ବଡ଼ମାଳ ଗୋଳାବାରୁଦ କାରଖାନାରେ ଭୟଙ୍କର ବିସ୍ଫୋରଣ

ଟିଟିଲାଗଡ : ବଲାଙ୍ଗିର ବଡ଼ମାଳ ଗୋଳାବାରୁଦ କାରଖାନାରେ ବିସ୍ଫୋରଣ ଘଟିଛି। ଏଥିରେ ମୃତାହତ ନେଇ କୌଣସି ସୂଚନା ମିଳିନି। ତେବେ ବିସ୍ଫୋରଣ ପରେ ଗୋଳାବାରୁଦ କାରଖାନା ଭିତରକୁ ଆମ୍ୱୁଲାନ୍ସ ଓ ଅଗ୍ନିଶମ ଗାଡ଼ି ଯାଇଛି। ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଆଜି…

ବୀରମହାରାଜପୁରକୁ ଏନ୍‌ଏସି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର : ରାଜ୍ୟ ସରକାର ରବିବାର ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜାପୁରକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ଭାବେ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ୫ଟି ନୂଆ ମ୍ୟୁନିସିପାଲିଟି ସହିତ ୩୪ଟି ନୂଆ ବିଜ୍ଞାପିତ…

BJPରେ ମିଶିଲେ ଦେବାଶିଷ ନାୟକ

ଭୁବନେଶ୍ବର: ବିଜେଡିରୁ ଇସ୍ତଫା ଦେବାର କିଛି ସମୟପରେ ବିଜେପିରେ ମିଶିଲେ ଯାଜପୁରର ଟାଣୁଆ ନେତା ଦେବାଶିଷ ନାୟକ। ସେ ଆଜି ନିଜର ସମର୍ଥକଙ୍କ ସହ ବିଜେପିରେ ମିଶିଛନ୍ତି। ରାଜ୍ୟ ବିଜେପି ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ସେହିପରି ପୂର୍ବତନ କଂଗ୍ରେସ…

ମାର୍ଚ୍ଚ ୧ ତାରିଖରେ ୮୫୯ ଏସ୍‌‌ଏସ୍‌‌ବି ଅଧ୍ୟାପକଙ୍କୁ ନିଯୁକ୍ତି ଦେବେ ରାଜ୍ୟ ସରକାର

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗରେ ଅଧ୍ୟାପକଙ୍କ ସଂଖ୍ୟା ବଢ଼ିବ। ରାଜ୍ୟ ସରକାର ଆସନ୍ତା ମାର୍ଚ୍ଚ ୧ ତାରିଖରେ  ୮୫୯ ଏସ୍‌‌ଏସ୍‌‌ବି ଅଧ୍ୟାପକଙ୍କୁ ନିଯୁକ୍ତି ଦେବେ। ଏକକାଳୀନ ଭାବେ ଲୋକସେବା ଭବନର କନଭେନସନ୍‌‌ ହଲ୍‌‌ ଓ ରବୀନ୍ଦ୍ର ମଣ୍ଡପରେ ନିଯୁକ୍ତି ପର୍ବ ଅନୁଷ୍ଠିତ ହେବ।…

ସମ୍ପୂର୍ଣ୍ଣ ଭଙ୍ଗାଯିବନି ବାରବାଟୀ ଷ୍ଟାଡିୟମ

କଟକ: ସମ୍ପୂର୍ଣ୍ଣ ଭଙ୍ଗାଯିବନି ବାରବାଟୀ ଷ୍ଟାଡିୟମ। ଐତିହ କୀର୍ତ୍ତୀରାଜିକୁ ଛାଡି ସବୁ କିଛି ଭଙ୍ଗାଯିବ । ବାରବାଟୀ ଷ୍ଟାଡିୟମକୁ ଧୂଳିସାତ କରାଯିବ ବୋଲି ଯେଉଁ ପ୍ରଚାର କରାଯାଉଛି ତାହା ସମ୍ପୂର୍ଣ୍ଣ ଭିତ୍ତିହୀନ। ଏଥିରେ କୌଣସି ସତ୍ୟତା ନାହିଁ ବୋଲି ଓଡ଼ିଶା ଅଲିମ୍ପିକ ଏବଂ…

