୨୬ରେ କଂଗ୍ରେସର ଭୁବନେଶ୍ୱର ଚାଲ ଡାକରା

କେନ୍ଦୁଝରଗଡ଼: କେନ୍ଦ୍ରର ବିଜେପି ଓ ରାଜ୍ୟର ବିଜେଡି ଶାସନରେ ଦୁର୍ନୀତି ଚରମ ସୀମାରେ ପହଞ୍ଚିଥିବା ବେଳେ ଉଭୟ ସରକାରଙ୍କ କୁଶାସନ ଓ ବିଫଳତା ପ୍ରତିବାଦରେ ଆସନ୍ତା ୨୬ ତାରିଖରେ ରାଜ୍ୟ କଂଗ୍ରେସ ପକ୍ଷରୁ ସଚିବାଳୟ ଘେରାଉ ପରିପ୍ରେକ୍ଷୀରେ ଭୁବନେଶ୍ୱର ଚାଲ ଡାକରା…

ନିଜକୁ ନୌସେନା ଅଧିକାରୀ ପରିଚୟ ଦେଇ ଯୁବତୀଙ୍କୁ ଫସାଇଥିଲା ଯୁବକ, ବ୍ଲାକ୍‌ମେଲ କରି ଗିରଫ

ଭୁବନେଶ୍ବର: ମାଟ୍ରିମୋନି ସାଇଟ୍‌ରେ ନିଜକୁ ନୌସେନା ଅଧିକାରୀର ପରିଚୟ ଦେଇ ଜଣେ ଯୁବତୀଙ୍କୁ ବ୍ଲାକ୍‌ମେଲ କରିବା ମହଙ୍ଗା ପଡ଼ିଛି। ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଓ ଭିଡ଼ିଓ ଭାଇରାଲ କରି ଜଣେ ଯୁବକ ବନ୍ଧା ହୋଇଛି। ଗିରଫ ଅଭିଯୁକ୍ତର ନାମ ସୌମ୍ୟରଂଜନ ମିଶ୍ର।…

ରାଜ୍ୟବାସୀଙ୍କୁ ୬୬୦ କୋଟି ଟଙ୍କାର ନୂଆ କ୍ରୀଡ଼ା ଭିତ୍ତିଭୂମି ଉପହାର

ଭୁବନେଶ୍ବର: କେବଳ ବଡ଼ ବଡ଼ ପ୍ରତିଯୋଗିତା ଆୟୋଜନ କି ବିଶ୍ବସ୍ତରୀୟ ଷ୍ଟାଡିୟମ୍ ନିର୍ମାଣ ନୁହେଁ ତୃଣମୂଳସ୍ତରରୁ ଖେଳର ଉଡ଼ାଣ ଆରମ୍ଭ କରିବାକୁ ଓଡ଼ିଶା ସରକାର ଲାଗିପଡ଼ିଛନ୍ତି। ଏହି ଦୂରଦୃଷ୍ଟି ସମ୍ପନ୍ନ ଅଭିଯାନକୁ ଶୁକ୍ରବାର ନୂଆ ଉତ୍ସାହ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

‘MV Debi ଜାହାଜ ଚୂଡ଼ାନ୍ତ ଫଇସଲା ନ ଆସିବା ଯାଏ ପାରାଦୀପ PICT ବର୍ଥରେ ହିଁ ରହିବ

କଟକ : ‘MV Debi ଜାହାଜ ଚୂଡ଼ାନ୍ତ ଫଇସଲା ନ ଆସିବା ଯାଏ ପାରାଦୀପ PICT ବର୍ଥରେ ହିଁ ରହିବ । ’ପାରାଦୀପ PICT ବର୍ଥରେ ଗତ ନଭେମ୍ବରରେ ବର୍ଥିଂ ହୋଇଥିବା MV Debi ସମ୍ପର୍କୀତ ଏକ ମାମଲାର ଶୁଣାଣି କରି…

ଅଚାନକ ଛୁଟିରେ ଗଲେ ବିଏମସି କମିଶନର, ରାଜେଶ ପ୍ରଭାକର ପାଟିଲଙ୍କୁ ଦାୟିତ୍ୱ

ଭୁବନେଶ୍ବର : ସାଧାରଣ ନିର୍ବାଚନ ପୂର୍ବରୁ ଅଚାନକ ଛୁଟିରେ ପଳାଇଗଲେ ଭୁବନେଶ୍ୱର ମହାନଗର ନିଗମ କମିଶନର ବିଜୟ ଅମୃତ କୁଲାଙ୍ଗେ । ତାଙ୍କ ବଦଳରେ ନୂଆ କମିଶନର ଭାବେ ୨୦୦୫ ବ୍ୟାଚ୍ ଆଇଏଏସ୍ ରାଜେଶ ପ୍ରଭାକର ପାଟିଲଙ୍କୁ ଦାୟିତ୍ୱ ନ୍ୟସ୍ତ ହୋଇଛି…

