୩୦ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଜିଏସ୍‌ଟି ଅଧିକାରୀ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଜିଏସ୍‌ଟି ଅଧିକାରୀ ମାନସ ରଂଜନ ବେହେରା। ୩୦ ହଜାର ଟଙ୍କାର ଲାଞ୍ଚ ନେବାବେଳେ ମାନସଙ୍କୁ କାବୁ କରିଛି ଭିଜିଲାନ୍ସ। ପୁରୀ ଜିଲ୍ଲା ସ୍କୁଲ ସମ୍ମୁଖରେ ପୁରୀର ସିଟିଓ ଆଣ୍ଡ ଜିଏସ୍‌ଟି, ଏନ୍‌ଫୋର୍ସମେଣ୍ଟ ୟୁନିଟ୍‌ର ଅଧିକାରୀଙ୍କୁ ଲାଞ୍ଚ ନେବାବେଳେ…

ଟିକେଟ୍ ପାଇବା ପରେ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇବା ପାଇଁ ନବୀନ ନିବାସରେ ନେତାଙ୍କ ଭିଡ଼

ଭୁବନେଶ୍ବର: ନବୀନ ନିବାସରେ ନେତାଙ୍କ ଭିଡ଼ । ଟିକେଟ୍ ପାଇବା ପରେ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇବା ପାଇଁ ପହଞ୍ଚିଛନ୍ତି ସାଂସଦ ଓ ବିଧାୟକ ପ୍ରାର୍ଥୀ । ରୀତା ସାହୁ, ସ୍ନେହାଙ୍ଗିନୀ ଛୁରିଆ, ସୁବାସ ବେହେରା, ନିରଞ୍ଜନ ପୂଜାରୀ, ବିପ୍ଳବ ପାତ୍ର…

ବିଜେପିରେ ମିଶିଲେ ଭର୍ତ୍ତୃହରି, ସିଦ୍ଧାନ୍ତ ଓ ଦମୟନ୍ତୀ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ ଓଡ଼ିଶାର ରାଜନୀତିରେ ବଡ଼ ଧରଣର ନେତାଙ୍କ ଦଳ ବଦଳ ହୋଇଛି। ବିଜେଡିରୁ ଇସ୍ତଫା ଦେଇଥିବା ସାଂସଦ ଭର୍ତ୍ତୃହରି ମହତାବ, ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର ଗୁରୁବାର ବିଜେପିରେ ଯୋଗ ଦେଇଛନ୍ତି। ଅପରାହ୍ନ ସାଢ଼େ ୨ଟାରେ ନୂଆଦିଲ୍ଲୀର…

କେଜ୍ରିୱାଲଙ୍କୁ ମିଳିଲାନି ଆଶ୍ୱସ୍ତି, ଏପ୍ରିଲ ୩ରେ ପରବର୍ତ୍ତୀ ଶୁଣାଣି

ଅବକାରୀ ନୀତି ଦୁର୍ନୀତି ଘଟଣାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ କୌଣସି ପ୍ରକାରର ଆଶ୍ୱସ୍ତି ମିଳିନାହିଁ। ସେ ଇଡିର ଗିରଫଦାରୀ ଓ ରିମାଣ୍ଡକୁ ବେଆଇନ ଦର୍ଶାଇ ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିଥିଲେ। କିନ୍ତୁ କୋର୍ଟ ତାଙ୍କୁ ଆଶ୍ୱସ୍ତି ଦେଇ…

ଆଗାମୀ ୨ ଦିନରେ କାଳବୈଶାଖୀ ପ୍ରଭାବ: ବଜ୍ରପାତ, ପବନ ସହ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଗାମୀ ଦୁଇ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ରହିଛି। ଘଡ଼ଘଡ଼ି ସାଙ୍ଗକୁ ବଜ୍ରପାତ ହେବା ନେଇ ପାଣପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବଜ୍ରପାତ, ପବନ ସହ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି…

ନବୀନ ନିବାସରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ସଂସଦୀୟ କ୍ଷେତ୍ର ପାଇଁ ସମୀକ୍ଷା

