ରାଜ୍ୟ କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମୋହର, ଏସଏଚଜି ମହିଳାଙ୍କୁ ମିଳିବ ହଜାରେ ଟଙ୍କା

ଭୁବନେଶ୍ବର: ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ୧୨ ପ୍ରସ୍ତାବ ଉପରେ ମୋହର ବାଜିଛି। ରାଜ୍ୟର ମିଶନ ଶକ୍ତି ଅଧୀନରେ ଥିବା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ(ଏସଏଚଜି) ସଦସ୍ୟାଙ୍କୁ…

ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲାରେ ଗଡ଼ିଲା ଲକ୍ଷ୍ମୀ ବସ୍‌

ଭୁବନେଶ୍ୱର : ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲାରେ ଗଡ଼ିଲା ଲକ୍ଷ୍ମୀ ବସ । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ…

ହାଇକୋର୍ଟରେ ରତ୍ନଭଣ୍ଡାର ମାମଲା, ୪ ସପ୍ତାହ ମଧ୍ୟରେ କମିଟି ଅଧ୍ୟକ୍ଷ ନିଯୁକ୍ତି ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ

ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପାଇଁ ଫିଟିଲା ବାଟ। ରତ୍ନଭଣ୍ଡାର ଖୋଲି ଏଥିରେ ଗଚ୍ଛିତ ଥିବା ରତ୍ନ ଅଳଙ୍କାର ହିସାବ ପାଇଁ କମିଟି ଅଧ୍ୟକ୍ଷ ନିଯୁକ୍ତି ପାଇଁ ୪ ସପ୍ତାହର ସମୟ ଦେଲେ ହାଇକୋର୍ଟ। ସୁପ୍ରିମକୋର୍ଟ କିମ୍ବା ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କୁ…

‍ବିଜେଡିରେ ମିଶିଲେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି

ଭୁବନେଶ୍ୱର : କେନ୍ଦ୍ରାପଡ଼ା ରାଜନୀତିରେ ନୂଆ ସମୀକରଣ। ବିଜେଡିରେ ମିଶିଲେ ରାଜନଗରର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି। ରାଜନଗର ନିର୍ବାଚନମଣ୍ଡଳୀର ହଜାର ହଜାର ସମର୍ଥକଙ୍କ ସହ ଶଂଖ ଭବନରେ ବିଜେଡିରେ ଆନୁଷ୍ଠାନିକ ଭାବେ ଯୋଗ ଦେଇଛନ୍ତି । ହଜାର ହଜାର ସମର୍ଥକଙ୍କ…

ମାହାଙ୍ଗା ଡବଲ ମର୍ଡର ଘଟଣା: ଓହରିଲେ ବିଚାରପତି, ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ  : ମାହାଙ୍ଗା ଡବଲ ମର୍ଡର ଘଟଣା । ହାଇକୋର୍ଟରେ ବିଧାୟକ ପ୍ରତାପ ଜେନାଙ୍କ ମାମଲାର ଶୁଣାଣି ଆଉ କରିବେ ନାହିଁ ଜଷ୍ଟିସ ବିପି ରାଉତରାୟ । ବିଚାରପତି ଜଷ୍ଟିସ୍ ବି.ପି ରାଉତରାୟ ଶୁଣାଣିରୁ ଓହରି ଯାଇଛନ୍ତି । ଏବେ ମାମଲାର ଶୁଣାଣି…

ପୁଣିଥରେ କଂଗ୍ରେସକୁ ଟାର୍ଗେଟ କଲେ ମୋଦି

ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି କଂଗ୍ରେସ ବିରୋଧରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ୱର ସେତିକି ଶାଣିତ ହେବାରେ ଲାଗିଛି। ସଂସଦ ଭିତରେ ଓ ବାହାରେ ପ୍ରଧାନମନ୍ତ୍ରୀ ମୋଦି ସିଧାସଳଖ କଂଗ୍ରେସ ଉପରେ ହମଲା ଆରମ୍ଭ କରିଦେଇଛନ୍ତି। ଏହିକ୍ରମରେ ଆଜି ପୁଣିଥରେ…

