ବାରବାଟୀର ହେବ ନବୀକରଣ : ୩ ବର୍ଷ ମଧ୍ୟରେ ସରିବ କାମ, ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

କଟକ/ଭୁବନେଶ୍ବର : ବଦଳିବ ରାଜ୍ୟର ଏକମାତ୍ର ଅନ୍ତର୍ଜାତୀୟ କ୍ରିକେଟ ଭେନ୍ୟୁ ବାରବାଟୀ ଷ୍ଟାଡିୟମ ରୂପ। ବିଶ୍ବସ୍ତରୀୟ କ୍ରିକେଟ ଫିଲ୍ଡର ମାନ୍ୟତା ପାଇବ ବାରବାଟୀ। ଆଜି ବାରବାଟୀ ଷ୍ଟାଡିୟମ ନବୀକରଣର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମଙ୍ଗଳବାର ସନ୍ଧ୍ୟାରେ ଏକ ବର୍ଣ୍ଣାଢ଼୍ୟ…

ଏଣିକି ପ୍ରତିବର୍ଷ ହେବ ବାଘ ଗଣନା: ପିସିସିଏଫ୍

ଭୁବନେଶ୍ଵର; ଏଣିକି ରାଜ୍ୟରେ ପ୍ରତିବର୍ଷ ହେବ ବାଘ ଗଣନା । କ୍ୟାମେରା ଟ୍ରାପ ଜରିଆରେ ମହାବଳ ବାଘଙ୍କ ସ୍ଥିତି ଉପରେ ରହିବ ନଜର । ଏନେଇ ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ । ସୂଚନା ଅନୁସାରେ, ସର୍ବଭାରତୀୟ ବାଘ…

ବାପାକୁ ପିଟିପିଟି ହତ୍ୟା କଲା ପୁଅ

ସମ୍ବଲପୁର: ସମ୍ବଲପୁର ସଦର ଥାନା ଅନ୍ତର୍ଗତ ଘେନୁୁପାଲି ଗାଁରେ ଅଭାବନୀୟ ଘଟଣା ଘଟିଛି।  ବାପକୁ ହତ୍ୟା କରିଛି  ପୁଅ। ବାପକୁ ପିଟିପିଟି ହତ୍ୟା କରିବା ପରେ ଅଭିଯୁକ୍ତ ପୁଅ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ମୃତକଙ୍କ ନାଁ ଲିଙ୍ଗରାଜ କୁମୁରା ହୋଇଥିବାବେଳେ ଅଭିଯୁକ୍ତ…

କାଲିଠୁ ପୁଣି ବର୍ଷା, ୯ଟି ଜିଲ୍ଲାକୁ ବର୍ଷା ଚେତାବନୀ

ଭୁବନେଶ୍ୱର : କାଲିଠୁ ପୁଣି ବର୍ଷା । ଭିଜିବ ପଶ୍ଚିମ ଓଡ଼ିଶା । ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲା ସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା । କେତେକ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ…

ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ୱର : ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ । କାଲି ମୟୁରଭଞ୍ଜ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା କିଚକେଶ୍ୱରୀଙ୍କୁ ଦର୍ଶନ କରିବା ସହିତ ପ୍ରସାଦ ସେବନ କରିବେ । ଅପରାହ୍ନ ୨:୩୦ ସମୟରେ ପାଣ୍ଡରଶିଳ ଗାଁରେ ବାୟୁସେନାର ସ୍ୱତନ୍ତ୍ର ହେଲିକ୍ୟାପ୍ଟର ରେ ପହଁଚିବେ…

