ଇସ୍ରୋର ଇନସାଟ୍-3DS ଉତକ୍ଷେପଣ ସଫଳ

ମହାକାଶ ଗବେଷଣା କ୍ଷେତ୍ରରେ ଇସ୍ରୋକୁ ଆଉ ଏକ ସଫଳତା। ପାଣିପାଗ ଉପଗ୍ରହ ଇନସାଟ୍-3DSର ଉତକ୍ଷେପଣ ସଫଳ ହୋଇଛି। ଆଜି ଆନ୍ଧ୍ରପ୍ରଦେଶ ସ୍ଥିତ ଶ୍ରୀହରିକୋଟା ଶତୀଶ ଧାୱନ ସ୍ପେଶ୍ ସେଣ୍ଟରରୁ INSAT-3DSର ସଫଳତାପୂର୍ବକ ଉତକ୍ଷେପଣ କରିଛି ଇସ୍ରୋ। ଜିଓସିଙ୍କ୍ରୋନସ୍ ସାଟେଲାଇଟ୍ ଲଞ୍ଚ ଭେଇକିଲ୍ GSLV-14…

ବିଜେପିରେ ଯୋଗ ଦେବା ନେଇ ଏଭଳି କହିଲେ କମଲନାଥ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା କମଲନାଥ କଂଗ୍ରେସ ଛାଡି ବିଜେପିରେ ଯୋଗଦାନ କରିବେ ବୋଲି ଚର୍ଚ୍ଚା ଜୋର ଧରିଛି | ତେବେ ଏହି ଚର୍ଚ୍ଚା ଭିତରେ ଏବେ ନିଜେ କମଲନାଥ ଏନେଇ ବୟାନ ଦେଇଛନ୍ତି |…

ମଧ୍ୟାହ୍ନଭୋଜନ ପାଚିକା-ସହାୟିକାଙ୍କ ପାରିଶ୍ରମିକ ଓ କୃଷକସାଥୀଙ୍କ ସହାୟତା ରାଶି ବଢ଼ିଲା

ସାଧାରଣ ନିର୍ବାଚନ ପୂର୍ବରୁ କ୍ଷମତାସୀନ ବିଜେଡି ସରକାର ସବୁ ବର୍ଗକୁ ଖୁସି କରିବାକୁ ଜୋରଦାର ଉଦ୍ୟମ ଆରମ୍ଭ କରିଛନ୍ତି । ଆଜି କୃଷକସାଥୀ, ମଧ୍ୟାହ୍ନଭୋଜନରେ କାର୍ଯ୍ୟରତ ପାଚିକା ଓ ସହାୟିକାମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି । ଗତ କିଛିଦିନ ଧରି ରାଜ୍ୟ…

ଗୀତିକାର ଗୁଲଜାରଙ୍କ ସମେତ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟଙ୍କୁ ମିଳିବ ଜ୍ଞାନପୀଠ ପୁରସ୍କାର

ନୂଆଦିଲ୍ଲୀ: ପ୍ରସିଦ୍ଧ ଗୀତିକାର ଗୁଲଜାର ଏବଂ ସଂସ୍କୃତ ପଣ୍ଡିତ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟଙ୍କୁ ୫୮ତମ ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ କରାଯିବ। ଜ୍ଞାନପୀଠ ଚୟନ କମିଟି ଶନିବାର ଉଭୟ ନାମ ଘୋଷଣା କରିଛି। ଜ୍ଞାନପୀଠ ପୁରସ୍କାର ହେଉଛି ଭାରତର ସର୍ବୋଚ୍ଚ ସାହିତ୍ୟିକ ପୁରସ୍କାର |…

ଦେଶକୁ ବିଜେପି ମୁକ୍ତ କରିଦେବୁ: କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ବିଜେପିକୁ ଟାର୍ଗେଟ କରିଛନ୍ତି। ଦିଲ୍ଲୀ ବିଧାନସଭାରେ ଆସ୍ଥା ଭୋଟ୍ ଉପରେ ସେ କହିଛନ୍ତି, “ବିଜେପି ପାଇଁ ସବୁଠାରୁ ବଡ ଆହ୍ୱାନ ହେଉଛି ଆମ୍ ଆଦମୀ ପାର୍ଟି। ଆଜି ଯଦି ବିଜେପି କାହାକୁ ଭୟ କରେ…

ବାଣ କାରଖାନାରେ ଲାଗିଲା ନିଆଁ, ବିସ୍ଫୋରଣରେ ୧୦ ଜଣଙ୍କର ମୃତ୍ୟୁ

ଚେନ୍ନାଇ: ଆଜି ତାମିଲନାଡୁର ବିରୁଧନଗର ଜିଲ୍ଲାର ଏକ ବାଣ ତିଆରି କାରଖାନାରେ ନିଆଁ ଲାଗି ବିସ୍ଫୋରଣ ଘଟିଛି | ଏହି ଦୁର୍ଘଟଣାରେ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ ଶନିବାର ତାମିଲନାଡୁର ବିରୁଧନଗର ଜିଲ୍ଲାର ଭେମ୍ବାକୋଟାଇ…

ପୋଖରୀରେ ଗାଧୋଇବା ବେଳେ ପାଣିରେ ବୁଡ଼ି ଦୁଇ ନାବାଳକଙ୍କ ମୃତ୍ୟୁ

କଳାହାଣ୍ଡି : ଦୁଇ ନାବାଳକଙ୍କ ସଲିଳ ସମାଧି । ପୋଖରୀରେ ବୁଡି ଗଲା ଦୁଇ ଜଣଙ୍କ ଜୀବନ । କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ଗାଁରେ ଅଘଟଣ ଘଟିଛି। ମୃତକ ହେଲେ ଆସମାନ ନାଏକ ଓ ସାନ୍ତନୁ ନାଏକ। ଦୁଇଜଣ…

ଉଭୟ ଲୋକସଭା ଓ ବିଧାନସଭା ପାଇଁ ଆମେ ପ୍ରସ୍ତୁତ ଅଛୁ: ଇସିଆଇ

ଭୁବନେଶ୍ୱର:ସରିଲା ସମୀକ୍ଷା। ନିର୍ବାଚନକୁ ନେଇ ଗୁରୁତ୍ବପୂର୍ଣ୍ଣ ଦିଗ ଉପରେ ଆଲୋକପାତ କଲେ ନିର୍ବାଚନ ଆୟୋଗ। ସାମ୍ୱାଦିକ ସମ୍ମିଳନୀ କରି ଦେଇଛନ୍ତି ସୂଚନା। ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଆମେ ପୂରା ପ୍ରସ୍ତୁତ। ସମସ୍ତ ଜିଲ୍ଲାପାଳ ଏବଂ ଏସପି ସବୁ…

ରୋଷେଇ କରିବା ହେଲା କାଳ, ଚୂଲି ନିଆଁରେ ଜୀବନ୍ତ ଦଗ୍ଧ ହେଲେ ମହିଳା

ଜଳେଶ୍ୱର : ରୋଷେଇ କରୁଥିବା ବେଳେ ଚୂଲିରୁ ନିଆଁ ଲାଗି ଘର ସମେତ ମହିଳା ଜୀବନ୍ତ ଦଗ୍ଧ । ବାଲେଶ୍ବର ଜିଲ୍ଲା ବାଲିଆପାଳ ଥାନା ଅନ୍ତର୍ଗତ କୁଦମାନସିଂ ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସୂଚନା ଅନୁଯାୟୀ, ଆଠବାଟିଆ ଗ୍ରାମର ଜୟନ୍ତୀ…

ଅପରାଜିତାଙ୍କୁ ବିରୋଧ କଲେ ବିଜେପି କର୍ମୀ

ବେଗୁନିଆ: ନିର୍ବାଚନ ଯେତିକି ପାଖେଇ ଆସୁଛି, ଅପରାଜିତା ଷଡ଼ଙ୍ଗୀଙ୍କୁ ସେତିକି ବିରୋଧ ବଢୁଛି । ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ନିଜ ଦଳ ଭିତରେ ବିରୋଧର ବହ୍ନି ଆହୁରି ବଢୁଛି। ତୀବ୍ର ଅସନ୍ତୋଷ ମଧ୍ୟରେ ବାରମ୍ବାର ବିରୋଧର ସାମ୍ନା କରିବାକୁ ପଡୁଛି…