ଚାଷୀଙ୍କ ବିଶାଳ ‌ଆନ୍ଦୋଳନ ଜାରି, କାଲି କେନ୍ଦ୍ର ସହ ପୁଣି ଆଲୋଚନା

ପୁଲିସ୍‌ ଓ ପ୍ରଶାସନର ସବୁ ପ୍ରକାରର ବଳପ୍ରୟୋଗ ସତ୍ତ୍ୱେ ନିଜର ହକ ପାଇଁ ଲଢ଼େଇ କରୁଥିବା ଚାଷୀମାନେ ସେମାନଙ୍କ ଦିଲ୍ଲୀ ଚାଲୋ ଆନ୍ଦୋଳନ ଜାରି ରଖିଛନ୍ତି। ମଙ୍ଗଳବାର ରାତିରେ ଚାଷୀମାନେ ସେମାନଙ୍କ ଆନ୍ଦୋଳନକୁ ସାମୟିକ ଭାବେ ବନ୍ଦ ରଖିଥିଲେ। ହେଲେ ଆଜି…

ପ୍ରଭୁ ରାମଙ୍କ ମନ୍ଦିରକୁ ନେଇ ମୋଦୀଙ୍କୁ ଚିଠି ଲେଖିଲେ ଶିଳ୍ପା

ନୂଆଦିଲ୍ଲୀ: ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏକ ଚିଠି ଲେଖିଛନ୍ତି। ଉକ୍ତ ଚିଠିକୁ ସେ ବିଜେପିର ଅଫିସିଆଲ ଟୁଇଟର ଆକାଉଣ୍ଟରେ ସେୟାର ବି କରିଛନ୍ତି।  ଏହି ଚିଠିରେ ଶିଳ୍ପା ପ୍ରଧାନମନ୍ତ୍ରୀଙ୍କ ରାମମନ୍ଦିର ନିର୍ମାଣକୁ ‌ନେଇ କୃତଜ୍ଞତା ଜଣାଇଛନ୍ତି।…

ସୀମାରେ ଗୁଳିମାଡ଼ କଲା ପାକିସ୍ତାନ, ଦୃଢ଼ ଜବାବ ଦେଲା ଭାରତ

କିଛି ଦିନର ବ୍ୟବଧାନ ପରେ ସୀମାରେ ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି ପାକିସ୍ତାନ। ଜମ୍ମୁ ସ୍ଥିତ ଅନ୍ତର୍ଜାତୀୟ ସୀମାରେ ପାକିସ୍ତାନ ସେନା ପକ୍ଷରୁ ଗୁଳିମାଡ଼ କରାଯାଇଛି। ସୀମାରେ ମୁତୟନ ହୋଇଥିବା ବିଏସ୍‌ଏଫ ଯବାନଙ୍କୁ ଟାର୍ଗେଟ କରି ହୋଇଥିବା ଗୁଳି ମାଡ଼ରେ ଭାରତର କୌଣସି…

ଅବକାରୀ ଦୁର୍ନୀତି ମାମଲାରେ ଅରବିନ୍ଦ କେଜ୍ରିୱାଲଙ୍କୁ ଜାରି ହେଲା ଷଷ୍ଠ ସମନ

ନୂଆଦିଲ୍ଲୀ: ବେଆଇନ ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପ୍‌ ମୁଖ୍ୟ ଅରବିନ୍ଦ କେଜ୍ରିଓ୍‌ାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବୁଧବାର ଆଉ ଏକ ସମନ ଜାରି କରିଛି। ତାଙ୍କୁ ଗିରଫ କରିବା ପାଇଁ ଏହା ବେଆଇନ ପ୍ରୟାସ ବୋଲି ଦର୍ଶାଇ ଇଡି…

