୍ରତିଶତକୁ ବୋନସ୍ ବୃଦ୍ଧି କଲେ ରାଜ୍ୟ ସରକାର । ଉପକୃତ ହେବେ ୮ ଲକ୍ଷ ୫୦ ହଜାର ତୋଳାଳି ।…

ଦିଲ୍ଲୀରେ ଏକା ଲଢ଼ିବ ଆପ୍‌, ସଙ୍କେତ ଦେଲେ କେଜ୍ରିଓ୍ୱାଲ

ପଞ୍ଜାବ ପରେ ଦିଲ୍ଲୀରେ ମଧ୍ୟ ଇଣ୍ଡିଆ ମେଣ୍ଟକୁ ଲାଗିଛି ଝଟ୍‌କା। ଦିଲ୍ଲୀରେ ଏକା ଲଢ଼ିବ ଆମ୍‌ ଆଦ୍‌ମୀ ପାର୍ଟି। ଆଜି ଏଭଳି କିଛି ସଂକେତ ଦେଇଛନ୍ତି ଆପ୍‌ ସୁପ୍ରିମୋ ଅରବିନ୍ଦ କେଜ୍ରିଓ୍ୱାଲ। ଦିଲ୍ଲୀରେ ଇଣ୍ଡିଆ ମେଣ୍ଟର ବଡ଼ ସହଯୋଗୀ କଂଗ୍ରେସ ଓ ଆମ୍‌…

ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା: ଅଭିଯୁକ୍ତ ଥାନାରେ ଅଟକ

ରାଉରକେଲା: ଗତକାଲି ବେଦବ୍ୟାସ ଆଇଡିସି ମାରେଙ୍ଗପିଢ଼ି ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଞ୍ଚଳ ଯୁବକ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ପରେ ତଣ୍ଟି ଚିପି ହତ୍ୟା କରିଥିବା ଜଣାପଡିଛି। ନାବାଳିକାଙ୍କ ଘର ଲହୁଣୀପଡା ଅଞ୍ଚଳରେ। ସେ ତାଙ୍କ ପରିବାର ସହ ମାରେଙ୍ଗପିଢ଼ିର…

ସୌରଭ ଗାଙ୍ଗୁଲିଙ୍କ ଘରୁ ଚୋରି

ପୂର୍ବତନ ଭାରତୀୟ କ୍ରିକେଟର ତଥା ବିସିସିଆଇର ପୂବତନ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କ ଘରୁ ଚୋରି। କଳାକନା ବୁଲାଇଲା ଚୋର। ନେଇଗଲା ଦେଢ଼ ଲକ୍ଷ ଟଙ୍କାର ମୋବାଇଲ ଫୋନ୍‌। ଏନେଇ ଖୋଦ୍‌ ଥାନାରେ ଅଭିଯୋଗ କରିଛନ୍ତି ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ସୌରଭ ଗାଙ୍ଗୁଲି।…

ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତାଙ୍କ ପରଲୋକ

ଭୁବନେଶ୍ୱର:  ବିଶିଷ୍ଟ ସାହିତ୍ୟିକ ସାତକଡି ହୋତାଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା । ଗତ ଦୁଇ ଦିନ ତଳେ ସେ ଅସୁସ୍ଥ ଅନୁଭବ କରିଥିଲେ । ଖାଇବା ଛାଡ଼ି ଦେଇଥିଲେ । ଆଜି ସକାଳେ…

ସାମ୍ବାଦିକା ସାଗରିକା ଘୋଷ ଯିବେ ରାଜ୍ୟସଭା, ୪ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଟିଏମ୍‌ସି

ପଶ୍ଚିମବଙ୍ଗ ଶାସକ ଦଳ ତ୍ରୁଣମୂଳ କଂଗ୍ରେସ ଆଗାମୀ ରାଜ୍ୟସଭା ନିର୍ବାଚନ ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଦଳ ଏଥର ପୁଣି ଥରେ ସୁସ୍ମିତା ଦେବଙ୍କୁ ରାଜ୍ୟସଭା ଟିକେଟ୍‌ ଦେଇଛି। ଏଥିସହ ସାମ୍ବାଦିକା ସାଗରିକା ଘୋଷ, ମମତା ବାଲା…

ଥାନାରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ନିଜ ବେକ କାଟିଲେ ଗିରଫ ଯୁବକ

ମୟୂରଭଞ୍ଜ   : ଥାନାରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ । ନିଜ ବେକ ନିଜେ କାଟିଲେ ଗିରଫ ଯୁବକ। ମୟୂରଭଞ୍ଜ ଜିଲ୍ଲା ବାରିପଦା ଟାଉନ ଥାନାରେ ଅଭାବନୀୟ ଘଟଣା ଘଟିଛି। ପରେ ବାରିପଦା ସ୍ଥିତ ପିଆରଏମ ହସ୍ପିଟାଲ ପରିସରରେ ଦେଖାଦେଇଛି ଉତ୍ତେଜନା। ଅଭିଯୋଗ ଅନୁଯାୟୀ,…