ଦ୍ୱାରକାରେ ବୁଡ଼ ପକାଇଲେ ମୋଦି, ସମୁଦ୍ର ଭିତରେ କଲେ ପୂଜା

ଗୁଜରାଟର ଦ୍ୱାରକାରେ ବୁଡ ପକାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ସମୁଦ୍ର ଭିତରକୁ ଯାଇ କରିଛନ୍ତି ପୂଜାର୍ଚ୍ଚନା। ସମୁଦ୍ର ଭିତରେ ବୁଡି ରହିଥିବା ଦ୍ୱାରକା ନଗରୀ ପାଖକୁ ଯାଇ ଭଗବାନ ଶ୍ରୀକୃଷ୍ଣଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ତାଙ୍କ ତାଙ୍କୁ ମୟୂର ପୁଛ ଅର୍ପଣ…

ବିଜେଡି ଟିକେଟ ପାଇଁ ୧୦ ହଜାରରୁ ଊର୍ଦ୍ଧ୍ବ ଆବେଦନ କରିଛନ୍ତି

ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ପାଇଁ କିଛି ସପ୍ତାହ ମଧ୍ୟରେ ତାରିଖ ଘୋଷଣା ହେବ। ଭାରତୀୟ ନିର୍ବାଚନ କମିସନ ଲୋକସଭା ନିର୍ବାଚନ ଓ ଓଡ଼ିଶାରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ପୂର୍ବରୁ ରାଜନୈତିକ ଦଳଗୁଡ଼ିକ ଏବେ ଠାରୁ ନାନା କଳ୍ପନାଜଳ୍ପନା…

କୋଣାର୍କ ସୂର୍ଯ୍ୟମନ୍ଦିର ଫାଟକରେ ତାଲା

ଗୋପ : କୋଣାର୍କ ସୂର୍ଯ୍ୟମନ୍ଦିର ଫାଟକରେ ତାଲା। ପ୍ରବଳ ପର୍ଯ୍ୟଟକଙ୍କ ଭିଡ଼ ହେବାରୁ ଟିକେଟ ସରିଯାଇଥିଲା । ଟିକେଟ ଶେଷ ହେବା ପରେ ପର୍ଯ୍ୟଟକ ହୋହଲ୍ଲା କରିଥିଲେ। ସ୍ଥିତି ଅଣାୟତ ହେଉଥିବା ଦେଖି ଟିକେଟ କାଉଣ୍ଟର ବନ୍ଦ କରିବା ସହ ମନ୍ଦିର ଗେଟ…

ଆସନ ବୁଝାମଣା ହେଲା ଚୂଡ଼ାନ୍ତ; ରାହୁଲ ଗାନ୍ଧୀଙ୍କ ଯାତ୍ରାରେ ଯୋଗ ଦେଲେ ଅଖିଳେଶ ଯାଦବ

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ରବିବାର ଉତ୍ତର ପ୍ରଦେଶର ଆଗ୍ରାରେ ରାହୁଲ ଗାନ୍ଧୀଙ୍କ ନେତୃତ୍ୱାଧୀନ ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ଯୋଗ ଦେଇଛନ୍ତି। ଉତ୍ତର ପ୍ରଦେଶ ପାଇଁ ଆସନ ବୁଝାମଣାକୁ ନେଇ କଂଗ୍ରେସ ଓ ସମାଜବାଦୀ ପାର୍ଟି ମଧ୍ୟରେ ସହମତି…

‘ପାଣ୍ଡିଆନ୍‌ ଓ BJP ସହ ମେଣ୍ଟକୁ ନେଇ BJD ନେତା ଅସନ୍ତୁଷ୍ଟ’

ଆମ ଓଡ଼ିଶା, ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଓ ବିଜେପି ମଧ୍ୟରେ ମେଣ୍ଟ ହୋଇଛି। ଯେଉଁପାଇଁ ବିଜେଡି ନେତାମାନଙ୍କ ମଧ୍ୟରେ ବହୁତ ଅସନ୍ତୋଷ ରହିଛି। ଆଜି ଏପରି କହିଛନ୍ତି ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଭାରୀ ଅଜୟ କୁମାର। ଗଣମାଧ୍ୟମକୁ ଶ୍ରୀ…