ରାଜ୍ୟସଭା ପାଇଁ ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେଡି

ଭୁବନେଶ୍ବର: ଆଜି ରାଜ୍ୟସଭା ଲାଗି ପ୍ରାର୍ଥୀ ଘୋଷଣା କରିଛି ବିଜେଡ଼ି। ୨ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେଡ଼ି। ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ବିଜେଡ଼ିର ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ବାରବାଟୀ- କଟକର ପୂର୍ବତନ ବିଧାୟ ହେଉଛନ୍ତି ଦେବାଶିଷ। …

ରାଜ୍ୟ କ୍ୟାବିନେଟ୍ : ରାସନକାର୍ଡ ହିତାଧିକାରୀଙ୍କୁ ମିଳିବ ୨ଟି ଝୋଟ ତିଆରି ବ୍ୟାଗ ସାଙ୍ଗକୁ ୧୦୦୦ ଟଙ୍କା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍‌‌ ବୈଠକ। ଏହି ବୈଠକରେ ୧୪ଟି ବିଭାଗର ୨୭ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିଛି। ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ବଡ ଘୋଷଣା କରାଯାଇଛି।  ଖାଦ୍ୟ ସୁରକ୍ଷା…

ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପିର ତିନି ବରିଷ୍ଠ ନେତା

ଭୁବନେଶ୍ୱର : ଶିବରାଜ ସିଂ ଚୌହାନଙ୍କ ଠୁ ଆରମ୍ଭ କରି ଜେ ପି ନଡ୍ଡା।ନୀତିନ ଗଡ଼କରୀଙ୍କ ଠୁ ରାଜନାଥ ସିଂ। ବିଜେପିର କେନ୍ଦ୍ରୀୟ ଟିମ୍ ଏବେ ଓଡ଼ିଶା ପାଇଁ ଚଲେଇଛି ଗୋଟି ଚାଳନା। ୨୪ ନିର୍ବାଚନ ପାଇଁ ଏବେଠୁ ଅଣ୍ଟା ଭିଡିଲାଣି…

ରାଜ୍ୟସଭା ଯିବେ ସୋନିଆ ଗାନ୍ଧି, ରାଏ ବରେଲୀରୁ ଲଢ଼ିବେ ପ୍ରିୟଙ୍କା!

କ୍ଷମତାକୁ ଫେରିବା ପାଇଁ ସଂଘର୍ଷ କରୁଥିବା କଂଗ୍ରେସ ଶିବିରରୁ ବଡ଼ ଖବର ସାମ୍ନାକୁ ଆସିଛି। ଆଉ ଲୋକସଭା ନିର୍ବାଚନ ଲଢ଼ି ନ ପାରନ୍ତି ଦଳର ହାଇକମାଣ୍ଡ ସୋନିଆ ଗାନ୍ଧି। ତଥାପି ସେ ସକ୍ରିୟ ରାଜନୀତିରେ ରହିବେ। ସେ ରାଜସ୍ଥାନରୁ ରାଜ୍ୟସଭା ଯିବେ…

ଏପ୍ରିଲ ୧୪ରେ ପାଳନ ହେବ ପଣା ସଂକ୍ରାନ୍ତି

ପୁରୀ: ପଣା ସଂକ୍ରାନ୍ତି ତଥା ଓଡିଆ ନବବର୍ଷ ପାଳନ ନେଇ ଦୂର ହେଲା ଦ୍ୱନ୍ଦ । ପାଞ୍ଜି ସମସ୍ୟା ନେଇ ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବସିଥିବା ସମୀକ୍ଷା ବୈଠକ ଶେଷ ହୋଇଛି । ବୈଠକରେ ଆସନ୍ତା ୧୪ ତାରିଖରେ ଶ୍ରୀମନ୍ଦିରରେ…

ମନୀଷ ସିସୋଦିଆଙ୍କୁ ମିଳିଲା ୩ ଦିନିଆ ଜାମିନ

ଆମ୍‌ ଆଦମୀ ପାର୍ଟି ନେତା ତଥା ଦିଲ୍ଲୀର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ମିଳିଲା ଆଶ୍ୱସ୍ତି। ଦିଲ୍ଲୀ ତଥା କଥିତ ଅବକାରୀ ନୀତି ଦୁର୍ନୀତି ମାମଲାରେ ଏକ ବର୍ଷ ଧରି ଜେଲ୍‌ରେ ବନ୍ଦ ଥିବା ଏହି ଆପ୍‌ ନେତାଙ୍କୁ ଶେଷରେ ମିଳିଛି…

ବଲାଙ୍ଗିର, ବରଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବଲାଙ୍ଗିର, ବରଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ହେଉଛି ଲୋକଙ୍କ ସରକାର…

ଫେବୃଆରୀ ୧୪ରେ କତାର ଯିବେ ପ୍ରଧାନମନ୍ତ୍ରୀ ମୋଦି

ଆସନ୍ତା ୧୪ ତାରିଖରେ କତାରର ଦୋହା ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଦୁଇ ଦିନିଆ ୟୁଏଇ ଗସ୍ତ ଶେଷ କରିବା ପରେ ଦୋହାରେ ପହଞ୍ଚିବେ ବୋଲି ଆଜି ବୈଦେଶିକ ମନ୍ତ୍ରଣାଳୟର ସଚିବ ବିନୟ କୱାତ୍ରା ସୂଚନା ଦେଇଛନ୍ତି। କତାର ଓ…

ଆସ୍ଥା ଭୋଟ୍‌ରେ ବାଜି ମାରିଲେ ନୀତୀଶ କୁମାର

ଆସ୍ଥା ଭୋଟ୍‌ରେ ବାଜି ମାରିଲେ ନୀତୀଶ କୁମାର। ବିହାର ମୁଖ୍ୟମନ୍ତ୍ରୀ ନୀତୀଶଙ୍କ ସପକ୍ଷରେ ପଡିଲା ୧୨୯ ଭୋଟ୍‌। ବିରୋଧୀଙ୍କ କକ୍ଷ ତ୍ୟାଗ ଯୋଗୁ ବିଜେପି, ଜେଡିୟୁ ମେଣ୍ଟ ବିପକ୍ଷରେ ଗୋଟିଏ ବି ଭୋଟ୍‌ ପଡିନି। ତେବେ ଆର୍‌ଜେଡିର  ତିନି ଜଣ ବିଧାୟକ ଦଳ…

ନିଶା ମାଫିଆଙ୍କୁ ଗୋଡେଇ ଗୋଡେଇ ଧରିଲା ସ୍ପେଶାଲ କ୍ରାଇମ ୟୁନିଟ୍

ଭୁବନେଶ୍ୱର : ଫିଲ୍ମ ଷ୍ଟାଇଲରେ ପୋଲିସ୍ ଅପରାଧୀ ମୁହାଁମୁହିଁ  । ନିଶା ମାଫିଆଙ୍କୁ ଗୋଡେଇ ଗୋଡେଇ ଧରିଲା ସ୍ପେଶାଲ କ୍ରାଇମ ୟୁନିଟ୍ । ପିତାପଲ୍ଲୀରୁ ପାହାଳ ଯାଏଁ ଚାଲିଲା ପୋଲିସ୍ ମାଫିଆ ଚକାପଞ୍ଝା । ଦାମୀ ଗାଡ଼ିରେ ମାଫିଆ କରୁଥିଲେ ଗଞ୍ଜେଇ ଚୋରା…