ଆମ ହସ୍ପିଟାଲ ଯୋଜନାରେ ୬୭ ରୂପାନ୍ତରିତ ସରକାରୀ ଚିକିତ୍ସାଳୟର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ୧୫ ଜିଲ୍ଲାର ୬୭ଟି ରୂପାନ୍ତରିତ ସରକାରୀ ଡାକ୍ତରଖାନାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ପ୍ରଦାନ ସହ ସ୍ୱାସ୍ଥ୍ୟ କ୍ଷେତ୍ରକୁ ମଜବୁତ କରିବା ପାଇଁ କାର୍ଯ୍ୟକାରୀ ହୋଇଥିବା ରାଜ୍ୟ ସରକାରଙ୍କ ‘ଆମ ହସ୍ପିଟାଲ’…

ରାଜଧାନୀରେ କଂଗ୍ରେସର ଶକ୍ତି ପ୍ରଦର୍ଶନ

ଭୁବନେଶ୍ୱର: ସୋମବାର ଲୋୟର ପିଏମଜିରେ ନାଟକୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବହୁ କଂଗ୍ରେସ କର୍ମୀ ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଥିଲେ। ୨୦୨୪ ନିର୍ବାଚନ ପୂର୍ବରୁ ଓଡ଼ିଶା ସରକାରଙ୍କ ବିରୋଧରେ ବିଭିନ୍ନ ଅଭିଯୋଗ ଆଣି ଓଡ଼ିଶା ସରକାରଙ୍କୁ ଚ୍ୟାଲେଞ୍ଜ କରିବାକୁ…

ଆସନ୍ତାକାଲି ବାରବାଟୀ ଷ୍ଟାଡିୟମ ରୂପାନ୍ତରିକରଣ-ନବୀକରଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

କଟକ : ଆସନ୍ତାକାଲି ଐତିହାସିକ ବାରବାଟୀ ଷ୍ଟାଡିୟମର ରୂପାନ୍ତରିକରଣ-ନବୀକରଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ । ଭର୍ଚୁଆଲରେ ଏହାର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨୦ ହଜାର ଦର୍ଶକ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। ବାଲିଯାତ୍ରା ତଳ ପଡ଼ିଆରେ ପାର୍କିଂ ବ୍ୟବସ୍ଥା କରାଯାଇଛି।…

ବିଜେପି ସରକାରକୁ ଆସିଲେ ଚାଷୀ ପାଇବେ ପ୍ରତି କ୍ୱିଂଟାଲ ଧାନ ପିଛା ୩୧ଶହ ଟଙ୍କା

ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାରକୁ ଆସିଲେ ଚାଷୀ ପାଇବେ ପ୍ରତି କ୍ୱିଂଟାଲ ଧାନ ପିଛା ୩୧ଶହ ଟଙ୍କା । ଭାରତ ବର୍ଷର ଯଶସ୍ୱୀ ଲୋକପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚାଷୀମାନଙ୍କର ଆୟକୁ ଦୁଇଗୁଣା କରିବା ପାଇଁ ଆରମ୍ଭ କରିଥିଲେ କୃଷକ କଲ୍ୟାଣକାରୀ…

ପରଲୋକରେ ପ୍ରସିଦ୍ଧ କଣ୍ଠଶିଳ୍ପୀ ପଙ୍କଜ ଉଧାସ

ନୂଆଦିଲ୍ଲୀ: ଗଜଲ ଗାୟକ ପଙ୍କଜ ଉଧାସଙ୍କ ପରଲୋକ ହୋଇଛି । ସେ ଦୀର୍ଘଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ଥିଲେ । ମୃତ୍ୟୁବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା । ତାଙ୍କ ଝିଅ ନାୟାବ ଉଧାସ ଏକ ବିବୃତି ଜାରି…

ଅଗ୍ନିପଥ ଯୋଜନା: ଅନ୍ୟାୟ କଥା କହି ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ମୁଖିଆ