ମୁଜାଫରନଗରରେ ୪ ଟାଇମ୍‌ ବୋମା ସହିତ ଧରାପଡ଼ିଲେ ଯୁବକ

ଉତ୍ତର ପ୍ରଦେଶର ମୁଜାଫରନଗରରେ ୪ ଟାଇମ୍‌ ବୋମା ସହିତ ଜଣେ ସନ୍ଦିଗ୍ଧ ଯୁବକଙ୍କୁ ଗିରଫ କରାଯାଇଛି । ଧରାପଡ଼ିଥିବା ଯୁବକଙ୍କ ନାମ ଜାଭେଦ ଶେଖ । ଏସ୍‌ଟିଏଫ୍‌ ମେରଠ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଅଭିଯୁକ୍ତଙ୍କ ପାଖରୁ ୪ଟି ବୋତଲ…

ହରିଆଣାର ଶମ୍ଭୁ ସୀମାରେ ଆନ୍ଦୋଳନରତ କୃଷକଙ୍କ ହୃଦଘାତରେ ମୃତ୍ୟୁ

ନୂଆଦିଲ୍ଳୀ: ପଞ୍ଜାବ ଏବଂ ହରିୟାଣାର ଶମ୍ଭୁ ସୀମାରେ କୃଷକଙ୍କ ବିରୋଧ ପ୍ରଦର୍ଶନ ମଧ୍ୟରେ ଜଣେ ବୃଦ୍ଧ ଚାଷୀ ପ୍ରାଣ ହରାଇଛନ୍ତି । ଶୁକ୍ରବାର ସକାଳେ ହୃଦଘାତରେ ତାଙ୍କର ଦେହାନ୍ତ ଘଟିଛି । ମୃତ ଚାଷୀ ହେଲେ, ୭୮ ବର୍ଷୀୟ ଜ୍ଞାନ ସିଂ…

ଦିଲ୍ଲୀ ଆଇଆଇଟି ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ନୂଆଦିଲ୍ଲୀ: ଦିଲ୍ଲୀର ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଆଇଆଇଟି)ର ଜଣେ ଏମ୍‌ଟେକ୍‌ ଛାତ୍ରଙ୍କ ମୃତଦେହ ତାଙ୍କ ହୋଟେଲ୍‌ ରୁମ୍‌ ଭିତରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି। ଛାତ୍ର ଜଣକ ଆତ୍ମହତ୍ୟା କରିଥିବା ପୁଲିସ ସନ୍ଦେହ କରୁଛି। ଜଣେ ପୁଲିସ୍‌ ଅଧିକାରୀ ସୂଚନା…

ପେଟିଏମ୍ ଫାଷ୍ଟଟ୍ୟାଗକୁ ନେଇ ଏନଏଚଏଆଇର ବଡ ନିଷ୍ପତ୍ତି, ପ୍ରଭାବିତ ହେବେ ୨ କୋଟି ୟୁଜର୍ସ

ନୂଆଦିଲ୍ଲୀ: ନ୍ୟାସନାଲ ହାଇୱେ ଅଥରିଟି ଅଫ୍ ଇଣ୍ଡିଆ (NHAI) ପକ୍ଷରୁ ଫାଷ୍ଟଟ୍ୟାଗ୍ ବ୍ୟବହାରକାରୀଙ୍କ ପାଇଁ ଆଡଭାଇଜରୀ ଜାରି କରାଯାଇଛି । ଏହି ସଂସ୍ଥା ୩୨ ଟି ବ୍ୟାଙ୍କର ଏକ ତାଲିକା ପ୍ରସ୍ତୁତ କରିଛି । ବ୍ୟବହାରକାରୀଙ୍କୁ କେବଳ ଏହି ବ୍ୟାଙ୍କଗୁଡ଼ିକରୁ ଫାଷ୍ଟଟ୍ୟାଗ…