ତାମିଲନାଡ଼ୁକୁ ଲୁଟୁଥିବା ଲୋକ ଏବେ ବିଜେପିର ଶକ୍ତି ବଢୁଥିବା ଦେଖି ଡରୁଛନ୍ତି: ମୋଦୀ

ନୂଆଦିଲ୍ଲୀ: କେରଳ ଗସ୍ତ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ତାମିଲନାଡୁର ତିରୁପୁରରେ ପହଞ୍ଚି ‘ଏନ୍ ମନ ଏକ ମକ୍କଲ’ ପଦଯାତ୍ରାର ଉଦଯାପନ ସମାରୋହରେ ଯୋଗ ଦେଇଛନ୍ତି । ଏଠାରେ ସେ ଏକ ଜନ ସମାବେଶକୁ ସମ୍ବୋଧିତ କରିଥିଲେ। ଏହି ସମୟରେ…

ଆସନ୍ତା ୫ ବର୍ଷରେ ଖୋଲିବ ୫ ହଜାର ମିଶନ ଶକ୍ତି ବଜାର

ଭୁବନେଶ୍ଵର: ନିର୍ବାଚନ ପୂର୍ବରୁ ମିଶନ ଶକ୍ତି ମାଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର । ମିଶନ ଶକ୍ତି ମହିଳା ମାନଙ୍କୁ ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ। ଯେଉଁମାନେ ପୂର୍ବରୁ ଋଣ ବାବଦ ସୁଧ ଭରିଥିବେ, ସେମାନଙ୍କ ସୁଧ…

ଫେକ୍ ବିଜ୍ଞାପନ ମାମଲା: ପତଞ୍ଜଳିକୁ ଅବମାନନା ନୋଟିସ୍‌

ବଢ଼ିଲା ଯୋଗ ଗୁଗୁ ରାମଦେବ ବାବାଙ୍କ ଅଡୁଆ। ଫେକ୍‌ ତଥା ବିଭ୍ରାନ୍ତିକର ବିଜ୍ଞାପନକୁ ନେଇ ପତଞ୍ଜଳି ଉପରେ ବର୍ଷିଛନ୍ତି ସୁପ୍ରିମକୋର୍ଟ। ପତଞ୍ଜଳି ଓ ବାଲକୃଷ୍ଣଙ୍କୁ ଅଦାଲତ ଅବମାନନା ନୋଟିସ ପଠାଇବା ସହ ଜବାବ ମାଗିଛନ୍ତି ସର୍ବୋଚ୍ଚ ଅଦାଲତ। କୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ…

ଲୋକସଭା ନିର୍ବାଚନ: ପ୍ରାର୍ଥୀ ଘୋଷଣା କଲା ଆପ୍‌

ପାଖେଇ ଆସିଲାଣି ଲୋକସଭା ନିର୍ବାଚନ। ଆଉ ମାସକ ପରେ ପଡିପାରେ ଭୋଟ୍‌। ଏହାରି ଭିତରେ ଦିଲ୍ଲୀର ୪ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଆମ୍‌ ଆଦମୀ ପାର୍ଟି। ନୂଆ ଦିଲ୍ଲୀରୁ ସୋମନାଥ ଭାରତୀଙ୍କୁ ଆମ୍‌ ଆଦମୀ ପାର୍ଟି ପ୍ରାର୍ଥୀ କରିଛି।…

ନାଲକୋ ସମ୍ପ୍ରସାରଣ କାମ ବେଳେ ଅଘଟଣ, ଲୁହା ରଡ୍ ପଡ଼ି ୨ ଶ୍ରମିକ ମୃତ

କୋରାପୁଟ: ନାଲ୍‌କୋ ସମ୍ପ୍ରସାରଣ କାମ ବେଳେ ଅଘଟଣ । ରଡ୍‌ ବାଇଣ୍ଡିଂ ଚାଲିଥିବା ବେଳେ ରଡ୍‌ ପଡ଼ି ୨ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି । ତିନି ଜଣ ଠିକା ଶ୍ରମିକ ଝାଡଖଣ୍ଡର ବୋଲି ସୂଚନା ମିଳିଛି । ମୃତକ ମଧ୍ୟରୁ…