କେନ୍ଦ୍ର ସରକାର ସେନା ବାହିନୀରେ ଅସ୍ଥାୟୀ ନିଯୁକ୍ତି ପାଇଁ ଆଣିଥିବା ଅଗ୍ନିପଥ ଯୋଜନାକୁ ପୁଣି ବିରୋଧ କରିଛି କଂଗ୍ରେସ। ଅଗ୍ନିପଥ ଯୋଜନା ବିରୋଧରେ ଆଜି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଚିଠି ଲେଖିଛନ୍ତି। ନିୟମିତ ନିଯୁକ୍ତି ପ୍ରକ୍ରିୟା…

ଭିନ୍ନକ୍ଷମଙ୍କୁ ମିଳିବ କୃତ୍ରିମ ଅଙ୍ଗ ଓ ସହାୟକ ଉପକରଣ, ଉପକୃତ ହେବେ ୪ଲକ୍ଷ ଭିନ୍ନକ୍ଷମ

ଭୁବନେଶ୍ୱର: ମିଳିବ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଓ ସହାୟକ ଉପକରଣ । ବିଭିନ୍ନ କେନ୍ଦ୍ର ଓ ଭାମ୍ୟମାଣ ଶିବିର ଜରିଆରେ ଜାରି ରହିବ ବିତରଣ । ରାଜ୍ୟରେ ପ୍ରାୟ ୪ଲକ୍ଷ ଭିନ୍ନକ୍ଷମଙ୍କୁ ଯୋଗାଇ ଦିଆଯିବ ଆବଶ୍ୟକୀୟ କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ସହ ଅନ୍ୟାନ୍ୟ…

ଭାରତ ମହାସାଗରରେ କ୍ଷେପଣାସ୍ତ୍ର ମୁତୟନ କରିବ ଭାରତ

ନୂଆଦିଲ୍ଲୀ: ଭାରତ ମହାସାଗରରେ ଚୀନ  ଓ ପାକିସ୍ତାନର ବଢୁଥିବା ଗତିବିଧି ଉପରେ ଭାରତ ତୀକ୍ଷ୍ଣ ନଜର ରଖିଛି। ଉଭୟ ଦେଶର ମୁକାବିଲା କରିବା ପାଇଁ ଭାରତୀୟ ସେନା ୫୦୦ କିଲୋମିଟର ଦୂରତା ବିଶିଷ୍ଟ ବୁଡ଼ାଜାହାଜ-ଉତକ୍ଷେପଣ କ୍ରୁଜ୍ କ୍ଷେପଣାସ୍ତ୍ର (ଏସ୍ଏଲସିଏମ୍)ର ପରୀକ୍ଷଣ କରିବାକୁ…

ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟରେ ବିଜୟୀ ହେଲା ଟିମ୍ ଇଣ୍ଡିଆ

ନୂଆଦିଲ୍ଳୀ: ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟରେ ବିଜୟ ସହ ସିରିଜ ନିଜ ନାଁରେ କରିଛି ଟିମ୍ ଇଣ୍ଡିଆ । ଶେଷ ମ୍ୟାଚ୍ ପୂର୍ବରୁ ସିରିଜ କବଜା କରିଛି ରୋହିତ ବାହିନୀ । ୫ ୱିକେଟ ହରାଇ ୧୯୨ ରନର ବିଜୟଲକ୍ଷ୍ୟକୁ ହାସଲ କରିଛି…

ଓଡ଼ିଶା ସମେତ ଦେଶରେ ୨ ହଜାରୁ ଅଧିକ ରେଳ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ବର: ଦେଶବାସୀଙ୍କୁ ୪୧ ହଜାର କୋଟି ମୂଲ୍ୟର ୨ ହଜାରରୁ ଅଧିକ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିସି ଜରିଆରେ ଅମୃତ ଭାରତ ଷ୍ଟେସନ ଯୋଜନାରେ ୫୫୪ଟି ରେଳ ଷ୍ଟେସନର ପୁନଃବିକାଶ…