ପୁରୁଣାଗଡ଼ରେ ସ୍କିଲ୍ ଇଣ୍ଡିଆ ସେଣ୍ଟରର ଲୋକାର୍ପଣ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ଼: ଦେବଗଡ଼ ଜିଲ୍ଲା ପୁରୁଣାଗଡ଼ଠାରେ ସ୍କିଲ୍ ଇଣ୍ଡିଆ ସେଣ୍ଟରର ଲୋକାର୍ପଣ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏକବିଂଶ ଶତାବ୍ଦୀର ଯୁବକଯୁବତୀମାନଙ୍କୁ ସ୍ୱାବଲମ୍ବୀ ଓ ଆତ୍ମନିର୍ଭରଶୀଳ କରାଇବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ସ୍କିଲ୍ ଇଣ୍ଡିଆ ସେଣ୍ଟର ଖୋଲାଯାଇଛି। ଏହି ସେଣ୍ଟରରେ…

ରାଜ୍ୟରେ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ୫ ପୌର ପରିଷଦ ଗଠନ ପାଇଁ ନିଷ୍ପତ୍ତି

ଭୁବନେଶ୍ବର: ରାଜ୍ୟରେ ୩୪ ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନଏସି) ଗଠନ ନିଷ୍ପତ୍ତି ନେଇଛନ୍ତି ସରକାର। ଏଣେ ୫ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ପୌର ପରିଷଦ (ମ୍ୟୁନିସିପାଲିଟି) ଭାବେ ମଧ୍ୟ ଉନ୍ନୀତ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ନୂତନ ପୌର ପରିଷଦ ହେଲା…

୧୦ହଜାରରୁ ଅଧିକ ଅଫିମ ଗଛକୁ ନଷ୍ଟ କଲା ପୁଲିସ

ବାରିପଦା : ୧୦ହଜାରରୁ ଅଧିକ ଅଫିମ ଗଛକୁ ନଷ୍ଟ କଲା ମୟୁରଭଞ୍ଜ ପୁଲିସ। ଆଜି ପୂର୍ବାହ୍ନରେ କରଞ୍ଜିଆ ଉପଖଣ୍ଡ ପୁଲିସ ଅଧିକାରୀ ଏବଂ ଜଶିପୁର ପୁଲିସ ପକ୍ଷରୁ ଶିମିଳିପାଳ ପାଦ ଦେଶରେ ଥିବା ଠାକୁରଗୋଡ଼ା ଗ୍ରାମରେ ବେଆଇନ ଅଫିମ ଚାଷକୁ ନଷ୍ଟ…

ବହୁଚର୍ଚ୍ଚିତ ମଦନ ନାହାକ ହତ୍ୟାକାଣ୍ଡ: ସମସ୍ତ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ

ଭୁବନେଶ୍ବର/ଓଡ଼ଗାଁ : ବହୁଚର୍ଚ୍ଚିତ ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା କେଶପାନିଆ ଗ୍ରାମର ମଦନ ନାହାକ ମୃତ୍ୟୁ ଘଟଣାର ଶନିବାର ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲ୍ଲା ଦୌରାଜଜ ମାନସ ରଞ୍ଜନ ରଥ ୧୮ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ୬ ଜଣଙ୍କୁ…

ଯୁକ୍ତ ଦୁଇ ପରୀକ୍ଷାରେ ସିଲାବସ୍ ବାହାରୁ ପ୍ରଶ୍ନ ଆସିଥିବା ଅଭିଯୋଗ

ଭୁବନେଶ୍ବର : ଯୁକ୍ତ ଦୁଇ ପରୀକ୍ଷାରେ ସିଲାବସ୍ ବାହାରୁ ପ୍ରଶ୍ନ ଆସିଥିବା ଅଭିଯୋଗ। ଗୋଟିଏକି ଦୁଇଟି ନୁହେଁ, ଫିଜିକ୍ସରେ ସିଲାବସ୍ ବାହାରୁ ୨୭ ମାର୍କର ପ୍ରଶ୍ନ ଆସିଥିବା ଅଭିଯୋଗ ଆଣିଲେ ଛାତ୍ରଛାତ୍ରୀ। CHSE ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷାରେ ଗତକାଲି…