ଥମୁନି ସନ୍ଦେଶଖାଲି ହଙ୍ଗାମା, ପୁଲିସ ସହ ଧସ୍ତାଧସ୍ତି ବେଳେ ବିଜେପି ନେତା ଆହତ

ପଶ୍ଚିମବଙ୍ଗର ସନ୍ଦେଶଖାଲିରେ ହୋଇଥିବା ହିଂସାକୁ ନେଇ ଥମୁନି ହଙ୍ଗାମା। ତ୍ରୁଣମୂଳ କଂଗ୍ରେସ ନେତା ଶାଜାହାନ ଶେଖ ଓ ତାଙ୍କ ସହଯୋଗୀମାନେ ମହିଳାଙ୍କ ଉପରେ କରିଥିବା ଯୌନ ନିର୍ଯାତନା ବିରୋଧରେ ସନ୍ଦେଶଖାଲିରେ ଆରମ୍ଭ ହୋଇଥିବା ହିଂସା ଦିନକୁ ଦିନ ଉଗ୍ର ରୂପ ନେଉଛି।…

ଗୁଜରାଟରୁ ଜେପି ନଡ୍ଡା ଓ ମହାରାଷ୍ଟ୍ରରୁ ରାଜ୍ୟସଭା ଯିବେ ଅଶୋକ ଚୌହାନ

ମହାରାଷ୍ଟ୍ରରୁ ରାଜ୍ୟସଭା ଯିବେ କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଇଥିବା ଅଶୋକ ଚୌହାନ। ସେହିପରି ଗୁଜରାଟରୁ ରଜ୍ୟସଭାକୁ ଯିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ରାଜ୍ୟ ସଭା ନିର୍ବାଚନ ପାଇଁ ବିଜେପି ତା'ର ପ୍ରକାଶ କରିଥିବା ତୃତୀୟ ପାର୍ଥୀ ତାଲିକାରୁ…

ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ବର : ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଅଶ୍ବିନୀ ବୈଷ୍ଣବଙ୍କ ସହ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଓ ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀ ଉପସ୍ଥିତ ଥିଲେ। ଦର୍ଶନ ପରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ…

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହେଲା ସମ୍ ହସ୍ପିଟାଲର ନୂଆ କ୍ୟାମ୍ପସ

ଭୁବନେଶ୍ୱର: ଦକ୍ଷିଣ ଓଡିଶାର ଜନସାଧାରଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ସ୍ଥାପିତ ହୋଇଥିବା ସମ୍ ହସ୍ପିଟାଲର ଶିତଳାପଲ୍ଲୀ କ୍ୟାମ୍ପସ୍‌କୁ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଦୀର୍ଘ ୧୯ ବର୍ଷରୁ…

ନିର୍ବାଚନ ପାଇଁ ପୋଲିସର ପ୍ରସ୍ତୁତି, ଦାଗୀଙ୍କୁ କରାଯିବ ତଡ଼ିପାର୍

ଭୁବନେଶ୍ବର: ତଡ଼ିପାର ହେବେ ପେସାଦାର ଅପରାଧୀ । ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ଶାନ୍ତି ଶୃଙ୍ଖଳାର ସହ କରିବାପାଇଁ ଭୁବନେଶ୍ବର ସହରାଞ୍ଚଳ ପୋଲିସର ପ୍ରସ୍ତୁତି ବୈଠକ। ଡିସିପି ପ୍ରତୀକ ସିଂହ ଙ୍କ ନେତୃତ୍ୱରେ ବୈଠକ ଅନୁଷ୍ଠିତ ହୋଇଛି । ପେସାଦାର ଓ ଅଭ୍ୟାସଗତ…

ବୁଣାକାରଙ୍କ କଲ୍ୟାଣ ପାଇଁ ନୂଆ ଯୋଜନା, ମାସକୁ ପାଇବେ ୨୦୦୦ ଟଙ୍କା ସହାୟତା

ଭୁବନେଶ୍ବର: ରାଜ୍ୟର ବରିଷ୍ଠ ବୁଣାକାର ଓ ହସ୍ତଶିଳ୍ପ କାରିଗରମାନଙ୍କ ପାଇଁ ଖୁସି ଖବର ଆସିଛି। ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଯୋଜନା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନାରେ…