ମାର୍ଚ୍ଚ ୨ ରୁ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍ ପରୀକ୍ଷା, ୩୦୦ ଛାତ୍ରଛାତ୍ରୀଙ୍କୁ ମିଳିବ ମାସିକ ୩୦ ହଜାର

ଭୁବନେଶ୍ବର : ଚଳିତ ଶିକ୍ଷାବର୍ଷରେ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍ ପାଇଁ ମାର୍ଚ୍ଚ ୨ରୁ ପରୀକ୍ଷା ଆରମ୍ଭ ହେବ। ଦୁଇଟି ସିଟିଂରେ ଏହି ପରୀକ୍ଷା ହେବ। ପ୍ରଥମ ସିଟିଂ ସକାଳ ୧୦ଟାରୁ ଓ ଦ୍ଵିତୀୟ ସିଟିଂ ଅପରାହ୍ଣ ୨ଟାରୁ ଆରମ୍ଭ ହେବ। ପରୀକ୍ଷା…

ସମ୍ବଲପୁରରେ ଭୀମ ଭୋଇ ଓ ଗଙ୍ଗାଧର ମେହେରଙ୍କ ଉପରେ ଡାକ ଟିକେଟ୍ ଉନ୍ମୋଚନ କଲେ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର: ଆଜି ସମ୍ବଲପୁର ବିଶ୍ୱବିଦ୍ୟାଳୟ ପରିସରରେ ସନ୍ଥକବି ଭୀମ ଭୋଇ ଓ ସ୍ୱଭାବ କବି ଗଙ୍ଗାଧର ମେହେର ଏବଂ ପଶ୍ଚିମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଉପରେ ୮ ଗୋଟି ଡାକ ଟିକେଟ ଉନ୍ମୋଚିତ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।…

ପୁଣି ଇଡିରେ ହାଜର ହେଲେ ହନିଟ୍ରାପ୍ ଅଭିଯୁକ୍ତ ଅର୍ଚ୍ଚନା ନାଗ ଓ ସ୍ଵାମୀ ଜଗବନ୍ଧୁ ଚାନ୍ଦ

ଭୁବନେଶ୍ବର: ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଫିସ୍‌ରେ ହାଜର ହେଲେ ହନିଟ୍ରାପ୍ ଅଭିଯୁକ୍ତ ଅର୍ଚ୍ଚନା ନାଗ । ପ୍ରାୟ ଏକ ଘଣ୍ଟା ଧରି ଅର୍ଚ୍ଚନା ଓ ଜଗବନ୍ଧୁଙ୍କୁ ଜେରା କରିଛି ଇଡି । ଇଡି କାର୍ଯ୍ୟାଳୟରୁ ବାହାରିବା ପରେ ପ୍ରତିକ୍ରିୟା ରଖିଛନ୍ତି…

ଭାରସାମ୍ୟ ହରାଇ ଓଲଟିଲା ବସ୍‌; ପ୍ରିନ୍ସପାଲ୍‌ଙ୍କ ପତ୍ନୀଙ୍କ ମୃତ୍ୟୁ, ୮ ଆହତ

ବୈପାରିଗୁଡ଼ା: ଘରୋଇ ସ୍କୁଲର ପିଅନ୍‌ଙ୍କ ଶେଷ ଦର୍ଶନ ପାଇଁ ଯାଉଥିବା ବେଳେ ଏକ ଘରୋଇ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ସ୍କୁଲର ପ୍ରିନ୍ସପାଲ୍‌ଙ୍କ ପତ୍ନୀଙ୍କ ମୃତ୍ୟୁ ହୋଇଛି। ସ୍କୁଲର ଅନ୍ୟ ୮ ଜଣ କର୍ମଚାରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ…

ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ଗଲେ ନଡ୍ଡା ଓ ସୋନିଆ

ବିନା ଲଢ଼େଇ ତଥା ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ଗଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଏଥିସହ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧି ମଧ୍ୟ ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି। ଏନେଇ ଆଜି ରିଟର୍ଣ୍ଣିଂ ଅଫିସର ଘୋଷଣା କରିଛନ୍ତି। ଗୁଜରାଟର ଖାଲିପଡିଥିବା ୪ଟି…

ଗୁଣି ଗାରେଡ଼ି ସନ୍ଦେହରେ ବ୍ୟକ୍ତିଙ୍କୁ ପୋଡ଼ି ଦେଇଥିଲେ, ଏବେ ୧୧ ଜଣଙ୍କୁ ଗିରଫ କରିଛି ପୋଲିସ

ବ୍ରହ୍ମପୁର : ଅନ୍ଧବିଶ୍ୱାସରେ ସମ୍ପୂର୍ଣ୍ଣ ଅନ୍ଧ ହୋଇଗଲାଣି ଏ ମଣିଷ । ଭୁଲିଯାଇଛି ମାନବିକତା । ଏଭଳି ଏକ ଘଟଣା ସାମ୍ନାକୁ ଆସିଥିଲା ବ୍ରହ୍ମପୁରର ହଳଦୀବାଡ଼ ଗାଁରେ । ତେବେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ବ୍ୟକ୍ତି ପିଟି ପିଟି ହତ୍ୟା କରିବା ପରେ…

ହରିଆଣା ସରକାରଙ୍କ ବିରୋଧରେ ଆସିଲା ଅନାସ୍ଥା ପ୍ରସ୍ତାବ

ହରିଆଣାର କ୍ଷମତାସୀନ ମନୋହର ଲାଲ ଖଟ୍ଟର ସରକାରଙ୍କ ବିରୋଧରେ ଆସିଛି ଅନାସ୍ଥା ପ୍ରସ୍ତାବ। ମୁଖ୍ୟ ବିରୋଧୀ ଦଳ କଂଗ୍ରେସ ଏହି ପ୍ରସ୍ତାବ ଆଗତ କରିଥିବା ବେଳେ ଏହାକୁ ହରିଆଣା ବିଧାନସଭାର ବାଚସ୍ପତି ଜ୍ଞାନ ଚାନ୍ଦ ଗୁପ୍ତା ଆଲୋଚନା ପାଇଁ ଗ୍ରହଣ କରି…

ପୁରୀରୁ କୋଣାର୍କ ଗଡିବ ଟ୍ରେନ୍, ଘୋଷଣା କଲେ ରେଳମନ୍ତ୍ରୀ

ଭୁବନେଶ୍ବର: ପୁରୀରୁ କୋଣାର୍କ ନୂଆ ରେଳ ଲାଇନ ନେଇ ଘୋଷଣା କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ୩୨ କିମିର ନୂଆ ରେଳପଥ ପାଇଁ ୪୯୨ କୋଟି ଟଙ୍କା ମଞ୍ଜୁର ହୋଇଥିବା ସୂଚନା ଦେଲେ ରେଳମନ୍ତ୍ରୀ । ଏହାସହ ସ୍ୱତନ୍ତ୍ର ଭାବେ…

ଜମ୍ମୁ ରେ ଏକାଧିକ ପ୍ରକଳ୍ପର ଉଦଘାଟନ ସହ ଶିଳାନ୍ୟାସ କଲେ ମୋଦୀ

ଶ୍ରୀନଗର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଜମ୍ମୁ ଗସ୍ତରେ ଯାଇ ପ୍ରାୟ ୩୦,୫୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ସହ ଶିଳାନ୍ୟାସ କରିଛନ୍ତି । ସ୍ୱାସ୍ଥ୍ୟ, ଶିକ୍ଷା, ରେଳ, ସଡ଼କ, ବିମାନ ଚଳାଚଳ, ପେଟ୍ରୋଲିୟମ,…

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲି ଅର୍ଥାତ୍ ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମାଘ ଶୁକ୍ଳ ଦ୍ଵାଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି ।…