ଭୁବନେଶ୍ବର: ଆଜି ନବୀନ ନିବାସରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ସଂସଦୀୟ କ୍ଷେତ୍ର ପାଇଁ ସମୀକ୍ଷା ବୈଠକ ଅନୁଷ୍ଠିତ ହେଉଛି। ଏଥିରେ ସଂସଦୀୟ କ୍ଷେତ୍ରର ସମସ୍ତ ବିଧାୟକ ଓ ପର୍ଯ୍ୟବେକ୍ଷକମାନେ ଉପସ୍ଥିତ ରହିବେ।  ଦିନ ୧୧ଟାରେ ମୟୁରଭଞ୍ଜ , ୧୨ଟାରେ…

ଆପ୍‌ର ଏକମାତ୍ର ଲୋକସଭା ସାଂସଦ ବିଜେପିରେ ମିଶିଲେ

ଲୋକସଭା ନିର୍ବାଚନ ପୂର୍ବରୁ ଆପ୍‌କୁ ଗୋଟିଏ ବଡ଼ ଝଟକା ଲାଗିଛି। ଦଳର ଏକମାତ୍ର ସାଂସଦ ସୁଶିଲ କୁମାର ରିଙ୍କୁ ଆଜି ପଟ ପରିବର୍ତ୍ତନ କରିଛନ୍ତି। ସେ ଆପ୍‌ ଛାଡ଼ି ବିଜେପିରେ ମିଶିଛନ୍ତି। ରିଙ୍କୁ ପଦ୍ମ ଧରିବାରୁ ଆପ୍‌ ଏବେ ଲୋକସଭାରେ ସାଂସଦ…

ବିଜେପିର ଲୋକସଭା ସାଂସଦ ପ୍ରାର୍ଥୀ ବଳଭଦ୍ର ମାଝୀଙ୍କୁ ଅଣ୍ଡାମାଡ଼

ନବରଙ୍ଗପୁର: ନିର୍ବାଚନକୁ କିଛି ଦିନ ବାକି ଥିବା ବେଳେ ନବରଙ୍ଗପୁରରେ ଦେଖିବାକୁ ମିଳିଛି ରାଜନୈତିକ କନ୍ଦଳ। ବିଜେପିର ଲୋକସଭା ସାଂସଦ ପ୍ରାର୍ଥୀ ବଳଭଦ୍ର ମାଝୀଙ୍କୁ ଅଣ୍ଡାମାଡ଼। ବଳଭଦ୍ର ମାଝୀଙ୍କୁ କିଛି ଅସନ୍ତୁଷ୍ଟ ଗୋଷ୍ଠୀର କିଛି କାର୍ଯ୍ୟ କର୍ତ୍ତା ଅଣ୍ଡାମାଡ଼ କରିଥିବା ସୂଚନା ରହିଛି।…

୧୪ ବର୍ଷରୁ କମ୍ ବୟସ୍କ ପିଲାଙ୍କୁ ଫେସବୁକ୍, ଇନଷ୍ଟାଗ୍ରାମ୍, ଟିକଟକ୍ ମନା

ଫ୍ଲୋରିଡ଼ା: ଆମେରିକାର ଫ୍ଲୋରିଡା ରାଜ୍ୟରେ ୧୪ ବର୍ଷରୁ କମ୍ ପିଲାମାନେ ଏଣିକି ସୋସିଆଲ ମିଡିଆ ବ୍ୟବହାର କରିପାରିବେ ନାହିଁ । ରାଜ୍ୟପାଳ ରନ୍ ଡିସାଣ୍ଟିସ୍ ଏହି ଆଇନକୁ ଅନୁମୋଦନ କରିଛନ୍ତି। ଏହା ଆସନ୍ତା ବର୍ଷ ଅର୍ଥାତ୍ ୨୦୨୫ରୁ କାର୍ଯ୍ୟକାରୀ ହେବ ।…

ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ଘୋଷଣା

ଭୁବନେଶ୍ବର: ବିଜୁ ଜନତା ‌ଦଳ (ବିଜେଡି) ବୁଧବାର ଦିନ ସନ୍ଧ୍ୟା ସୁଦ୍ଧା ୧୫ଟି ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଅପରାହ୍‌ଣରେ ବିଜେଡି ୯ ଜଣଙ୍କର ନାମ ଜାରି କରିଥିଲା। ଦ୍ବିତୀୟ ପର୍ଯ୍ୟାୟରେ ସନ୍ଧ୍ୟାରେ ୬…